୨୪ ଘଣ୍ଟା ନ ପୁରୁଣୁ ପୁଣି ସିକନ୍ଦରାବାଦରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କୋକସର,୫।୧୨,(ଡି.ଏନ୍‌.ଏ.): ୨୪ ଘଣ୍ଟା ନ ପୁରୁଣୁ ପୁଣି ଜଣେ ଦାଦନ ଶ୍ରମିକଙ୍କ ମୃତ୍ୟୁ ଖବର ସାମ୍ନାକୁ ଆସିଛି। ସୋମବାର କଳାହାଣ୍ଡି ଜିଲା ଗମ୍ଭାରୀଗୁଡ଼ା ର୍ସିଲିଗୁଡା ଗାଁକୁ ଜଣେ ଦାଦନ ଶ୍ରମିକଙ୍କ ମୃତଦେହ ଫେରିଥିବା ବେଳେ ପୁଣି ଜଣେ ଶ୍ରମିକଙ୍କ ସିକନ୍ଦରାବାଦରେ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି।

ମୃତକ ହେଉଛନ୍ତି ସାନ ପୋଡ଼ାଗୁଡ଼ା ପଞ୍ଚାୟତ ନେଗିଗୁଡ଼ା ଗାଁର ବାଳମତ ସୁନାଙ୍କ ପୁଅ ସତ୍ୟ ସୁନା(୨୪)। ସେ ମାସେ ତଳେ ନୂଆପଡ଼ା ଜିଲା ସିନାପାଲି ବ୍ଲକ ପିଠାପଡ଼ା ଗ୍ରାମର ଦାଦନ ସର୍ଦ୍ଦାରଙ୍କ ପ୍ରଲୋଭନରେ ପଡ଼ା ସିକନ୍ଦରାବାଦର ଏକ ଇଟାଭାଟିରେ କାମ କରିବାକୁ ଯାଇଥିଲେ। ତେବେ ଇଟାଭାଟିରେ କାମ କରୁଥିବା ବେଳେ ଗତ ଗୁରୁବାର ପୋଡି ଗୁରୁତର ହୋଇଥିଲେ। ତାଙ୍କୁ ସିକନ୍ଦରାବାଦର ଗାନ୍ଧୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ରବିବାର ସନ୍ଧ୍ୟାରେ ମୃତ୍ୟୁ ଘଟିଛି। ରୋଜଗାରିଆ ପୁଅର ମୃତ୍ୟୁ ଖବର ପାଇ ପରିବାର ଲୋକେ ଭାଙ୍ଗି ପଡିଛନ୍ତି। ଅନ୍ୟପକ୍ଷେ ମୃତଦେହ ଆଣିବାକୁ ବାପା ବାଳମତ ସୁନା ଓ ସମ୍ପର୍କୀୟ ଦଶରଥ ଖମାରୀ ସିକନ୍ଦରାବାଦ ଯାଇଛନ୍ତି।

ପ୍ରକାଶ ଥାଉକି, କୋକସରା ବ୍ଲକ ଅଞ୍ଚଳରେ ଶ୍ରମିକଙ୍କ ପାଇଁ ରହିଥିବା ମନରେଗା ଯୋଜନା ଦିଗହରା ହୋଇପଡିଥିବା ବେଳେ କର୍ମ ସଂସ୍ଥାନ ଅଭାବରୁ ପ୍ରତିଦିନ ଅନ୍ୟ ରାଜ୍ୟ ମୁହାଁ ହେଉଛନ୍ତି ବ୍ଲକର ଶତାଧିକ ଶ୍ରମିକ। କୋକସରା ବ୍ଲକର ବିଭିନ୍ନ ପଞ୍ଚାୟତକୁ ବିଗତ କିଛିମାସ ମଧ୍ୟରେ ୧୦ଜଣ ଦାଦନ ଶ୍ରମିକଙ୍କ ମୃତଦେହ ଫେରିବା ଘଟଣାକୁ ନେଇ ଅଞ୍ଚଳରେ ଆଲୋଡନ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ: କହିଲେ ଯମ ଅଜାଣତରେ…

ଜୟପୁର,୨୦।୧୨: ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି ଯମ ଅଜାଣତରେ ମଣିଷର ମୃତ୍ୟୁ ହୁଏନି। ଏହା ସହ ସେ...

ନୋଟ୍‌ ଛାପା କାରଖାନାରେ କିପରି ପାଇବେ ଚାକିରି, ଜାଣନ୍ତୁ କେତେ ମିଳିବ ଦରମା, ଏମିତି କରନ୍ତୁ ଆବେଦନ…

ନୂଆଦିଲ୍ଲୀ,୨୦ା୧୨: ସରକାରୀ ଚାକିରି ପାଇଁ ପ୍ରସ୍ତୁତ ହେଉଥିବା ଯୁବତୀଯୁବକମାନଙ୍କ ପାଇଁ ନୋଟ୍‌ ଛାପା କାରଖାନାରେ କାମ କରିବାର ସ୍ବପ୍ନ ବିଶେଷ ଗୁରୁତ୍ୱପୂର୍ଣ୍ଣ। ଯଦି ଆପଣ ମଧ୍ୟ...

ଶସ୍ତା ହେବ ଔଷଧ, କମ୍ପାନୀଗୁଡ଼ିକ ସହ ଏକ ଆଶ୍ଚର୍ଯ୍ୟଜନକ ଚୁକ୍ତି କରିଛନ୍ତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଔଷଧ ମୂଲ୍ୟ ହ୍ରାସ ପାଇଁ ସବୁଠାରୁ ବଡ଼ ପଦକ୍ଷେପ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ରୋଗୀମାନଙ୍କୁ...

ଦାମୀ କାର ଭିତରେ ସିକ୍ରେଟ୍‌ ଚ୍ୟାମ୍ବର: ପୁଷ୍ପା ଷ୍ଟାଇଲରେ ଗଞ୍ଜେଇ ଚାଲାଣ ବେଳେ ମାଡ଼ିବସିଲା…

ବଲାଙ୍ଗୀର,୨୦।୧୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୨୬ ନଂ ଜାତୀୟ ରାଜପଥରେ ପୁଷ୍ପା ଷ୍ଟାଇଲରେ ଏକ କ୍ରେଟା କାରରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ମାଡ଼ିବସିଲା...

ଗୋଡ଼ି ଛାଣିଲେ ମିଳେ ପଇସା, ଆଶ୍ଚର୍ଯ୍ୟ ଲାଗିଲେ ବି…

ଯାଜପୁର ଟାଉନ, ୨୦ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ମାନବ ସମାଜରେ ସମସ୍ତେ ନିଜ ପେଟପାଟଣା ପାଇଁ କିଛି ନା କିଛି କର୍ମ କରି ଦୁଇ ପଇସା ରୋଜଗାର...

ତାହେରପୁରରେ ଲ୍ୟାଣ୍ଡ କରିପାରିଲାନି ମୋଦିଙ୍କ ହେଲିକପ୍ଟର, ହଠାତ୍….

ନୂଆଦିଲ୍ଲୀ, ୨୦।୧୨:  ଖରାପ ପାଗ ଯୋଗୁଁ ଲ୍ୟାଣ୍ଡ କରିପାରିଲାନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହେଲିକପ୍ଟର । ଘନ କୁହୁଡ଼ି ଯୋଗୁଁ ପଶ୍ଚିମବଙ୍ଗର ତାହେରପୁରରେ ଅବତରଣ କରିପାରିନଥିଲା।...

୩୦ବର୍ଷ ପରେ ବିରଳ ନବପଞ୍ଚମ ମହାଯୋଗ, ଶିନଙ୍କ କୃପାରେ ନୂଆବର୍ଷରେ ଧନୀ ହେବେ ମକର ସହ ଏହି ୨ରାଶି

ନୂଆବର୍ଷ ୨୦୨୬ର ଆରମ୍ଭ ଜ୍ୟୋତିର୍ବିଦମାନଙ୍କ ପାଇଁ ବହୁତ ଖାସ୍ ହବାକୁ ଯାଉଛି । ଜାନୁଆରୀ ୧୪ ତାରିଖରେ ମକର ସଂକ୍ରାନ୍ତି ପଡୁଥିବା ବେଳେ ଏହାର ପରଦିନ...

ପାକିସ୍ତାନକୁ କଲେ ଖୁବ ପ୍ରଶଂସା, ଟ୍ରମ୍ପଙ୍କୁ କହିଲେ ଶାନ୍ତି ଦୂତ, ରୁବିଓଙ୍କ ବୟାନକୁ ନେଇ ହେଉଛି ଖୁବ ଚର୍ଚ୍ଚା!

ଓ୍ବାଶିଂଟନ,୨୦।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବିବାଦକୁ ଉଲ୍ଲେଖ କରି ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ କହିଛନ୍ତି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri