୭ ଦିନ ରିମାଣ୍ଡରେ ଯିବେ ଅର୍ଚ୍ଚନା

ଭୁବନେଶ୍ୱର,୫।୧୨(ବ୍ୟୁରୋ): ବହୁ ଚର୍ଚ୍ଚିତ ମହିଳା ବ୍ଲାକ୍‌ମେଲର୍‌ ଅର୍ଚ୍ଚନା ନାଗ ମାମଲରେ ଇଡି(ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ)ଖୋଡତାଳ କରୁଛି। ମାମଲାକୁ ନେଇ ଅଧିକ ତଥ୍ୟ ଜାଣିବା ପାଇଁ ଇଡି ଅର୍ଚ୍ଚନାଙ୍କୁ ୧୫ ଦିନ ରିମାଣ୍ଡରେ ନେବାକୁ ଆବେଦନ କରିଥିଲା। ତେବେ କୋର୍ଟ ଆବେଦନକୁ ଗ୍ରହଣ କରି ୭ ଦିନ ରିମାଣ୍ଡ ପାଇଁ ଅନୁମତି ଦେଇଥିବା ସୂଚନା ମିଳିଛି।
ଅନ୍ୟପଟେ, ବେଆଇନ୍‌ ଅର୍ଥ କାରବାର ନେଇ ଇଡିର ଆବେଦନ ଆଧାରରେ ସୋମବାର ଦିନ କୋର୍ଟରେ ହାଜର ହୋଇଥିଲେ ଅର୍ଚ୍ଚନା । କଡ଼ା ସୁରକ୍ଷା ମଧ୍ୟରେ ଝାରପଡ଼ା ଜେଲ୍‌ରୁ ନେଇ କୋର୍ଟରେ ହାଜର କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

୪୦ କୋଟି ଟଙ୍କା ବିନିଯୋଗ କରି ନିଜ ବ୍ରାଣ୍ଡ୍ ପାଇଁ ନୂଆ ଅଧ୍ୟାୟ ଆରମ୍ଭ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୮।୧୨: ଭାରତୀୟ କ୍ରିକେଟ୍ ତାରକା ବିରାଟ କୋହଲି ୮ ବର୍ଷର ପୁରୁଣା ସମ୍ପର୍କ ଭାଙ୍ଗି ଏକ ନୂଆ ବ୍ୟବସାୟିକ ଯାତ୍ରା ଆରମ୍ଭ କରିଛନ୍ତି। ସୋମବାର କୋହଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri