ଆଫଗାନିସ୍ତାନ ଲୋକଙ୍କୁ ରୋଜଗାର ଯୋଗାଇବ ଭାରତ

କାବୁଲ,୧ା୧୨: ଆଫଗାନିସ୍ତାନର ଲୋକଙ୍କୁ ସାହାଯ୍ୟ କରିବାକୁ ଭାରତ ପୁଣି ଥରେ ଆଗଭର ହୋଇଛି। ତାଲିବାନ ସରକାର କହିଛନ୍ତି, ଯୁଦ୍ଧ ଦ୍ୱାରା ପ୍ରଭାବିତ ଦେଶର ଅନେକ ପ୍ରଦେଶରେ ଅତି କମ୍‌ରେ ୨୦ଟି ଅଟକି ରହିଥିବା ପ୍ରକଳ୍ପ ଉପରେ ଭାରତ କାର୍ଯ୍ୟ ଆରମ୍ଭ କରିବ। ଆଫଗାନିସ୍ତାନର ନଗର ଉନ୍ନୟନ ଓ ଗୃହ ମନ୍ତ୍ରଣାଳୟ (MUDH) ପକ୍ଷରୁ ଏହା କୁହାଯାଇଛି।

ଅର୍ଥନୀତିଜ୍ଞ କହିଛନ୍ତି, ଏହି ପଦକ୍ଷେପ ଆଫଗାନିସ୍ତାନରେ ନିଯୁକ୍ତି ସୁଯୋଗ ବୃଦ୍ଧି କରିବ ଏବଂ ବିକାଶକୁ ତ୍ୱରାନ୍ବିତ କରିବ। ଏହା ବ୍ୟତୀତ ଆଫଗାନିସ୍ତାନକୁ ରାଜନୈତିକ ବିଚ୍ଛିନ୍ନତାରୁ ମଧ୍ୟ ବାହାରକୁ ଆଣିପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ବିଦେଶୀ ମଦ କାରାଖାନା ଠାବ, ନାମୀଦାମୀ କମ୍ପାନୀର ନକଲି ମଦ ଜବତ

କୋଟପାଡ଼ (ରାଜଶେଖର ),୨୯ା୧୨: କୋରାପୁଟ ଜିଲା କୋଟପାଡ଼ ଅଞ୍ଚଳରୁ ବିପୁଳ ପରିମାଣରେ ନକଲି ମଦ ଜବତ ହୋଇଛି । ରବିବାର ରାତିରେ ଅବକାରୀ ବିଭାଗ କର୍ମଚାରୀ...

ପୁଣି ବଦ୍ରି ପାତ୍ରଙ୍କ ବିସ୍ଫୋରଣ, ନବୀନ ପ୍ରଚାରକୁ ଗଲେ ନାହିଁ ବୋଲି ବିଜେଡି….

ଭୁବନେଶ୍ୱର,୨୯ା୧୨: ପୁଣି ଅସନ୍ତୋଷ ଝାଡିଲେ ବରିଷ୍ଠ ବିଜେଡି ବିଧାୟକ ବଦ୍ରିନାରାୟଣ ପାତ୍ର । ନାଁ ନ ନେଇ ‘ପାଣ୍ଡିଆନ ଆଣ୍ଡ୍‌ କୋ’କୁ ଟାର୍ଗେଟ୍‌ କରିଛନ୍ତି । କାହିଁକି...

ଆହୁରି ୩ ଦିନ ଶୀତରେ ଥରିବେ ରାଜ୍ୟବାସୀ, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୯ା୧୨: ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ...

ମା’ ସୁରେଶ୍ଵରୀଙ୍କ ଐତିହାସିକ ଘାଟ ଯାତ୍ରାରେ ଜନସମାଗମ, ବଳି ଦେଲେ ମାନସିକ ପୂରଣ ହୋଇଥିବା ବ୍ୟକ୍ତି

ରିଷିଡା ୨୯/୧୨(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା କେଉଁଟ କୈବର୍ତ୍ତ ଆଞ୍ଚଳିକ ସମାଜ ତରଫରୁ ତେରେସିଂହା ଆମପାଲି ନଦୀ ଘାଟ ଠାରେ ଐତିହାସିକ...

ମୋଦିଙ୍କୁ ପ୍ରଶଂସା କରି ଫସିଲେ ଦିଗବିଜୟ: କଂଗ୍ରେସରେ ହଲଚଲ

ନୂଆଦିଲ୍ଲୀ,୨୯।୧୨: କଂଗ୍ରେସ କାର୍ଯ୍ୟକାରିଣୀ ବୈଠକ ପୂର୍ବରୁ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ ଭାଜପା ଏବଂ ଆରଏସଏସର ସାଂଗଠନିକ ଶକ୍ତିକୁ ପ୍ରଶଂସା କରି ଦଳ ପାଇଁ...

ଆରାବଳି ମାମଲା: ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ନୂଆଦିଲ୍ଲୀ,୨୯ା୧୨: ଆରାବଳି ମାମଲା ରାୟ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। ନଭେମ୍ବର ୨୦ ରାୟ ଉପରେ ଏହି ରହିତାଦେଶ ଦେଇଛନ୍ତି ମାନ୍ୟବର କୋର୍ଟ। ପରିବେଶବିତ୍‌ଙ୍କୁ...

ନର୍ସିଂହୋମରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୧୬ ଜଣ ବୃଦ୍ଧାବୃଦ୍ଧ

ନୂଆଦିଲ୍ଲୀ,୨୯।୧୨: ଇଣ୍ଡୋନେସିଆର ଏକ ନର୍ସିଂହୋମରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି, ଯେଉଁଥିରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଖବରପାଇ...

ଆକ୍ସନ ମୋଡରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri