୩ ବିଜେଡି କର୍ମୀଙ୍କ ଘରେ ଆୟକର ବିଭାଗ କେନ୍ଦ୍ରୀୟ ଟିମ୍‌ର ଚଢ଼ାଉ

ପଦ୍ମପୁର,୨୮ା୧୧(ଡି.ଏନ୍‌.ଏ.): ବର୍ତ୍ତମାନ ପଦ୍ମପୁର ଉପନିର୍ବାଚନ ପାଇଁ ମାହୋଲ ସରଗରମ ଥିବା ବେଳେ ସୋମବାର ସକାଳୁ ପଦ୍ମପୁର ସହରରେ ରହୁଥିବା ତିନି ବିଜେଡି କର୍ମୀ ମହମ୍ମଦ ସାଜିଦ, ମାନଭଞ୍ଜନ ସାହୁ ଓ ଗଜୁ ଅଗ୍ରଓ୍ବାଲଙ୍କ ଘର ସମେତ ସେମାନଙ୍କ ବ୍ୟବସାୟିକ ପ୍ରତିଷ୍ଠାନ ଉପରେ  ଆୟକର ବିଭାଗ କେନ୍ଦ୍ରୀୟ ଟିମ୍‌ର ଚଢ଼ାଉ ପକ୍ଷରୁ ଚଢ଼ାଉ ଜାରି ରହିଛି। ବାହାରେ ଶସସ୍ତ୍ର ପୋଲିସ ବାହିନୀ ମୁତୟନ ରହିଛନ୍ତି। କେଉଁ କାରଣରୁ ଚଢ଼ାଉ କରାଯାଉଛି ତାହା ଜଣାପଡ଼ିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସବୁଠାରୁ ଗରିବ ପ୍ରାର୍ଥୀ, ପାଖରେ ଅଛି ଏତିକି ଟଙ୍କା, ଏଡିଆର ରିପୋର୍ଟରେ ଖୁଲାସା

ଭୁବନେଶ୍ୱର,୬।୫: ଓଡ଼ିଶାରେ ଆସନ୍ତା ୧୩ ତାରିଖରେ ହେବାକୁ ଥିବା ଲୋକ ସଭା ଓ ବିଧାନସଭା ନିର୍ବାଚନରେ ମୋଟ ୨୪୩ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ...

ଭୁବନେଶ୍ୱରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର

ଭୁବନେଶ୍ୱର,୬।୫: କାଳବୈଶାଖୀ ପବନ ଯୋଗୁ ଭୁବନେଶ୍ୱରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀ ନବୀନପଟ୍ଟନାୟକଙ୍କ ହେଲିକପ୍ଟର। ଯାହା ପରେ ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରକୁ ଝାରସୁଗୁଡ଼ା ନିଆଯାଇଛି। ସେଠାରେ ସୁରକ୍ଷିତ ଭାବେ...

ବିରଳ ଦୃଶ୍ୟ: ବଦ୍ରିଙ୍କ ହାତ ନେଇ ମୁଣ୍ଡରେ ରଖି ଆଶୀର୍ବାଦ ଲୋଡ଼ିଲେ ସୌମ୍ୟ

ହାଟଡିହୀ,୬ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଏବଂ ଘସିପୁରା ବିଧାନସଭା କ୍ଷେତ୍ର ପାଇଁ ହେଭିଓ୍ବେଟ୍‌ ନେତାମାନେ ନାମାଙ୍କନ ଦାଖଲ କରିଛନ୍ତି। ଘସିପୁରା ପାଇଁ ବିଜେଡି ବିଧାୟକ...

ଆଦୌ ପାଠ ପଢିନାହାନ୍ତି ୪ ପ୍ରାର୍ଥୀ, ରିପୋର୍ଟରେ ଖୁଲାସା

ଭୁବନେଶ୍ୱର,୬।୫: ଓଡ଼ିଶାରେ ଆସନ୍ତା ୧୩ ତାରିଖରେ ହେବାକୁ ଥିବା ଲୋକ ସଭା ଓ ବିଧାନସଭା ନିର୍ବାଚନରେ ମୋଟ ୨୪୩ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ...

୪ ଦିନ ଯାଏ ରାଜ୍ୟରେ କାଳବୈଶାଖୀ ବର୍ଷା! ଆଜି ପାଇଁ ୬ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୬।୫: ଆଜିଠୁ ରାଜ୍ୟବାସୀଙ୍କୁ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିପାରେ। ଏ ନେଇ ପୂବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ,...

କଂଗ୍ରେସ ଗଡ଼ରେ ବିଜେଡିର ରଣହୁଙ୍କାର: ଡବଲ ଶଙ୍ଖ ଚି଼ହ୍ନରେ ଭୋଟ ଦେବାକୁ ନିବେଦନ

ଦାରିଙ୍ଗବାଡି, ୬।୫ (ଅରୁଣ ସାହୁ ):କନ୍ଧମାକ ଜିଲା ଦାରିଙ୍ଗବାଡି ବ୍ଲକ ୧୧ ନଂ ଜିଲାପରିଷଦ ଜୋନ ଝିଞ୍ଜିରୀଗୁଡାରେ ସୋମବାର ବିଜେଡିର କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।...

ନାମାଙ୍କନ ବେଳେ ୨ ନେତା ଓ ସମର୍ଥକ ହାତାହାତି

ପୁରୀ,୬।୫: ପୁରୀ ଉପଜିଲ୍ଲାପାଳଙ୍କ ଅଫିସରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା। କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥ ଓ ଟିକେଟ କଟିଥିବା ସୁଜିତ୍ ମହାପାତ୍ର ହାତାହାତି ହୋଇଛନ୍ତି।...

ବଦ୍ରି, ଅଭିମନ୍ୟୁ, ଶମ୍ଭୁନାଥ, ସୌମ୍ୟଙ୍କ ନାମାଙ୍କନପତ୍ର ଦାଖଲ

ହାଟଡିହୀ/ସୋସୋ,୬ା୫(ଶୁଭକାନ୍ତ ନାୟକ/ସତ୍ୟବ୍ରତ ଜେନା): କେନ୍ଦୁଝର ଜିଲା ଘସିପୁରା ବିଧାନସଭା କ୍ଷେତ୍ର ପାଇଁ ବିଜେଡି ବିଧାୟକ ବଦ୍ରି ନାରାୟଣ ପାତ୍ର ଏବଂ ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri