Posted inଜାତୀୟ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୬ ମୃତ, ୧୫ ଆହତ

ଲକ୍ଷ୍ନୌ,୩୦।୧୧: ଉତ୍ତରପ୍ରସେଶ ବାହାରାଇଚର ତପ୍ପେଠାରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୫ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ଦୁର୍ଘଟଣାର କାରଣ ଏ ପର୍ଯ୍ୟନ୍ତ ଜଣାପଡିନାହିଁ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅତିରିକ୍ତ ତହସିଲଦାରଙ୍କ ଅମାପ ସମ୍ପତ୍ତି: ଘରୁ ମିଳିଲା ଲକ୍ଷ ଲକ୍ଷ ଟଙ୍କା ସାଙ୍ଗକୁ ସୁନା, ଦେଖିକି ଭିଜିଲାନ୍ସ ତାଜୁବ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): କଟକ ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ କଟକ ଭିଜିଲାନ୍ସ ସେଲ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ...

ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ନୂଆ ଟୁଇଷ୍ଟ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ଅର୍ପିତା କଲେ…

ଭୁବନେଶ୍ୱର,୩୦।୧୨: ହ୍ୟୁମାନ ସାଗର ମୃତ୍ୟୁ ମାମଲା ଥମିବାର ନାଁ ଧରୁନାହିଁ। ଏହି ସମୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ହାଇକୋର୍ଟଙ୍କ...

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

ମଥୁରାନଗରୀକୁ ଆସୁଛନ୍ତି ମୁଖ୍ୟମନ୍ତ୍ରୀ, ଏହି ସମୟରେ ଦେଖିବେ ଧନୁଯାତ୍ରା ମହୋତ୍ସବ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ ଧନୁଯାତ୍ରା ମହୋତ୍ସବରେ ମଥୁରାନଗରୀ ଉଠୁଛି ଓ ପଡୁଛି। କଂସ ମହାରାଜଙ୍କ ଅତ୍ୟାଚାରରେ ସମଗ୍ର ମଥୁରା ନଗରୀ ଥରହର...

ଥାନାରେ ପହଞ୍ଚି ନିଶା ବେପାରୀଙ୍କୁ ଦଣ୍ଡ ଦେଲେ କଂସ ମହାରାଜ: କାନ ଧରି ଉଠ ବସ ହେଲେ…

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

PEOଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ହାଟଡିହୀ/ବଞ୍ଚୋ,୩୦।୧୨(ଶୁଭକାନ୍ତ ନାୟକ/ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବଞ୍ଚୋ ପିଇଓ ଜିତେନ୍ଦ୍ର ଜେନାଙ୍କ ବସନ୍ତିଆସ୍ଥିତ ଘର ଓ ପତ୍ନୀଙ୍କ ନାମରେ ଥିବା...

ବଡ଼ ଭବିଷ୍ୟବାଣୀ କଲେ ଶାହା: ‘୨୦୨୬ରେ ପଶ୍ଚିମବଙ୍ଗରେ ବିପୁଳ ବହୁମତ ସହିତ ସରକାର ଗଢିବ ଭାଜପା’

ନୂଆଦିଲ୍ଲୀ,୩୦।୧୨: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କୋଲକାତାରେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଏହି ସମୟରେସେ କହିଛନ୍ତି ଯେ ଏହି ଦିନଟି ସମସ୍ତ ଭାରତୀୟଙ୍କ...

8th Pay Commission: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ଜାନୁଆରୀ ୧ରୁ ବୃଦ୍ଧି ପାଇବ ଦରମା, ପେନସନ! ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୩୦।୧୨: ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ଏହି ସପ୍ତାହ ୨୦୨୬ର ଆରମ୍ଭ। ଏହି ବର୍ଷ ଅନେକ ଦିଗରେ ଅନେକ ପରିବର୍ତ୍ତନ ଆଣିଛି। କେନ୍ଦ୍ର ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri