ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌: ମହିଳା ଉଦ୍ୟୋଗୀ ଅଧିବେଶନରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୧୨(ବ୍ୟୁରୋ): ଜନତା ମଇଦାନରେ ଚାଲିଥିବା ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭର ଶନିବାର ଚତୁର୍ଥ ଦିନ। ଏହି ଅବସରରେ ମହିଳା ଉଦ୍ୟୋଗୀ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି।
ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ କହିଛନ୍ତି, ୨୦୦୧ରେ ଆରମ୍ଭ ହୋଇଥିବା ମିଶନ ଶକ୍ତି, ଆଜି ଓଡ଼ିଶାର ୭୦ ଲକ୍ଷ ସଶକ୍ତ ମା’ ମାନଙ୍କର ଏକ ମହାଶକ୍ତି ହୋଇପାରିଛି ।
ମୋ ସରକାର ପାଇଁ ମହିଳା ସଶକ୍ତୀକରଣ କେବଳ ଏକ ସ୍ଲୋଗାନ ନୁହେଁ। ଏହା ଏକ ଗୁରୁ ଦାୟିତ୍ୱ।
ସେ କହିଛନ୍ତି, ମୋର ଦୃଢ଼ ବିଶ୍ବାସ, ମା’ମାନଙ୍କୁ ସଶକ୍ତ ନ କରି, କୌଣସି ପରିବାର, କୌଣସି ସମାଜ, କୌଣସି ରାଜ୍ୟ ବା କୌଣସି ଦେଶ ଆଗକୁ ବଢ଼ି ପାରିବ ନାହିଁ। ଓଡ଼ିଶାରେ ଆମର ୬ ଲକ୍ଷ ସ୍ବୟଂ ସହାୟକ ଗୋଷ୍ଠୀ କାମ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏସ୍‌ଏଚ୍‌ଜିମାନଙ୍କୁ ଏସ୍‌ଏମ୍‌ଇରେ ରୂପାନ୍ତର କରିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ। ଏଥିପାଇଁ ଆମେ ସବୁ କିଛି କରିବାକୁ ପ୍ରସ୍ତୁତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନ କାର୍ଯ୍ୟାଳୟରେ ଅଧିକାରୀଙ୍କୁ ମାରଣାସ୍ତ୍ରରେ ଆକ୍ରମଣ

ବାରଙ୍ଗ,୨୯।୪(ଲିଙ୍ଗରାଜ ରାଉତ): ନନ୍ଦନକାନନ ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ସୋମବାର ଅପରାହ୍ନରେ ଜଣେ ଯୁବକ ଉତ୍ପାତ କରି କମ୍ପ୍ୟୁଟର, ଝରକାକାଚ, ଟେବୁଲ ଓ ଅନ୍ୟାନ୍ୟ ସାମଗ୍ରୀ ଭାଙ୍ଗିବା ସହ...

ପହଞ୍ଚିଲେ ନିର୍ବାଚନୀ ଖର୍ଚ୍ଚ ପର୍ଯ୍ୟବେକ୍ଷକ

କଟକ,୨୯ା୪(କାର୍ତ୍ତିକ ସାହୁ): ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ କଟକ ଜିଲାରେ ୩ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକ ସୋମବାର ପହଞ୍ଚିଛନ୍ତି। ଭାରତୀୟ ରାଜସ୍ବ ସେବାର ବରିଷ୍ଠ ଅଧିକାରୀ  ସୁରେଶ...

ପଞ୍ଜୀକରଣର ୧୦୦ ମିନିଟ୍‌ ମଧ୍ୟରେ ହେବ କାର୍ଯ୍ୟାନୁଷ୍ଠାନ

କଟକ,୨୯ା୪(କାର୍ତ୍ତିକ ସାହୁ): ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ସମ୍ବନ୍ଧିତ ଅଭିଯୋଗ ଦାଖଲ ପାଇଁ କଟକ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ୨୪ ଘଣ୍ଟିଆ ସମନ୍ବିତ କଣ୍ଟ୍ରୋଲ ରୁମ୍‌...

ଭାଜପା ଛାଡିବା ଖବରକୁ ଖଣ୍ଡନ କଲେ ନୀତେଶ, କହିଲେ ମୋ ଆକାଉଣ୍ଟ…

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ତେବେ ଏଭଳି ଏକ ଖବରକୁ ଖଣ୍ଡନ କରିଛନ୍ତି ନୀତେଶ। ସେ କହିଛନ୍ତି, ତାଙ୍କ ଫେସବୁକ୍‌ ଆକାଉଣ୍ଟ...

ଆତ୍ମସମର୍ପଣ କଲେ ୨୩ ମାଓବାଦୀ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେୱାଡାରେ ସୋମବାର ୨୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଲୋନ୍‌ ଭାରାଟୁ ଅଭିଯାନରେ ପ୍ରଭାବିତ ହୋଇ ଆତ୍ମସମର୍ପଣ କରିଥିବା...

ଆସନ୍ତା ୨ରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ନବୀନ

ଭୁବନେଶ୍ୱର,୨୯।୪: ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨ ତାରିଖରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନିଜର ନାମାଙ୍କନ ପତ୍ର ଦାଖଲ କରିବେ। ଏଥିସହ...

ଭାଜପାରୁ ଇସ୍ତଫା ଦେଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ସୋମବାର ନୀତେଶ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସୋସିଆଲ ମିଡିଆରେ ପୋଷ୍ଟ କରି ଏମ୍‌ପି...

ବିଜେଡିରେ ଯୋଗ ଦେଲେ ପୂର୍ବତନ କଂଗ୍ରେସ ଜିଲା କାର୍ଯ୍ୟକାରୀ ସଭାପତି

କେନ୍ଦୁଝର,୨୯।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କଂଗ୍ରେସ ପୂର୍ବତନ ଜିଲା କାର୍ଯ୍ୟକାରୀ ସଭାପତି ରତିକାନ୍ତ ବାରାଲ ବିଧିବଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ସେ ପୂର୍ବରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri