‘ଆମ ବ୍ୟକ୍ତିଗତ ଜୀବନ ସହ ଖେଳ ନାହିଁ’

ମୁମ୍ବାଇ: କିଛିିଦିନ ହେବ ଖବର ଶୁଣିବାକୁ ମିଳୁଛି ଅଭିନେତ୍ରୀ ମଲାଇକା ଅରୋରା ଏବଂ ଅର୍ଜୁନ କପୁର ମା’-ବାପା ହେବାକୁ ଯାଉଛନ୍ତି। ଏହି ଖବର ଚାରିଆଡ଼େ ଚର୍ଚ୍ଚା। କିନ୍ତୁ ଅର୍ଜୁନ କପୁର ଏହାକୁ ନେଇ ପ୍ରଚଣ୍ଡ ରାଗି ଯାଇଛନ୍ତି। ଯାହାର ଜବାବ ଅର୍ଜୁନ ତାଙ୍କ ଇନ୍‌ଷ୍ଟାଗ୍ରାମରେ ଦେଇଛନ୍ତି।

ଅର୍ଜୁନ ମଲାଇକାଙ୍କ ପ୍ରେଗ୍ନାନ୍ସି ଖବରର ସ୍କ୍ରିନଶର୍ଟ ଶେୟାର କରି ଲମ୍ବାଚୌଡ଼ା ଏସ୍‌ଏମ୍‌ଏସ୍‌ ଲେଖିଛନ୍ତି। ଅଭିନେତା ସମ୍ପୃକ୍ତ ଓ୍ବେବ୍‌ସାଇଟ୍‌କୁ ଟ୍ୟାଗ କରି କହିଛନ୍ତି, ‘କେତେ ଦାୟିତ୍ୱହୀନତା ଭାବେ ଏଭଳି ଖବର ପ୍ରକାଶ କରି ଦିଆଯାଇଛି।

ଏହି ରିପୋର୍ଟରେ ମଲାଇକା ଗର୍ଭବତୀ ଥିବା କୁହାଯାଇଥିଲା। ମଲାଇକା ଓ ଅର୍ଜୁନ ଅକ୍ଟୋବରରେ ଲଣ୍ଡନ ଯାଇଥିଲେ, ଯେଉଁଠି ଉଭୟ ନିଜର ଜଣେ ଅନ୍ତରଙ୍ଗ ବନ୍ଧୁଙ୍କୁ ପ୍ରେଗ୍ନାନ୍ସି ସମ୍ପର୍କରେ ଜଣାଇଥିଲେ। ଏବେ ଅର୍ଜୁନ ଏହି ରିପୋର୍ଟ ଉପରେ କହିଛନ୍ତି, ସେ ପ୍ରାୟତଃ ଏହି ପ୍ରକାରର ଫେକ୍‌ ଆର୍ଟିକିଲ୍ସକୁ ଅଣଦେଖା କରନ୍ତି। କାରଣ କିଛି ଖବରଦାତା ଏପରି ମିଥ୍ୟା ଖବର ପ୍ରକାଶ କରନ୍ତି। କୌଣସି ସତ୍ୟତା ନ ଜାଣି।

ଅର୍ଜୁନ ଶେଷରେ ଲେଖିଛନ୍ତି, ‘ଆମ ବ୍ୟକ୍ତିଗତ ଜୀବନ ସହ ଖେଳିବାକୁ ସାହସ କରନାହିଁ’। ଅର୍ଜୁନଙ୍କ ଏଭଳି ପ୍ରତିକ୍ରିୟା ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଛି। ଅନ୍ୟପକ୍ଷରେ ଯେଉଁ ଓ୍ବେବ୍‌ସାଇଟ୍‌ରେ ଏପରି ଖବର ପ୍ରକାଶ ପାଇଥିଲା ସେଥିରୁ ତାହା ଡିଲିଟ୍‌ କରିଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri