‘କାହା ଟଙ୍କା ଧରାପଡ଼ିବା ଭୟରେ ଡରୁଛି ଭାଜପା’

ଭୁବନେଶ୍ବର, ୩୦।୧୧(ବ୍ୟୁରୋ): ସୋମବାର ସାରେ ପଦ୍ମପୁର ଜଗଦମ୍ବା କ୍ଲଥ୍‌ ଷ୍ଟୋରରେ ଜିଏସ୍‌ଟି ଚଢ଼ାଉ ସମୟରେ ଭାଜପାର ୩ ଜଣ ନେତା ଠାକୁର ରଣଜିତ ଦାସ, ପିଙ୍କି ପ୍ରଧାନ ଏବଂ କାଳନ୍ଦୀ ସାମଲ ଜାଣିଶୁଣି ଗଣ୍ଡଗୋଳ ଭିଆଇଥିବା ଅଭିଯୋଗ ଆଣିଛି ବିଜେଡି। ଏହି ମର୍ମରେ ବିଜେଡିର ଏକ ପ୍ରତିନିଧି ଦଳ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଫେରାଦ ହୋଇ ଉକ୍ତ ୩ଭାଜପା ନେତାଙ୍କୁ ପଦ୍ମପୁରରୁ ତଡ଼ିପାର କରିବା ସହ ସେମାନଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନେବା ଲାଗି ଦାବି କରାଯାଇଛି। ସେହିପରି ପଦ୍ମପୁରରେ ସର୍ଭେଲାନ୍ସ ବଢ଼ାଇବାକୁ ବିଜେଡି ଦାବି କରିଛି। ବିଜେଡି ପକ୍ଷରୁ କୁହାଯାଇଛି, ଜିଏସ୍‌ଟି ଟିମ୍‌ର ଜଣେ ମହିଳା ଅଧିକାରୀଙ୍କୁ ଗୋଡ଼େଇ ଗୋଡ଼େଇ ଆକ୍ରମଣ କରିବା ସହ ଭାଜପା କର୍ମୀମାନେ ଗାଡ଼ି ପୋଡ଼ିଛନ୍ତି। କାହା ଟଙ୍କା ଧରାପଡ଼ିବା ଭୟରେ ଭାଜପା ଏଭଳି କାଣ୍ଡ କରିଛି ବୋଲି ବିଜେଡି ପ୍ରଶ୍ନ କରିଛି। କେଉଁ କେନ୍ଦ୍ରମନ୍ତ୍ରୀଙ୍କ ଟଙ୍କା ଧରାପଡ଼ିବାର ଭୟ ରହିଥିଲା। ଭାଜପା ଏସବୁ ପ୍ରଶ୍ନର ଉତ୍ତରଦେବା ଦରକାର ବୋଲି ବିଜେଡି କହିଛି। ସେହିପରି ଭାଜପା ନେତା ଦିଲୀପ କୁମାର ସେନାପତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ଶାସକ ଦଳ ଦାବି କରିଛି। ସେ ବିଜେଡି କର୍ମୀଙ୍କୁ ଶାରୀରିକ ନିର୍ଯାତନା ଦେବା ସହିତ ପଦ୍ମପୁରରେ ଭୋଟରଙ୍କୁ ଟଙ୍କା ବାଣ୍ଟୁଥିବାର ବିଜେଡି ଅଭିଯୋଗ ଆଣିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରୀରେ ଦେବାଶିଷ ନାୟକ ହେଲେ କଂଗ୍ରେସ ପ୍ରାର୍ଥୀ

ଭୁବନେଶ୍ୱର, ୫।୫: ରବିବାର ପାଞ୍ଚ ବିଧାନସଭା ଆସନରେ ପ୍ରାର୍ଥୀ ବଦଳିଛି କଂଗ୍ରେସ। ବରୀରେ ଆରତୀ ଦେଓଙ୍କ ସ୍ଥାନରେ ଦେବାଶିଷ ନାୟକଙ୍କୁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ।...

ନୀଳଗିରି ଆସନ ଲାଗି ପ୍ରାର୍ଥୀ ଘୋଷଣା, କଂଗ୍ରେସରୁ ଏହି ବରିଷ୍ଠ ନେତା ପାଇଲେ ଟିକେଟ୍‌…

ଭୁବନେଶ୍ୱର,୫।୫: ନୀଳଗିରି ବିଧାନସଭା ଆସନ ଲାଗି କଂଗ୍ରେସ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କୁ ଦଳ ପ୍ରାର୍ଥୀ କରିଛି। ୧୯୮୦ ଏବଂ...

ଭାଜପା ଟାର୍ଗେଟରେ ଓଡ଼ିଶା: ୮ରେ ଆସିବେ ରାଜନାଥ ସିଂ, ୧୨ରେ ଶାହା

ଭୁବନେଶ୍ୱର, ୫।୫: ଓଡ଼ିଶାରେ ସରକାର ଗଠନ କରିବା ଲକ୍ଷ୍ୟରେ ପୁରା ଜୋର ଲଗାଉଛନ୍ତି ଭାଜପା ନେତା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

୫ ବିଧାନସଭା ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୫।୫: ୫ ଆସନରେ ପ୍ରାର୍ଥୀ ବଦଳାଇଛି କଂଗ୍ରେସ। ଜଳେଶ୍ୱର, ବରୀ, ଆଠମଲ୍ଲିକ, ଆଠଗଡ ଓ ପୁରୀରେ କଂଗ୍ରେସ ନିଜର ପ୍ରାର୍ଥୀ ଅଦଳବଦଳ କରିଛି। ଜଳେଶ୍ୱରରେ ସୁଦର୍ଶନ...

ପାରାଦୀପରେ ସୁନାମି ସମ୍ଭାବନା, ଡାକବାଜି ଯନ୍ତ୍ର ଯୋଗେ ସତର୍କ କରାଇଲା ମତ୍ସବିଭାଗ

ପାରାଦୀପ,୫।୫(ଶରତ ରାଉତ): ସମ୍ପ୍ରତି ବଙ୍ଗୋପସାଗରରେ ସମୁଦ୍ର ଅଶାନ୍ତ ହୋଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ୫ରୁ ଆସନ୍ତା ୮ ତାରିଖ ମଧ୍ୟରେ ସମୁଦ୍ରରେ ୦.୨ ମିଟରରୁ...

ବୌଦ୍ଧରେ ପାଣ୍ଡିଆନଙ୍କ ମାରାଥନ ପ୍ରଚାର, କହିଲେ-‘ନିର୍ବାଚନ ଆସିଲେ ବିରୋଧୀ ଟୁରିଷ୍ଟ ଭଳି ଆସିବେ’

ବୌଦ୍ଧ, ୫।୫ ( ଅଜିତ କୁମାର ବାରିକ): ସାଧାରଣ ନିର୍ବାଚନ ପାଇଁ ବୌଦ୍ଧ ଜିଲାରେ ତ୍ରିମୁଖି ଲଢାଇ ହେବାକୁ ଯାଉଥିବା ବେଳେ ରବିବାର ୫ଟି ଅଧକ୍ଷ୍ୟ...

ଆଗାମୀ ୨୫ବର୍ଷର ଯାତ୍ରା ସ୍ଥିର କରିବୁ, ଏମିତି କାହିଁକି କହିଲେ ଜୟଶଙ୍କର

କଟକ,୫।୫: କଟକରେ ପହଞ୍ଚିଛନ୍ତି ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର। ସେଠାରେ ସେ ବୁଦ୍ଧିଜୀବୀଙ୍କ ସମ୍ମିଳନୀରେ ଉଦବୋଧନ ଦେଇଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ପାଇଁ ଆମକୁ...

ମାଡି ଆସୁଛି ଝଡ଼ ବର୍ଷା, ଆଲର୍ଟ କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୫।୫: ୨ ଦିନ ପ୍ରବଳ ଝଡ଼ ବର୍ଷା ନେଇ ଆଲର୍ଟ କରିଛି ପାଣିପାଗ ବିଭାଗ। ଉତ୍ତର ଓଡ଼ିଶା ଉପକୂଳରେ ଝଡ଼ ବର୍ଷା ନେଇ ସତର୍କତା ଜାରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri