Posted inଜାତୀୟ

ଆସାମ ରାଇଫଲ୍ସକୁ ବଡ଼ ସଫଳତା: ୪ମ୍ୟାନମାର ନାଗରିକ ଗିରଫ

ଆଇଜଲ,୫।୧୨: ମିଜୋରାମରେ ଆସାମ ରାଇଫଲ୍ସକୁ ଏକ ବଡ଼ ସଫଳତା ମିଳିଛି। ସୋମବାର ୪ମ୍ୟାନମାର ନାଗରିକଙ୍କୁ ଗିରଫ କରିବା ସହ ବହୁ ମାତ୍ରାରେ ଅସ୍ତ୍ରଶସ୍ତ୍ର ଓ ଗୋଳାବାରୁଦ ଜବତ ହୋଇଛି। ଏଥିସହ ଲୁଙ୍ଗଲେଇ ବାଟାଲିଅନ୍‌ ବହୁମାତ୍ରାରେ ଡବ୍ଲ୍ୟୁୟୁଏଲ୍‌ଏସ୍‌ ଜବତ କରିଛି। ଏହି ଅପରେଶନ୍‌ ସ୍ବତନ୍ତ୍ର ସୂଚନା ମିଳିବା ପରେ ସେହା ଜିଲାର ତୁଇପାଙ୍ଗ ବ୍ଲକରେ କରାଯାଇଥିଲା। ସୁରକ୍ଷାକର୍ମୀ ଯେଉଁ ଅସ୍ତ୍ରଶସ୍ତ୍ର ଓ ଗୋଳାବାରୁଦ ଜବତ କରିଛନ୍ତି, ସେଗୁଡ଼ିକ ଯୁଦ୍ଧ ସମୟରେ ବ୍ୟବହାର କରାଯାଇଥାଏ ବୋଲି ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମୃତି-ପଲାଶଙ୍କ ବିବାହ ଭାଙ୍ଗିବା ପଛରେ ରହିଛି ଏହି ବଡ଼ କାରଣ! ଖୋଲିଲା ବଡ଼ ରାଜ୍‌…

ନୂଆଦିଲ୍ଲୀ,୮।୧୨: ଭାରତୀୟ ମହିଳା ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଏବଂ ସଂଗୀତଜ୍ଞ ପଲାଶ ମୁଛଲଙ୍କ ମଧ୍ୟରେ ସମ୍ପର୍କ ଶେଷରେ ଶେଷ ହୋଇଛି। ମନ୍ଧାନା ଏବଂ ମୁଛଲ...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଗୋଆ ନାଇଟ କ୍ଲବ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ କଡ଼ାକଡି ହେବ ଫାୟାର ସେଫ୍ଟି ଯାଞ୍ଚ: ନିର୍ଦ୍ଦେଶ ଦେଲେ ଡିଜି

ଭୁବନେଶ୍ୱର,୮।୧୨: ବର୍ଚ ବାଇ ରୋମିଓ ଲେନ୍‌ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଭୟବହ ଅଗ୍ନିକାଣ୍ଡ ପରେ ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ...

ଜାଣିଶୁଣି କରାଯାଇଥିଲା କି ଇଣ୍ଡିଗୋ ସଙ୍କଟ? ସରକାର ଜାରି କଲେ ନୋଟିସ, ଯାଞ୍ଚ ଆରମ୍ଭ

ନୂଆଦିଲ୍ଲୀ,୮।୧୨: ସରକାର ନୂତନ ଫ୍ଲାଇଟ ଡ୍ୟୁଟି ସମୟ ସୀମା (FDTL) ନିୟମ କାର୍ଯ୍ୟକାରୀ କରିବାରେ ଇଣ୍ଡିଗୋର ଅଭିଯୋଗ ଅବହେଳାର ତଦନ୍ତ କରିବେ। ଅଭିଯୋଗ ହୋଇଛି ଯେ...

ବାରବାଟୀ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ବଡ଼ ଝଟ୍‌କା: ICC ଲଗାଇଲା ଜରିମାନା, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୮।୧୨: ରାୟପୁରରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ଦିନିକିଆରେ ସ୍ଲୋ ଓଭର-ରେଟ ବଜାୟ ରଖିବା ପାଇଁ ଆଇସିସି ଟିମ ଇଣ୍ଡିଆକୁ ସେମାନଙ୍କ...

ଅଧିନାୟକ ସୂର୍ଯ୍ୟକୁମାରଙ୍କ ବଡ଼ ଘୋଷଣାା: ବାରବାଟୀରେ ଖେଳିବେ ଗିଲ୍‌

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବ ମହା ମୁକାବିଲା। ଏନେଇ ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିବେ। ଅଭ୍ୟାସ ପୂର୍ବରୁ ଭାରତୀୟ ଟି୨୦...

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

କଟକରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ନୂଆଦିଲ୍ଲୀ,୮।୧୨: ଟେଷ୍ଟ ଏବଂ ଦିନିକିଆ ପରେ, ଭାରତ ଏବଂ ଦକ୍ଷିଣ ଆଫ୍ରିକା ଦଳ ଏବେ ଟି-୨୦ ଅନ୍ତର୍ଜାତୀୟ ସିରିଜ ଖେଳିବାକୁ ପ୍ରସ୍ତୁତ। ଦକ୍ଷିଣ ଆଫ୍ରିକା ଟେଷ୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri