ଆର୍ୟନଙ୍କ ସହ ନଜର ଆସିଲେ ଅନନ୍ୟା

ମୁମ୍ବାଇ: ଆର୍ୟନ ଖାନ୍‌ଙ୍କୁ ତାଙ୍କର ଜଣେ ବନ୍ଧୁଙ୍କ ଘର ବାହାରେ ଦେଖିବାକୁ ମିଳିଛି। ବିଶେଷ କଥା ହେଉଛି ତାଙ୍କ ସହ ଅନନ୍ୟା ପାଣ୍ଡେଙ୍କୁ ମଧ୍ୟ ଦେଖିବାକୁ ମିଳିଛି। ଶାହରୁଖଙ୍କ ପୁଅ ଆର୍ୟନ ସୋସିଆଲ ମିଡିଆରେ ଚର୍ଚ୍ଚାରେ ରହିଥାନ୍ତି। ଡ୍ରଗ୍ସ ମାମଲାରେ ସେ ଜେଲରୁ ବାହାରିବା ପରଠାରୁ ସେ ତାଙ୍କର ଅଭିନୟ ଆରମ୍ଭ କରିଛନ୍ତି। ନିକଟରେ ଏକ ଇଭେଣ୍ଟରେ ସେ ତାଙ୍କର କିଛି ଖାସ୍‌ ବନ୍ଧୁ ଏବଂ ଅନନ୍ୟା ପାଣ୍ଡେଙ୍କୁ ଦେଖିବାକୁ ମିଳିଥିଲା।

ଗତ ବର୍ଷ ଡ୍ରଗ୍ସ ମାମଲାରେ ଆର୍ୟନ ଗିରଫ ହୋଇ ଜେଲ୍‌ ଯାଇଥିଲେ। ପରେ ଜାମିନରେ ଆସିଥିଲେ। ଶନିବାର ତାଙ୍କୁ ଏକ କାର୍ଯ୍ୟକ୍ରମରେ ଦେଖିବାକୁ ମିଳିଥିଲା। ତାଙ୍କ ସହ ତାଙ୍କ ପିଲାଦିନର ବନ୍ଧୁ ତଥା ଅଭିନେତ୍ରୀ ଅନନ୍ୟା ପାଣ୍ଡେ ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିବାର ନଜର ଆସିଥିଲେ। ସୋସିଆଲ ମିଡିଆରେ ଅନନ୍ୟା ଏବଂ ଆର୍ୟନଙ୍କ ଫଟୋ ଭାଇରାଲ ହେବାରେ ଲାଗିଛି।

ମାଧୁରୀ ଦୀକ୍ଷିତଙ୍କ ଫିଲ୍ମ ମଜା ମା’ର ସ୍କ୍ରିନିଂରେ ଦୁହେଁ ପରସ୍ପରକୁ ଅଣଦେଖା କରୁଥିବା ଦେଖିବାକୁ ମିଳିବ। ଏହାପୂର୍ବରୁ ଅନନ୍ୟା ପାଣ୍ଡେ କରଣ ଜୋହରଙ୍କ ଚାଟ୍‌ ଶୋ’ରେ ପ୍ରକାଶ କରିଥିଲେ ଯେ, ସେ ଆର୍ୟନଙ୍କୁ ପସନ୍ଦ କରନ୍ତି କିନ୍ତୁ ଉଭୟଙ୍କ ମଧ୍ୟରେ ସେମିତି କିଛି ସମ୍ପର୍କ ନାହିଁ। ଉଭୟ ମିଶି ଜଣେ ବନ୍ଧୁଙ୍କ ଘରକୁ ଯାଇଥିବାର ଦେଖିବାକୁ ମିଳିଛି। ଆର୍ୟନ ଏକ କଳା ଟି-ଶର୍ଟ ପିନ୍ଧିବା ସହ ଏକ ଜ୍ୟାକେଟ ବି ପିନ୍ଧିଥିଲେ। ସେହିପରି ଅନନ୍ୟା ପାଣ୍ଡେ ଏକ ଟପ୍‌ ସହ ଡେନିମ ଜିନ୍ସରେ ନଜର ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନରେ ବର୍ତ୍ତମାନ ସୁଦ୍ଧା ଏତିକି ଜଣ ଜୀବିତ ଅଛନ୍ତି ପରମାଣୁ ବୈଜ୍ଞାନିକ, ରିପୋର୍ଟରେ ପ୍ରକାଶ ପାଇଲା…

ତେହରାନ,୧୮ା୧୨: ୨୦୨୫ ବର୍ଷ ଇରାନ ପାଇଁ ଏକ ଝଟ୍‌କା ଥିଲା। ଗୋଟିଏ ପଟେ ଏହାର ତିନୋଟି ପ୍ରକ୍ସି ସଂଗଠନ (ହମାସ୍‌, ହିଜବୁଲ୍ଲା ଏବଂ ହୂତି) ଏହି...

ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ମହମ୍ମଦ ମୋକିମ, କହିଲେ ଖୁବ କମ୍ ଦିନ ଭିତରେ ନିଷ୍ପତ୍ତି ଜଣାଇବି

ଭୁବନେଶ୍ବର,୧୮ା୧୨: ପୂର୍ବତନ ବିଧାୟକ ମୋକିମଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ ଦିନକୁ ଦିନ ନୂଆନୂଆ ରାଜନୈତିକ ବୟାନବାଜି ସାମ୍ନାକୁ ଆସିଛି । କଂଗ୍ରେସର କେନ୍ଦ୍ରୀୟ ନେତା...

ରୋଗୀଙ୍କୁ ମିଳିବ ଉନ୍ନତ ସେବା

କେସିଙ୍ଗା,୧୮।୧୨(ତୁମେଶ୍ୱର ସାହୁ): ଜିଲା ସ୍ବାସ୍ଥ୍ୟ ସମିତି କଳାହାଣ୍ଡି ଆନୁକୁଲ୍ୟରେ ଏମ୍ସ ଭୁବନେଶ୍ୱର ଏବଂ ଦିଲ୍ଲୀ ଜହ୍ନ ହୋପକିନସ ୟୁନିଭର୍‌ ସିଟି(John Hopkins University) ଆନୁକୁଲ୍ୟରେ ସ୍ଥାନୀୟ...

IPL ୨୦୨୬: ମା’ ବିକିଥିଲେ ଗହଣା, ଖାଲିପେଟରେ ଶୋଇଥିଲେ ବାପା; ଏବେ ୧୪.୨୦ କୋଟିରେ କିଣିଲା CSK

ମୁମ୍ବାଇ,୧୮ା୧୨: ଆଇପିଏଲ୍ ୨୦୨୬ ନିଲାମରେ ଚେନ୍ନାଇ ସୁପର କିଙ୍ଗସ୍ (CSK) ଦ୍ୱାରା ୧୪.୨୦ କୋଟି ଟଙ୍କାରେ କିଣାଯାଇଥିବା ଯୁବ ୱିକେଟକିପର ବ୍ୟାଟର କାର୍ତ୍ତିକ ଶର୍ମାଙ୍କ ସଫଳତା...

ଆଦିବାସୀ ମହୋତ୍ସବ ‘ପରବ’ ଉଦ୍‌ଘାଟନ କରିବେ ମନ୍ତ୍ରୀ, ସୁରକ୍ଷା ପାଇଁ ୩୬ ପ୍ଲାଟୁନ ପୋଲିସ ମୁତୟନ

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଗୁରୁବାର ସନ୍ଧ୍ୟା ୬ଟାରେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ ପରବ ୨୦୨୫ର ଉଦ୍‌ଘାଟନ ହେବାକୁ ଯାଉଥିବାବେଳେ ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

‘ଆଗକୁ ବଢ଼ିବେ ଚାଷୀ, ସରକାରୀ ଯୋଜନାରେ ସାମିଲ ହୋଇ ହେବେ ଉପକୃତ’

ଭଞ୍ଜନଗର,୧୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପଡ଼ିଆରେ ଗୁରୁବାର ଉପଖଣ୍ଡସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ଉପଜିଲାପାଳ...

ନିତିନ ଗଡ଼କରୀଙ୍କୁ ଭେଟିଲେ ପ୍ରିୟଙ୍କା ଗାନ୍ଧୀ: ଆଲୋଚନାରେ ଉଠିଲା ‘ଭାଇ-ଭଉଣୀ’ କଥା

ନୂଆଦିଲ୍ଲୀ,୧୮ା୧୨: କେରଳର ବିକାଶମୂଳକ କାର୍ଯ୍ୟକୁ ନେଇ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀଙ୍କୁ ଭେଟିଛନ୍ତି ୱାୟାନାଡ୍ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭାଦ୍ରା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri