ଏଇ ଭାରତରେ

ଖାଦ୍ୟଶସ୍ୟର ଆବଶ୍ୟକତାକୁ ଦୃଷ୍ଟିରେ ରଖି ସବୁଜ ବିପ୍ଳବ ଜାରି ରହିଥିବାବେଳେ ବିହାରରେ ଛତୁ ବିପ୍ଳବ ଆରମ୍ଭ କରିଛନ୍ତି ଡ. ଦୟାରାମ। ସେ ସମସ୍ତିପୁରସ୍ଥ ଡ. ରାଜେନ୍ଦ୍ର ପ୍ରସାଦ ସେଣ୍ଟ୍ରାଲ ଏଗ୍ରିକଲ୍‌ଚର ୟୁନିଭର୍ସିଟିର ବୈଜ୍ଞାନକ ଭାବେ କାର୍ଯ୍ୟରତ। ଦୟାରାମ ବିଗତ ଦଶନ୍ଧିରୁ ଏଯାବତ୍‌ ୨ଲକ୍ଷ କୃଷକଙ୍କୁ ଛତୁଚାଷ ସମ୍ପର୍କରେ ପ୍ରଶିକ୍ଷଣ ଦେଇସାରିଲେଣି। ତାଙ୍କ ଟିମ୍‌ ଉଦ୍ୟମରେ ୨୦୨୧-୨୦୨୨ରେ ଛତୁଚାଷୀମାନେ ୨୮ ହଜାର ଟନ ଛତୁ ଉତ୍ପାଦନ କରିିଛନ୍ତି। ସବୁ ଚାଷୀ ବର୍ତ୍ତମାନ ବର୍ଷକୁ ୩ରୁ ୪ ଲକ୍ଷ ଟଙ୍କା ରୋଜଗାର କରିବାକୁ ସକ୍ଷମ। ଡ. ଦୟାରାମଙ୍କ ଛତୁ ବିପ୍ଳବ ଯୋଗୁ ବିହାରରେ ଦେଶର ମୋଟ ଛତୁ ଉପତ୍ାଦନର ୧୦.୮୨% ହେଉଛିି। ୧୯୯୯ରେ ଡ. ଦୟାରାମ ରାଜ୍ୟ ସରକାରଙ୍କ ପ୍ରୋତ୍ସାହନରେ ଏହି ଅଭିଯାନ ଆରମ୍ଭ କରିଥିଲେ। ସେବେଠାରୁ ସେ ଓ ତାଙ୍କ ଟିମ୍‌ ଛତୁଚାଷୀମାନଙ୍କୁ ଚାଷ ସମ୍ପନ୍ଧୀୟ ଜ୍ଞାନକୌଶଳ ଯୋଗାଇ ଆସୁଛନ୍ତି ଓ ସେମାନଙ୍କ ଲାଗି ୧୨୩ଟି କଣ୍ଟ୍ରୋଲ ୟୁନିଟ ଖୋଲାଯାଇଛି। ପ୍ରଥମେ ୬ ପ୍ରକାର ଛତୁଚାଷ କରାଯାଇ ଏବେ ୫୦ ପ୍ରକାର ଚାଷ କରାଯାଉଛି। ଏବେ ଦିନକୁ ଅତିବେଶୀରେ ୧୦ ଟନ୍‌ ଉତ୍ପାଦନ ହୋଇପାରୁଛି। ୨୦୨୨-୨୩ରେ ଉପତ୍ାଦନ ୩୫ ଟନ୍‌ ହେବ ବୋଲି ଆକଳନ କରାଯାଇଛି ବୋଲି କହନ୍ତି ଡ. ଦୟାରାମ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଚାକିରି ଛାଡ଼ି ଛତିଶଗଡ଼ର ଚାଷୀ ସମୀକ୍ଷା ଚନ୍ଦ୍ରକର ଟମାଟୋ ଓ ଅନ୍ୟାନ୍ୟ ପରିବା ଚାଷକରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ସମୀକ୍ଷା ଏମ୍‌ବିଏ ପାସ୍‌ କରିବା...

ଜୀବନର ଧାଁ ଦଉଡ଼

ବହୁତ ତରତର ବା ବ୍ୟସ୍ତ ଥିବା ମଣିଷକୁ ଦେଖି ମନରେ ଉଙ୍କିମାରେ ପ୍ରଶ୍ନଟିଏ, ଇଏ ଏତେ ବ୍ୟସ୍ତ କାହିଁକି? କାମଟି ଧୀରେ ଧୀରେ କଲେ କ’ଣ...

ଟଙ୍କାଖିଆ ମଣିଷ

ପିଲାବେଳର କଥା ମନେପଡ଼େ। ସେତେବେଳେ (ଆଜକୁ ଚାଳିଶ ବର୍ଷ ପୂର୍ବେ) ବିଶେଷକରି ଗାଁ ଲୋକେ ଚାକିରି କରିବା କିମ୍ବା ବାହାର ରାଜ୍ୟକୁ ଯାଇ ଦାଦନ ଖଟିବାକୁ...

ଦୁଇ ଦେଶ ଲୁଟୁଛନ୍ତି

ସମ୍ଭବତଃ ୨୦୨୫ ବର୍ଷଟି ସମସ୍ତଙ୍କର ମନେ ରହିବ, କାରଣ ଆମେରିକାର ରାଷ୍ଟ୍ରପତି ଏହି ବର୍ଷ ବୈଶ୍ୱିକ ବାଣିଜ୍ୟ ବ୍ୟବସ୍ଥାକୁ ଶେଷ କରିଦେଇଛନ୍ତି। କନ୍ତୁ ସତ କଥା...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri