ଓଲଟିଲା ଯାତ୍ରୀବାହୀ ବସ୍‌

କେନ୍ଦୁଝର,୫ା୧୨(ସ୍ବ.ପ୍ର.): ଢେଙ୍କାନାଳ ଜିଲା କାମାକ୍ଷାନଗରରୁ କେନ୍ଦୁଝର ଆସୁଥିବା ଘରୋଇ ବସ୍‌ ‘ଅମ୍ବା’ ସୋମବାର କାଞ୍ଜିପାଣି ଥାନା ଅନ୍ତର୍ଗତ କୁଆଁର ନିକଟ ଏନ୍‌ଏଚ୍‌ ୪୯ରେ ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱକୁ ଓଲଟି ପଡ଼ିଛି। ଏଥିରେ କାହାର ମୃତ୍ୟୁ ହୋଇ ନ ଥିବା ବେଳେ ଅନେକ ଯାତ୍ରୀ ଆହତ ହୋଇଥିବା ଜଣାପଡ଼ିଛି। ଆଜି ସକାଳ ପ୍ରାୟ ୯.୩୦ରେ ଏହି ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ପୋଲିସ ଓ ସ୍ଥାନୀୟ ଲୋକ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ବିଭିନ୍ନ ଡାକ୍ତରଖାନାକୁ ଚିକିତ୍ସା ପାଇଁ ପଠାଇଥିବା ଜଣାପଡ଼ିଛି। ପୋଲିସ ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଛ ମାନିଫେଷ୍ଟୋକୁ ନେଇ ବର୍ଷିଲା ବିଜେଡି, କହିଲେ ଭୂଆଁ ବୁଲାଉଛି…

ଭୁବନେଶ୍ୱର,୭।୫: ଭାଜପାର ସୋମବାର ସଙ୍କଳ୍ପପତ୍ର ଘୋଷଣା ପରେ ଏହାକୁ କାଉଣ୍ଟର ଆଟାକ କରିଛି ବିଜେଡି । ରାଜ୍ୟ ଭାଜପାର ସଙ୍କଳ୍ପପତ୍ରକୁ ‘ମିଛ ମାନିଫେଷ୍ଟୋ’ ବୋଲି କହିବା...

କଳାହାଣ୍ଡି ସ୍ବାଧୀନ ଏମ୍‌ପି ପ୍ରାର୍ଥୀଙ୍କୁ ଆକ୍ରମଣ

ଭବାନୀପାଟଣା,୭।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଲୋକସଭା ସ୍ବାଧୀନ ପ୍ରାର୍ଥୀ ନରେଶ ହିଆଲଙ୍କୁ କେତେକ କେତେକ ଦୁର୍ବୃତ୍ତ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ନରେଶ...

୩ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡାଦେଶ

ବାରିପଦା,୭।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଅତିରିକ୍ତ ଜିଲା ଓ ଦୌରା ଜଜ (୧) କୋର୍ଟରେ ମଙ୍ଗଳବାର ଏକ ନରହତ୍ୟା ମାମଲାର ରାୟ ପ୍ରକାଶ...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୨୦ ଘର

ବାରିପଦା,୭।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ବ୍ଲକ କେନ୍ଦୁଡିହା ପଞ୍ଚାୟତ କୁଳିଅଣା ବିନ୍ଧାଣିସାହିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଯାଇଛି। ଏହି ଆକସ୍ମିକ ଅଗ୍ନିକାଣ୍ଡରେ ବିନ୍ଧାଣିବସ୍ତିର ୨୦ରୁ...

ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଭାଜପାର ୨ ବରିଷ୍ଠ ନେତା, ୯ରେ ଆସିବେ ଗଡ଼କରୀ

ଭୁବନେଶ୍ୱର, ୭।୫: ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଭାଜପାର ୨ ବରିଷ୍ଠ ନେତା। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓଡ଼ିଶା ଗସ୍ତରେ ଆସି ରାଜନାଥ ସିଂ ଭବାନୀପାଟଣା,...

ଭଞ୍ଜନଗରରେ କାଳବୈଶାଖୀ ତାଣ୍ଡବ

ଭଞ୍ଜନଗର,୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ସହ ବଜ୍ରପାତ ହେବାରୁ ଗୋପାଳପୁର ଶାସନ ପଞ୍ଚାୟତ ରତ୍ନପୁର ଗ୍ରାମରେ ୨୨ଟି...

ଓଡ଼ିଶାରେ ପ୍ରଚାର କରିବେ ଡ୍ରିମ୍‌ଗର୍ଲ

ଭୁବନେଶ୍ୱର,୭।୫: ଭାଜପାର ଷ୍ଟାର ପ୍ରଚାରକ ତାଲିକାରେ ଡ୍ରିମ୍‌ଗର୍ଲ ତଥା ମଥୁରା ଭାଜପା ଏମ୍‌ପି ପ୍ରାର୍ଥୀ ହେମାମାଳିନୀ ସାମିଲ ହୋଇଛନ୍ତି। ଓଡ଼ିଶା ପାଇଁ ଷ୍ଟାର ପ୍ରଚାରକ ତାଲିକାରେ ...

ଭୁବନେଶ୍ୱରରେ ରୋଡ ଶୋ’ କରିବେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର,୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ’୧୦ତାରିଖରେ ଭୁବନେଶ୍ୱରରେ ବିଶାଳ ରୋଡ ଶୋ’ କରିବେ । ସା ୬ଟାରୁ ଏହି ରୋଡ ଶୋ’ ଆରମ୍ଭ ହେବ ବୋଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri