ପଦ୍ମ ଭୂଷଣରେ ସମ୍ମାନୀତ ହେଲେ ଗୁଗଲ ସିଇଓ ସୁନ୍ଦର ପିଚାଇ, କହିଲେ ମୋର ଏକ ଅଂଶ ହେଉଛି ଭାରତ

ସାନ ଫ୍ରାନ୍ସିସକୋ,୩ ।୧୨: ଗୁଗଲ ଓ ଆଲଫାବେଟର ସିଇଓ ସୁନ୍ଦର ପିଚାଇ କହିଛନ୍ତି, ଭାରତ ମୋର ଏକ ଅଂଶ ଆଉ ମୁଁ ଏହାକୁ ମୋ ସହ ରଖିଥାଏ । ଭାରତୀୟ-ଆମେରିକୀୟ ବ୍ୟବସାୟ ଓ ଉଦ୍ଦ୍ୟୋଗ କ୍ଷେତ୍ରରେ ୨୦୨୨ ପାଇଁ ପଦ୍ମ ଭୂଷଣରେ ସମ୍ମାନୀତ ହୋଇଛନ୍ତି । ୫୦ ବର୍ଷୀୟ ପିଚାଇଙ୍କୁ ସାନ ଫ୍ରାନ୍ସିସକୋରେ ତାଙ୍କ ନିକଟତମ ପରିବାର ସଦସ୍ୟଙ୍କ ଉପସ୍ଥିତିରେ ଭାରତର ତୃତୀୟ ବଡ ବେସାମରିକ ପୁରସ୍କାରରେ ସମ୍ମାନୀତ କରାଯାଇଛି ।
ଏହି ଅବସରରେ ଆମେରିକାରେ ଥିବା ଭାରତୀୟ ରାଷ୍ଟ୍ରଦୂତ ତରଣଜିତ ଏସ ସଂନ୍ଧୁ କହିଥିଲେ ଗୁଗଲ ସିଇଓ ସୁନ୍ଦର ପିଚାଇଙ୍କୁ ପଦ୍ମ ଭୂଷଣ ଦେଇ ମୁଁ ଖୁସି ଅନୁଭବ କରୁଛି । ମଦୁରାରୁ ମାଉଣ୍ଟ ଆବୁ ପର୍ଯ୍ୟନ୍ତ ତାଙ୍କର ପ୍ରେରଣାଦାୟୀ ଯାତ୍ରା, ଭାରତ-ଆମେରିକା ଆର୍ଥିକ ଓ ଟେକନିକକୁ ମଜଭୁତ କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ନୋ ଫ୍ଲାଇଂ ଜୋନ୍‌, ନିର୍ଦ୍ଦେଶ ଜାରି କଲେ ଜିଲାପାଳ

ପୁରୀ,୪ା୫: ପ୍ରଧାନମନ୍ତ୍ରୀଙ୍କ ନବରଙ୍ଗପୁର ଗସ୍ତ ପାଇଁ ନୋ ଫ୍ଲାଇଂ ଜୋନ୍‌ ଘୋଷଣା କରାଯାଇଛି। ଚିକିଲିରେ ପ୍ରଧାନମନ୍ତ୍ରୀଙ୍କ ସଭା ଥିବାରୁ ଡ୍ରୋନ ଉଡ଼ାଣ ଉପରେ ରୋକ୍‌ ଲଗାଯାଇଛି।...

‘ମୋଦି ନିଜେ ରାଜା, ହେଲେ ମୋ’ ଭାଇକୁ ରାଜକୁମାର କହୁଛନ୍ତି’

ଗାନ୍ଧିନଗର,୪।୫: ମୋଦି ନିଜେ ରାଜା, ହେଲେ ମୋ’ ଭାଇଙ୍କୁ ରାଜକୁମାର କୁହନ୍ତି। କିଛି ଏଭଳି କହି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସ ନେତ୍ରୀ...

ବାୟୁସେନା ଯବାନଙ୍କ ଉପରେ ଆତଙ୍କବାଦୀଙ୍କ ଆକ୍ରମଣ, ୩ ଆହତ

ନୂଆଦିଲ୍ଲୀ,୪ା୫: ଶନିବାର ଜମ୍ମୁ କଶ୍ମୀରର ପୁଞ୍ଚ ଜିଲା ସୁରାନକୋଟ ଅଞ୍ଚଳରେ ଆତଙ୍କବାଦୀମାନେ ବାୟୁସେନା କର୍ମଚାରୀ ଯାଉଥିବା ଦୁଇଟି ଗାଡିରେ ଆକ୍ରମଣ କରିଛନ୍ତି। ଯେଉଁଥିରେ ଭାରତୀୟ ବାୟୁସେନାର...

ପଦ୍ମ ଧରିଲେ ଅରବିନ୍ଦର ସିଂହ ଲଭଲୀ

ନୂଆଦିଲ୍ଲୀ,୪।୫: ପଦ୍ମ ଧରିଲେ ପୂର୍ବତନ ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ଅରବିନ୍ଦର ସିଂହ ଲଭଲୀ। ଦିଲ୍ଲୀ ସ୍ଥିତ ଭାଜପା କାର୍ଯ୍ୟାଳୟକୁ ଯାଇ ସେ ବିଧିବଦ୍ଧ ଭାବେ ଭାଜପାରେ...

ଗାଡ଼ି ଉପରେ ଚଢି ନାଚିଲେ ଜ୍ୟୋତିରାଦିତ୍ୟ ସିନ୍ଧିଆ, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୪।୫: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ପୂର୍ବରୁ ଭାଜପା ଏବଂ କଂଗ୍ରେସ ଦଳ ମଧ୍ୟପ୍ରଦେଶରେ ପ୍ରଚାର କରିବାରେ ବ୍ୟସ୍ତ ଅଛନ୍ତି। ଜନସାଧାରଣଙ୍କୁ ନିଜ ଆଡକୁ...

ନର୍ସଙ୍କୁ ୭୮୦ ବର୍ଷର କାରାଦଣ୍ଡ! ୨୨ ମାମଲାରେ ଦୋଷୀ ସାବ୍ୟସ୍ତ

ଓ୍ବାଶିଂଟନ,୪।୫: ଆମେରିକା ପେନସିଲଭାନିଆର ୪୧ ବର୍ଷିୟ ନର୍ସ ହେଥର ପ୍ରେସଡିଙ୍କୁ ତିନିଟି ହତ୍ୟା ଏବଂ ୧୯ଟି ହତ୍ୟା ଉଦ୍ୟମ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ...

ଭାଜପା ନେତାଙ୍କ ରାଲିରେ ଫୁଟିଲା ଗୁଳି, ଭିଡିଓ ଭାଇରାଲ, ଯାଞ୍ଚ ପରେ ଜଣାପଡିଲା ସତ୍ୟତା

ଗୋଣ୍ଡା,୪।୫: ବହୁ ଚର୍ଚ୍ଚିତ କେସରଗଞ୍ଜ ସଂସଦୀୟ ଆସନରୁ ଭାଜପା ପ୍ରାର୍ଥୀ କରଣ ଭୂଷଣ ସିଂଙ୍କ ରାଲିରେ ବାଣ ଫୁଟିବାର ଏକ ଭିଡିଓ ସାମ୍ନାକୁ ଆସିଛି। କରଣଭୂଷଣ...

ଅରବିନ୍ଦ କେଜରିଓ୍ବାଲ ବାରାଣାସୀରୁ ଲଢନ୍ତୁ ଲୋକ ସଭା ନିର୍ବାଚନ: ଏସପି ନେତାଙ୍କ ଦାବି

ନୂଆଦିଲ୍ଲୀ,୪।୫: ଲୋକ ସଭା ନିର୍ବାଚନ ମଧ୍ୟରେ ସମାଜବାଦୀ ପାର୍ଟିର ନେତା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ପରାମର୍ଶ ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri