Posted inଜାତୀୟ

ବଡ଼ ଲଢ଼େଇ ପାଇଁ ପ୍ରସ୍ତୁତ ରୁହ : ଭାଜପାକର୍ମୀଙ୍କୁ ଶୁଭେନ୍ଦୁଙ୍କ ପରାମର୍ଶ…

କୋଲକାତା,୩।୧୨ : ପଶ୍ଚିମବଙ୍ଗ ବିପକ୍ଷ ନେତା ଶୁଭେନ୍ଦୁ ଅଧିକାରୀ ଭାଜପାକର୍ମୀଙ୍କୁ ବଡ଼ ଲଢ଼େଇ ପାଇଁ ପ୍ରସ୍ତୁତ ରହିବାକୁ ପରାମର୍ଶ ନେଇଛନ୍ତି। ଆସନ୍ତା ୨୦୨୩ ବର୍ଷରେ ହେବାକୁ ଥିବା ପଞ୍ଚାୟତ ନିର୍ବାଚନ ଲାଗି ପ୍ରତି କର୍ମୀ ନିଜକୁ ପ୍ରସ୍ତୁତ ରଖିବା ଆବଶ୍ୟକ ବୋଲି ସେ କହିଛନ୍ତି।

ଡାଇମଣ୍ଡ ହାର୍ବର ନିର୍ବାଚନୀ କ୍ଷେତ୍ରରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଶୁଭେନ୍ଦୁ ଏଭଳି କହିଛନ୍ତି। କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କ ସହିତ ବୈମାତୃକ ମନୋଭାବ ପୋଷଣ କରୁଥିବା ତୃଣମୂଳ କଂଗ୍ରେସର ଅଭିଯୋଗକୁ ଖଣ୍ଡନ କରି ଶୁଭେନ୍ଦୁ କହିଛନ୍ତି ଯେ, କେନ୍ଦ୍ର ରାଜ୍ୟକୁ ଚଳିତ ମାସରେ ୧୯ ହଜାର କୋଟି ଟଙ୍କା ପ୍ରଦାନ କରିଛି।

ଏହି ଟଙ୍କା ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଶିକ୍ଷା ମିଶନ ଏବଂ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନା ଅନ୍ତର୍ଗତ ଖର୍ଚ୍ଚ ପାଇଁ ରାଜ୍ୟକୁ ଆସିଥିତ୍ବା ସେ ସୂଚନା ପ୍ରଦାନ କରିଛନ୍ତି। ମାତ୍ର ଏହି ଅନୁଦାନର ଖର୍ଚ୍ଚ ନେଇ ରାଜ୍ୟ ସରକାର ଉଦାସୀନତା ଦେଖାଉଥିବା ସେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri