କଟକ ଅଫିସ,୩୦।୧୧: ସରିଲା ମାଟ୍ରିକ୍ ସମ୍ମେଟିଭ ୧ ପରୀକ୍ଷା। ଡିସେମ୍ବର ୯ରୁ ଖାତା ଦେଖା ଆରମ୍ଭ ହେବ। ମୋଟ ୫୬ଟି କେନ୍ଦ୍ରରେ ହେବ ଖାତା ମୂଲ୍ୟାୟନ। ସକାଳ ୯ଟାରୁ ସନ୍ଧ୍ୟା ୫ଟା ଯାଏ ଖାତା ଦେଖା ଚାଲିବ। ଏହି ଖାତା ଦେଖାରେ ୧୨୪୫୦ ଜଣ ଶିକ୍ଷକ ନିୟୋଜିତ ହେବେ।
କଟକ ଅଫିସ,୩୦।୧୧: ସରିଲା ମାଟ୍ରିକ୍ ସମ୍ମେଟିଭ ୧ ପରୀକ୍ଷା। ଡିସେମ୍ବର ୯ରୁ ଖାତା ଦେଖା ଆରମ୍ଭ ହେବ। ମୋଟ ୫୬ଟି କେନ୍ଦ୍ରରେ ହେବ ଖାତା ମୂଲ୍ୟାୟନ। ସକାଳ ୯ଟାରୁ ସନ୍ଧ୍ୟା ୫ଟା ଯାଏ ଖାତା ଦେଖା ଚାଲିବ। ଏହି ଖାତା ଦେଖାରେ ୧୨୪୫୦ ଜଣ ଶିକ୍ଷକ ନିୟୋଜିତ ହେବେ।
ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...
ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...
ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...
ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...
ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...
ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...
ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ ମଙ୍ଗଳବାର ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ପହଞ୍ଚି...
ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...
