ବଢ଼ିଲା ଉତ୍ତେଜନା: ଦକ୍ଷିଣ କୋରିଆ ବାୟୁ ସୀମାରେ ଚାଇନା-ରୁଷିଆ ଯୁଦ୍ଧ ବିମାନ…

ସିଓଲ,୩୦।୧୧ : ଦକ୍ଷିଣ କୋରିଆ, ଚାଇନା ଏବଂ ରୁଷିଆ ମଧ୍ୟରେ ତିକ୍ତତା ବୃଦ୍ଧି ପାଇବାର ଆଶଙ୍କା ସୃଷ୍ଟି ହୋଇଛି। ଖବର ମୁତାବକ ଚାଇନା ଏବଂ ରୁଷିଆର ଯୁଦ୍ଧ ବିମାନ ଦକ୍ଷିଣ କୋରିଆର ବାୟୁ ପ୍ରତିରକ୍ଷା ଜୋନରେ ପ୍ରବେଶ କରିଛି।

ଦକ୍ଷିଣ କୋରିଆର ୟୋନହାପ ନ୍ୟୁଜ ଏଜେନ୍ସି କହିଛି ଯେ ଦୁଇଟି ଚାଇନା ଏବଂ ରୁଷିଆର ଯୁଦ୍ଧ ବିମାନ ପୂର୍ବ ସୂଚନା ବିନା ଦକ୍ଷିଣ କୋରିଆର ବାୟୁସୀମାରେ ପ୍ରବେଶ କରିଛି।

ସିଓଲର ଯୁଗ୍ମ ମୁଖ୍ୟମାନେ କହିଛନ୍ତି ଯେ ଚାଇନାର ଏଚ-୬ ବୋମା ବିସ୍ଫୋରଣକାରୀ ବିମାନ ଭୋର ୫ଟା ୫୦ରେ ଦକ୍ଷିଣ ଏବଂ ଉତ୍ତର ପୂର୍ବ ଉପକୂଳରୁ ବାୟୁ ପ୍ରତିରକ୍ଷା ଜୋନ ଭିତରକୁ ପ୍ରବେଶ କରି ବାହାରକୁ ଯାଇଥିଲେ। କିଛି ଘଣ୍ଟା ପରେ ଏହି ବିମାନଗୁଡ଼ିକ ଜାପାନ ସାଗରରୁ ପୁନର୍ବାର ବାୟୁ ପ୍ରତିରକ୍ଷା ଜୋନରେ ପ୍ରବେଶ କରିଥିଲେ ବୋଲି ସେ କହିଛନ୍ତି। ଏଥିମଧ୍ୟରେ ଟିୟୁ-୯୫ ବୋମା ବିସ୍ଫୋରଣକାରୀ ଏବଂ ଏସୟୁ-୩୫ ଯୁଦ୍ଧ ବିମାନ ସମେତ ରୁଷିଆର ଯୁଦ୍ଧ ବିମାନ ସାମିଲ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଇଡେନଙ୍କ ଉପରେ ଏମିତି ଅଭିଯୋଗ ଆଣିଲେ ଟ୍ରମ୍ପ

ଓ୍ବାଶିଂଟନ,୬ା୫: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ସମ୍ପର୍କରେ ପ୍ରାର୍ଥୀଙ୍କ ମଧ୍ୟରେ କଥାବାର୍ତ୍ତା ତୀବ୍ର ହୋଇଛି। ଏହି କ୍ରମରେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ବିବୃତ୍ତି ସାମ୍ନାକୁ...

ପୁଣି ଇସ୍ରାଏଲ ଉପରେ ମିଶାଇଲ୍‌ ମାଡ କଲା ହମାସ

ଜେରୁଜେଲମ,୬।୫: ଗତ ସାତ ମାସ ଧରି ହମାସ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧ ଚାଲିଛି। ହମାସକୁ ହଟାଇବା ପାଇଁ ଇସ୍ରାଏଲର ସଂକଳ୍ପ ଗାଜା ଅଞ୍ଚଳର ଲୋକଙ୍କ...

‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ପରଲୋକ

ଲସ ଆଞ୍ଜେଲସ,୫।୫: ହଲିଉଡରୁ ଏକ ଦୁଃଖଦ ଖବର ଆସିଛି। ସୁପରହିଟ ଫିଲ୍ମ ‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ଦେହାନ୍ତ ହୋଇଛି। ବର୍ନାର୍ଡଙ୍କ ମୃତ୍ୟୁ ଖବର...

ବ୍ୟାନ ହେଲା ଅଲ ଜଜିରା, ନେତାନ୍ୟାହୁ କହିଲେ ଉସକାଇବା ଚ୍ୟାନେଲ

ଜେରୁଜେଲମ,୫।୫: ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ରବିବାର (୫ ମଇ ୨୦୨୪) ଇସ୍ରାଏଲର ଅଲ ଜଜିରା ଟେଲିଭିଜନ ଚ୍ୟାନେଲ ଉପରେ ପ୍ରତିବନ୍ଧକ ଘୋଷଣା କରିଛନ୍ତି। ସେ...

ମୋଷ୍ଟ ଓ୍ବାଣ୍ଟେଡ ତାଲିକାରେ ୟୁକ୍ରେନ ରାଷ୍ଟ୍ରପତି, ଆଉ କିଛି ଦେଶର ନେତାଙ୍କର ରହିଛି ନାଁ!

ମସ୍କୋ,୫।୫: ରୁଷିଆ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡେମିର ଜେଲେନସ୍କିଙ୍କ ବିରୋଧରେ ଅପରାଧିକ ମାମଲା ରୁଜୁ କରି ତାଙ୍କୁ ଓ୍ବାଣ୍ଟେଡ ତାଲିକାରେ ରଖିଛି। ଏ ବାବଦରେ ଆଉ କୌଣସି...

ବ୍ରାଜିଲରେ ଭୟଙ୍କର ବନ୍ୟା, ୫୬ ମୃତ

ବ୍ରାଜିଲ,୫।୫: ତାଣ୍ଡବ ରଚିଲା ପ୍ରକୃତି। ବ୍ରାଜିଲରେ ଦେଖାଯାଇଛି ଭୟଙ୍କର ବନ୍ୟା । ଦକ୍ଷିଣ ଆଫ୍ରିକାରେ ପ୍ରବଳ ବର୍ଷା କାରଣରୁ ଭୟଙ୍କର ବନ୍ୟା ସୃଷ୍ଟି ହୋଇଛି ।...

୧୭ ରୋଗୀଙ୍କୁ ମାରିଥିବା ନର୍ସଙ୍କୁ ୭୦୦ ବର୍ଷ ଜେଲ

ଓ୍ବାଶିଂଟନ,୫ା୫: ୧୭ ଜଣ ରୋଗୀଙ୍କୁ ମାରିଥିବା ଆମେରିକା ପେନ୍‌ସିଲଭାନିଆର ଜଣେ ନର୍ସଙ୍କୁ ଶନିବାର ୩୮୦ରୁ ୭୦୦ ବର୍ଷ ଜେଲଦଣ୍ଡ ହୋଇଛି। ହିଥର ପ୍ରେସ୍‌ଦି (୪୧) ନାମ୍ନୀ...

ଯୋଗକୁ ଆପଣାଇଲା ପାକିସ୍ତାନ

ଇସ୍‌ଲାମାବାଦ,୫ା୫ପ୍ରାଚୀନ ଭାରତୀୟ ଶାରୀରିକ, ମାନସିକ ତଥା ଆଧ୍ୟାତ୍ମିକ ଅଭ୍ୟାସ ‘ଯୋଗ’ ବିଶ୍ୱର ଅଧିକାଂଶ ଦେଶରେ ଆଦୃତ ହୋଇଥିବାବେଳେ ଏବେ ପଡ଼ୋଶୀ ଦେଶ ପାକିସ୍ତାନରେ ଏହା ଆନୁଷ୍ଠାନିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri