ଚାଇନାର ପୂର୍ବତନ ରାଷ୍ଟ୍ରପତି ଜିଆଙ୍ଗ ଜେମିନଙ୍କ ପରଲୋକ…

ବେଜିଂ,୩୦।୧୧ : ଚାଇନାର ପୂର୍ବତନ ରାଷ୍ଟ୍ରପତି ଜିଆଙ୍ଗ ଜେମିନଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୬ ବର୍ଷ ହୋଇଥିଲା। ଚାଇନାର ରାଜ୍ୟ ଗଣମାଧ୍ୟମ ଅନୁଯାୟୀ ସେ ଲ୍ୟୁକେମିଆ ରୋଗରେ ପୀଡିତ ଥିଲେ। ଏହି କାରଣରୁ ତାଙ୍କ ଶରୀରର ଅନେକ ଅଙ୍ଗ କାମ କରିବା ବନ୍ଦ କରିଦେଇଥିଲା।

ଜିଆଙ୍ଗ ଜେମିନ ୧୯୮୯ ତିଆନମେନ ସ୍କୋୟାର ହତ୍ୟାକାଣ୍ଡ ପରେ ଚାଇନା ନେତୃତ୍ୱ ନେବାକୁ ମନୋନୀତ ହୋଇଥିଲେ। ସେ ପ୍ରାୟ ଏକ ଦଶନ୍ଧି ଧରି ଶାସନ କରିଥିଲେ। ଜିଆଙ୍ଗଙ୍କ ଶାସନ କାଳରେ ତିଆନମାନ ସ୍କୋୟାର ବିରୋଧ ପରେ ଚାଇନାରେ କୌଣସି ବଡ଼ ପ୍ରଦର୍ଶନ ହୋଇ ନ ଥିଲା।

ଯେତେବେଳେ ସେ ୧୯୮୯ ରେ କାର୍ଯ୍ୟଭାର ଗ୍ରହଣ କଲେ, ଚାଇନେ ଅର୍ଥନୈତିକ ଆଧୁନିକୀକରଣର ପ୍ରାରମ୍ଭିକ ପର୍ଯ୍ୟାୟରେ ଥିଲା। କିନ୍ତୁ ଜିଆଙ୍ଗ ୨୦୦୩ ରେ ରାଷ୍ଟ୍ରପତି ପଦରୁ ଅବସର ନେବା ବେଳକୁ ଚାଇନା ବିଶ୍ୱ ବାଣିଜ୍ୟ ସଂଗଠନର ସଦସ୍ୟ ହୋଇପାରିଥିଲା। ବ୍ରିଟେନ ହଂକଂକୁ ହସ୍ତାନ୍ତର କରିଥିଲା, ବେଜିଂ ୨୦୦୮ ଅଲିମ୍ପିକ୍ସ ସୁରକ୍ଷିତ କରିଥିଲା ଏବଂ ଦେଶ ସୁପର ପାୱାର ମାନ୍ୟତା ପାଇବାକୁ ଯାଉଥିଲା।

୧୯୯୬ ମସିହାରେ ରାଷ୍ଟ୍ରପତି ଜିଆଙ୍ଗ ଜେମିନ କଶ୍ମୀର ପ୍ରସଙ୍ଗକୁ ନେଇ ପାକିସ୍ତାନୀ ସଂସଦକୁ ଦେଇଥିବା ସମ୍ବୋଧନରେ କହିଥିଲେ ଯେ ଯଦି କିଛି ସମସ୍ୟାର ସମାଧାନ ହୋଇପାରିବ ନାହିଁ, ତେବେ ସେମାନଙ୍କୁ କୋଲ୍ଡବ୍ୟାଗରେ ରଖାଯିବା ଉଚିତ। ଏହା ଦୁଇ ଦେଶ ମଧ୍ୟରେ ସାଧାରଣ ସମ୍ପର୍କର ପଥରେ ଆଗକୁ ବଢ଼ାଇ ପାରିବ। ତେବେ ଏହାକୁ ପାକିସ୍ତାନ ବିରୋଧ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri