Posted inଜାତୀୟ

ମୁଖ୍ୟମନ୍ତ୍ରୀଙ୍କ ଭଉଣୀଙ୍କୁ କାର୍‌ ସହ କ୍ରେନ୍‌ ସାହାଯ୍ୟରେ ଟାଣିନେଲା ପୋଲିସ

ହାଇଦ୍ରାବାଦ,୨୯।୧୧: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇଏସ୍‌ ଜଗନ ମୋହନ ରେଡ୍ଡୀଙ୍କ ଭଉଣୀ ଓ୍ବାଇଏସ୍‌ ଶର୍ମିଲାଙ୍କୁ ପୋଲିସ କାର ସହ କ୍ରେନ୍‌ ସାହାଯ୍ୟରେ ଉଠାଇ ନେଇଛି ପୋଲିସ। ଶର୍ମିଲାଙ୍କ ଓ୍ବାଇଏସଆର ତେଲେଙ୍ଗାନା ପାର୍ଟି ପକ୍ଷରୁ ଚନ୍ଦ୍ରଶେଖର ରାଓ ସରକାରଙ୍କ ବିରୋଧରେ ଏକ ପଦଯାତ୍ରା ଆରମ୍ଭ କରାଯାଇଥିଲା। ଏହି ସମୟରେ ଶର୍ମିଲାଙ୍କ ପୋଲିସ ଉଠାଇ ନେଇଥିଲା। ଏହି ଘଟଣାର ଭିଡିଓ ମଧ୍ୟ ଭାଇରାଲ ହୋଇଛି। ଏଥିରେ ସ୍ପଷ୍ଟ ଦେଖାଯାଉଛି ଯେ କାରଟିକୁ କ୍ରେନ ଦ୍ୱାରା ନିଆଯାଉଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ଭଉଣୀ ବସିଥିଲେ। ସେ ନିଜ କାରରୁ ଓହ୍ଲାଇ ନ ଥିଲେ।
ସୂଚନାଯୋଗ୍ୟ,ୱାରଙ୍ଗଲରେ ଶର୍ମିଲା ଦଳ ପକ୍ଷରୁ ଆୟୋଜିତ ବିକ୍ଷୋଭ ପ୍ରଦର୍ଶନରେ ଯୋଗ ଦେଇଥିଲେ। ଏହି ସମୟରେ ଶର୍ମିଲାଙ୍କ ସମର୍ଥକ ଓ କେସିଆରଙ୍କ ଟିଆରଏସ କର୍ମୀଙ୍କ ମଧ୍ୟରେ ସଂଘର୍ଷ ଘଟିଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି ରାଜରାସ୍ତାରେ ଥିବା ଶର୍ମିଲାଙ୍କ କାର୍‌କୁ କ୍ରେନ ସାହାଯ୍ୟରେ ଉଠାଇ ନେଇଥିଲା। ଏହି ସମୟରେ ସେ କାର୍‌ରେ ଥିଲେ। ପୋଲିସ କ୍ରେନ ସାହାଯ୍ୟରେ ତାଙ୍କୁ ଉଠାଇ ନେଇଥିଲା। ଶର୍ମିଲାଙ୍କ ସହ ଏପରି ଘଟଣାକୁ ତାଙ୍କ ସମର୍ଥକମାନେ ବିରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri