ପୂର୍ବତଟ ରେଳପଥ ପକ୍ଷରୁ ସମ୍ବିଧାନ ଦିବସ

ଭୁବନେଶ୍ୱର,୨୭।୧୧: ପୂର୍ବତଟ ରେଳପଥ ପକ୍ଷରୁ ଶନିବାର ସ୍ଥାନୀୟ ରେଳସଦନଠାରେ ସମ୍ବିଧାନ ଦିବସ ପାଳନ କରାଯାଇଥିଲା। ଏହି ଅବସରରେ ରେଳପଥର ଅତିରିକ୍ତ ମହାପ୍ରବନ୍ଧକ ଶରଦ କୁମାର ଶ୍ରୀବାସ୍ତବଙ୍କ ନେତୃତ୍ୱରେ ସମସ୍ତ ପ୍ରମୁଖ ବିଭାଗୀୟ ଅଧିକାରୀ,ବରିଷ୍ଠ ଅଧିକାରୀ, ରେଳ କର୍ମଚାରୀମାନେ ଭାରତୀୟ ସମ୍ବିଧାନର ପ୍ରାକ୍‌ କଥନ (ପ୍ରିୟାମ୍ବୁଲ) ପ୍ରିମ୍ବଲ୍‌ ପଢ଼ିଥିଲେ। ଏହାବ୍ୟତୀତ ପୂର୍ବତଟ ରେଳପଥର ସମସ୍ତ ୩ଟି ରେଳମଣ୍ଡଳ ଯଥା ଖୋର୍ଦ୍ଧାରୋଡ୍‌, ୱାଲ୍‌ଟିୟର ଓ ସମ୍ବଲପୁରଠାରେ ମଧ୍ୟ ସମ୍ବିଧାନ ଦିବସ ପାଳନ କରାଯାଇଥିଲା। ଏପରିକି ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ବିଭିନ୍ନ ରେଳ ଷ୍ଟେଶନରେ ମଧ୍ୟ ଏହି ଦିବସ ପାଳନ କରାଯାଇଥିଲା। ଦୂର ଉପାନ୍ତ ସ୍ଥାନଗୁଡ଼ିକରେ ଥିବା ରେଳପଥ ଏବଂ ଏହାର ଅଧିକାରୀମାନେ ମଧ୍ୟ ସେମାନଙ୍କ କାର୍ଯ୍ୟସ୍ଥାନରେ ଭାରତୀୟ ସମ୍ବିଧାନର ପ୍ରାକ୍‌ କଥନ ପଠନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପିସିଆର ଭ୍ୟାନରେ ନାହିଁ ପ୍ରଦୂଷଣ ସାର୍ଟିଫିକେଟ୍‌, ମନଇଚ୍ଛା କରୁଛି ଯାତାୟାତ

ଭୁବନେଶ୍ୱର,୨୯।୧୨(ତ୍ରିନାଥ ମହାନ୍ତି): ଆଇନ ସମସ୍ତଙ୍କ ପାଇଁ ସମାନ। ସେ ଅଧିକାରୀ ହୁଅନ୍ତୁ ବା ସାଧାରଣ ଲୋକ। ଏବେ ରାଜ୍ୟରେ ପ୍ରଦୂଷଣ ନିୟନ୍ତ୍ରଣ(ପିୟୁସି) ସାର୍ଟିଫିକେଟ ସବୁ ଗାଡ଼ି...

ଧନୁଯାତ୍ରା ଦେଖିବେ ମୁଖ୍ୟମନ୍ତ୍ରୀ: ରାଜ ଦରବାରରେ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ ଧନୁଯାତ୍ରା ମହୋତ୍ସବରେ ମଥୁରାନଗରୀ ଉଠୁଛି ଓ ପଡୁଛି। କଂସ ମହାରାଜଙ୍କ ଅତ୍ୟାଚାରରେ ସମଗ୍ର ମଥୁରା ନଗରୀ ଥରହର...

ପିକ୍‌ନିକ୍‌ ପାଇଁ ଆସି ୨ ଗୋଷ୍ଠୀ ପିଟାପିଟି: ଆଜି ଖାଁ ଖାଁ ଡୁଲୁରୀ ପାଇନ୍‌ ବଣ

ଦାରିଙ୍ଗବାଡ଼ି,୨୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଡ଼ୁଲୁରୀ ପାଇନ ବଣରେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟଣାରେ ସୋମବାର ସକାଳେ ଉକ୍ତ ଡୁଲୁରୀ...

ଶୁଖିଯିବ ଓଡ଼ିଶାର ଉଦନ୍ତୀ ନଦୀ: ଛତିଶଗଡ଼ କରିବ ବ୍ୟାରେଜ

ଭବାନୀପାଟଣା,୨୯।୧୨ (ଉତ୍ତମ କୁମାର ଦାଶ): ଶୁଖିଯିବ ଓଡ଼ିଶାର ଉଦନ୍ତୀ ନଦୀ। ଛତିଶଗଡ଼ ନିର୍ମାଣ କରିବ ବ୍ୟାରେଜ। ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଦୁର୍ଭାଗ୍ୟର ବିଷୟ ଏନେଇ...

ବାଇକ୍‌ ଚାଳକଙ୍କୁ ଚାପି ଦେଇ ଗଛରେ ପିଟିହେଲା ହାଇଓ୍ବା

ବୌଦ୍ଧ,୨୯ା୧୨(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ଚାରିଛକ କୁସଙ୍ଗ ପୂର୍ତ୍ତ ରାସ୍ତାର ଏକତାଳଠାରେ ସୋମବାର ସକାଳେ ଏକ ହାଇଓ୍ବା ଧକ୍କାରେ ମୋଟରସାଇକେଲ ଚାଳକଙ୍କ...

ଫ୍ୟାନ୍ସଙ୍କ ଭିଡ଼ ଯୋଗୁ ବିମାନବନ୍ଦରରେ ପଡ଼ିଗଲେ ସୁପରଷ୍ଟାର ବିଜୟ, ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ,୨୯।୧୨: ସୁପରଷ୍ଟାର ବିଜୟ ଯେଉଁଠାକୁ ଯାଆନ୍ତି, ପ୍ରଶଂସକମାନେ ତାଙ୍କୁ ଘେରି ଯାଆନ୍ତି । ଏହି ଅଭିନେତା ହଜାର ହଜାର ଲୋକଙ୍କ ମଧ୍ୟରେ ହଇଚଇ ସୃଷ୍ଟି କରିବା ପାଇଁ...

ମୃତ ଶିଶୁର ଚିକିତ୍ସା ପାଇଁ ଜିଲା ଚିକିତ୍ସାଳୟକୁ ପଠାଇଲେ ଡାକ୍ତର, ଆଉ ତା’ ପରେ…

ପାରଳାଖେମୁଣ୍ଡି,୨୯ା୧୨ (ଗିରିଧାରୀ ପରିଚ୍ଛା): ଗଜପତି ଜିଲାରେ ସ୍ବାସ୍ଥ୍ୟସେବା ବିଗିଡ଼ିବାରେ ଲାଗିଛି। ଜଣଙ୍କର ମୃତ୍ୟୁ ଘଟିଥିଲେ ସୁଦ୍ଧା ତାକୁ ଉଚ୍ଚ ଚିକିତ୍ସା ପାଇଁ ଡାକ୍ତର ଅନ୍ୟତ୍ର ସ୍ଥାନାନ୍ତର...

ଐତିହାସିକ ରେକର୍ଡସ୍ତରରେ ରୁପା ମୂଲ୍ୟ: ପ୍ରଥମଥର ଟପିଲା ୨.୫ ଲକ୍ଷ

ନୂଆଦିଲ୍ଲୀ,୨୯।୧୨:ବର୍ଷ ଶେଷ ହେବାର କିଛି ଦିନ ପୂର୍ବରୁ ରୁପା ମୂଲ୍ୟ ଇତିହାସ ସୃଷ୍ଟି କରିଛି। ଦେଶର ଫ୍ୟୁଚର୍ସ ବଜାରରେ ପ୍ରଥମ ଥର ପାଇଁ ରୂପା ମୂଲ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri