ଗାଁ ଗାଁ ବୁଲି ବିଜେଡି ପ୍ରାର୍ଥିନୀଙ୍କ ମାରାଥନ ପ୍ରଚାର

ପଦ୍ମପୁର/ବରଗଡ ଅଫିସ, ୧।୧୨: ପଦ୍ମପୁର ଉପନିର୍ବାଚନ ପାଇଁ ବିଜୁ ଜନତା ଦଳ ପକ୍ଷରୁ ବିଭିନ୍ନ ଗ୍ରାମପଞ୍ଚାୟତରେ ମାରାଥନ ପ୍ରଚାର କରାଯାଛଛି। ଏହି କ୍ରମରେ ଗୁରୁବାର ଲଖମରା, ସାପଲହର, ବାଦିକଟା ବୁକୁରାମୁଣ୍ଡା, କୁଧରେନପାଲି, ବମରିତ, ଲହଙ୍ଗିର ଆଦି ଗାଁରେ ଦଳୀୟ ପ୍ରାର୍ଥତ୍ନୀ ବର୍ଷା ସିଂ ବରିହାଙ୍କ ମାରାଥନ ନିର୍ବାଚନୀ ସଭାମାନ ଅନୁଷ୍ଠିତ ହୋଯାଇଛି। ବିଧାୟକ ଦିବ୍ୟଶଙ୍କର ମିଶ୍ରଙ୍କ ତତ୍ତ୍ବାବଧାନରେ ଦଳୀୟ ପ୍ରାର୍ଥତ୍ନୀ ବରିହା ଉକ୍ତ ସଭାରେ ଯୋଗଦେଇ ରାଜ୍ୟ ସରକାରଙ୍କ ଲୋକାଭିମୁଖୀ ଯୋଜନା ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ। ମନ୍ତ୍ରୀ ରୀତା ସାହୁ, ବିଧାୟକ ସୁଶାନ୍ତ ସିଂ, ରାଜ୍ୟ ଯୋଜନା ବୋର୍ଡ ସଦସ୍ୟ ସାଧୁ ନେପାକ, ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ, ଶ୍ରୀମୟୀ ମିଶ୍ର ପ୍ରାର୍ଥିନୀ ବର୍ଷା ସିଂ ବରିହାଙ୍କ ପାଇଁ ଭୋଟ୍‌ ନିବେଦନ କରିଥିଲେ। ସ୍ଥାନୀୟ ସରପଞ୍ଚ , ସମିତି ସଭ୍ୟ, ପଞ୍ଚାୟତ ଦାୟିତ୍ୱରେ ଥିବା କ୍ୟାପଟେନ ମିଶ୍ର ମାରାଥନ ପ୍ରଚାରରେ ସାମିଲ ହୋଇଥିଲେ। ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଦ୍ମପୁର ନିର୍ବାଚନ ମଣ୍ଡଳୀ ଗସ୍ତ କାର୍ଯ୍ୟକ୍ରମ ଥିବାରୁ ନେତା, କର୍ମୀ ଓ ଭୋଟର ବେଶ୍‌ ଉତ୍ସାହିତ ଥିବା ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବଙ୍କ ଶିକ୍ଷାଗତ ଯୋଗ୍ୟତାକୁ ନେଇ ପ୍ରଶ୍ନ ଉଠାଇଲା ଭାଜପା

ସମ୍ବଲପୁର, ୮।୫ (ପ୍ରମୋଦ ବହିଦାର):ବିଜେଡି ସାଙ୍ଗଠନିକ ସମ୍ପାଦକ ତଥା ଦଳର ସମ୍ବଲପୁର ଲୋକ ସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସଙ୍କ ଶିକ୍ଷାଗତ ଯୋଗ୍ୟତାକୁ ନେଇ ପ୍ରଶ୍ନ...

ବିଧାୟକ ପ୍ରାର୍ଥୀଙ୍କ ଫଟୋରେ ଜୋତାମାଳ

କେନ୍ଦୁଝର(ନରେଶ ଚନ୍ଦ୍ର ପଟ୍ଟନାୟକ)/ପାଟଣା(ବୀର କିଶୋର ଦାଶ),୮ା୫:କେନ୍ଦୁଝର ଜିଲା ପାଟଣା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାୟକଙ୍କ ଫଟୋରେ କେହି ଜୋତାମାଳ ଝୁଲାଇବା...

‘ବିଜେଡିର ପ୍ରଚାର କରୁଛନ୍ତି ମିଶନ ଶକ୍ତି ମହିଳା’

ଭୁବନେଶ୍ୱର, ୭।୫(ସୁନିତ୍‌ ମିଶ୍ର): ମହିଳାଙ୍କୁ ସାମାଜିକ ଓ ଆର୍ଥତ୍କ କ୍ଷେତ୍ରରେ ସଶକ୍ତ କରିବା ପାଇଁ ସ୍ବୟଂ ସହାୟକ ଗୋଷ୍ଠୀର ସୃଷ୍ଟି କରାଯାଇଥିଲା। କିନ୍ତୁ ବିଜେଡି ଓଲଟା...

Featured Video Play Icon

ଏମ୍ସର ସଫଳତା,ଖପୁରୀରୁ ବାହାରିଲା ୭କେଜି ଟ୍ୟୁମର

ଭୁବନେଶ୍ୱର,୭।୫(ଅସମାପିକା ସାହୁ)- ଏମ୍ସ ଭୁବନେଶ୍ୱରରେ ଏକ ବିରଳ ସିନୋଭିଆଲ ସାର୍କୋମା ଟ୍ୟୁମରର ସଫଳ ଅସ୍ତ୍ରୋପଚାର କରାଯାଇଛି। ଜଣେ ୫୧ବର୍ଷୀୟ ବ୍ୟକ୍ତିଙ୍କ ଖପୁରୀର ଉପର ଅଂଶରୁ ପ୍ରାୟ...

ବୁଧବାର ଏହି ୭ ଜିଲାରେ ପ୍ରବଳ ବର୍ଷିବ, ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୭।୫(ଅସମାପିକା ସାହୁ)- ତାତିରୁ ମିଳିଛି ଆଶ୍ୱସ୍ତି। ରାଜ୍ୟର ଅଧିକାଂଶ ସହରରେ କାଳବୈଶାଖୀ ବର୍ଷା ଯୋଗୁ ତାପମାତ୍ରା ହ୍ରାସ ପାଇଥିବା ଦେଖାଯାଇଛି। ଦକ୍ଷିଣ ଝାଡ଼ଖଣ୍ଡରୁ ଏକ...

ସାଲେପୁର, ମାହାଙ୍ଗା ଓ ନିଆଳି ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜ୍ଞପ୍ତି ପ୍ରକାଶ: ପ୍ରଥମ ଦିନରେ କେହି ପ୍ରାର୍ଥିପତ୍ର କଲେନି ଦାଖଲ

କଟକ,୭ା୫ (କାର୍ତ୍ତିକ ସାହୁ) ରାଜ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସାଲେପୁର, ମାହାଙ୍ଗା ଓ ନିଆଳି ବିଧାନସଭା ନିର୍ବାଚନମଣ୍ଡଳୀର ୨୦୨୪ ସାଧାରଣ ନିର୍ବାଚନ ନିମନ୍ତେ ବିଧିବଦ୍ଧ...

ଭାଜପାର ଷ୍ଟାର ପ୍ରଚାରକ ତାଲିକା: ବାଦ୍‌ ପଡିଲେ ଅପରାଜିତା, ସମ୍ବିତ ପାତ୍ର

ଭୁବନେଶ୍ୱର,୭।୫: ରାଜ୍ୟର ବିଧାନସଭା ଓ ଲୋକ ସଭା ନିର୍ବାଚନ ପାଇଁ ଭାଜପା ଆଜି ତା’ର ସଂଶୋଧିତ ଷ୍ଟାର ପ୍ରଚାରକ ତାଲିକା ଜାରି କରିଛି । ଭୁବନେଶ୍ୱର...

ତାଣ୍ଡବ ରଚିଲା କାଳବୈଶାଖୀ

କୋକସରା,୭।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାଳବୈଶାଖୀ ଆଣିଛି ତାତିରୁ ଶାନ୍ତି, ହେଲେ ଏହାର ପ୍ରଭାବରେ ବଡ ବଡ ଗଛ ସହ ବିଦ୍ୟୁତ ଖୁଣ୍ଟ ଉପୁଡି ପଡି ଉପାନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri