Posted inଜାତୀୟ

ଖେରୀ ହିଂସା ମାମଲା: ଆଶିଷ ମିଶ୍ରାଙ୍କ ସମେତ ୧୪ଜଣଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ

ଲକ୍ଷ୍ନୌ,୬।୧୨: ଉତ୍ତରପ୍ରଦେଶ ଲଖିମପୁର ଖେରୀର ବହୁଚର୍ଚ୍ଚିତ ତିକୁନିଆ ହିଂସା ମାମଲାରେ ମଙ୍ଗଳବାର କୋର୍ଟରେ ଆଶିଷ ମିଶ୍ରାଙ୍କ ସମେତ ୧୪ଜଣ ଅଭିଯୁକ୍ତଙ୍କ ବିରୋଧରେ ପୋଲିସ ଚାର୍ଜଶିଟ୍‌ ଦାଖଲ କରିଛି। ଏଥିରେ ସେମାନଙ୍କ ବିରୋଧରେ ହତ୍ୟା ଏବଂ ହତ୍ୟା ଉଦ୍ୟମ ସମେତ ଅନେକ ଧାରା ଲଗାଯାଇଛି। ଏହି ମାମଲାରେ କେନ୍ଦ୍ର ଗୃହରାଜ୍ୟ ମନ୍ତ୍ରୀ ଅଜୟ କୁମାର ମିଶ୍ରାଙ୍କ ପୁଅ ଆଶିଷ ମିଶ୍ରା ହେଉଛନ୍ତି ମୁଖ୍ୟ ଅଭିଯୁକ୍ତ। ସୂଚନାଯୋଗ୍ୟ, ଗତ ବର୍ଷ ଅକ୍ଟୋର ୩ରେ ଖେରିରେ ଏକ ହିଂସାକାଣ୍ଡ ଘଟିଥିଲା। ଏହି ହିଂସାରେ ୪ଚାଷୀଙ୍କ ସମତେ ୮ଜଣଙ୍କ ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିକୁ ସରଗରମ କରୁଛି ଲୁଲୁ-ବୁଲୁଙ୍କ ବୟାନବାଜି

ଭଦ୍ରକ,୨୨।୧୨(ସନାତନ ରାଉତ):ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ(ଲୁଲୁ) ଓ କଂଗ୍ରେସର ଯୁବନେତା ଅସିତ୍‌ ପଟ୍ଟନାୟକ(ବୁଲୁ)ଙ୍କ ବୟାନବାଜି ଭଦ୍ରକ ରାଜନୀତିକୁ ସରଗରମ କରୁଛି। ଲୁଲୁ...

୨୦୨୬ରେ ଘଟିବାକୁ ଯାଉଛି ଏମିତି, ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଜାଣିଲେ…

ନୂଆଦିଲ୍ଲୀ,୨୨।୧୨: ୨୦୨୫ ବର୍ଷ ଧୀରେ ଧୀରେ ଶେଷ ହେବାକୁ ଯାଉଛି, ଏବଂ ଲୋକମାନେ ନୂତନ ବର୍ଷ ୨୦୨୬କୁ ସ୍ବାଗତ କରିବାକୁ ଉତ୍ସାହିତ। ଦେଶ ଏବଂ ବିଶ୍ୱ...

ବାଂଲାଦେଶରେ ହାଦିଙ୍କ ପରେ ଏବେ ସିକଦରଙ୍କୁ ହତ୍ୟା, ମୁଣ୍ଡରେ ଗୁଳି ମାରି…

ନୂଆଦିଲ୍ଲୀ,୨୨।୧୨:  ବାଂଲାଦେଶରେ ନିର୍ବାଚନ ଘୋଷଣା ପରେ ରାଜନୈତିକ ହତ୍ୟାର ଘଟଣା ଜାରି ରହିଛି ।ଇକବାଲ ଫୋରମର ଓସମାନ ହାଦିଙ୍କ ପରେ ଅପରାଧୀମାନେ ଏବେ ଖୁଲନାରେ ମୋତାଲେବ...

ପ୍ରଶଂସକଙ୍କୁ ଖୁସି ଖବର ଦେଲେ ପ୍ରିୟଙ୍କା

ବଲିଉଡ୍‌ ପରେ ଆଜିକାଲି ହଲିଉଡ୍‌ରେ ରାଜ୍‌ କରୁଛନ୍ତି ପିସି ଓରଫ୍‌ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା। ହଲିଉଡ୍‌ରେ ସେ ଯେତେ ପ୍ରୋଜେକ୍ଟ କାମ କରନ୍ତୁ ନା...

ବ୍ୟାଙ୍କରୁ ବଡ଼ ଧରଣର ଲୁଟ୍‌

ପାଟଣାଗଡ଼,୨୨।୧୨: ବଲାଙ୍ଗୀର ଜିଲା ବେଲପଡ଼ା ଥାନା ପାର୍ଲିମାଲ ଗାଁରେ ଥିବା ଏକ ରାଷ୍ଟ୍ରାୟତ୍ତ ବ୍ୟାଙ୍କରୁ ଏକ ବଡ଼ ଧରଣର ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ଦୁର୍ୱୃତ୍ତମାନେ...

Moscow Bomb Blast: ଭ୍ଲାଦିମିର ପୁଟିନଙ୍କୁ ବଡ଼ ଝଟକା! ମସ୍କୋ କାର ବୋମା ବିସ୍ଫୋରଣରେ ରୁଷିଆ ଜେନେରାଲଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୨।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଏକ ବଡ଼ ଝଟକା ଲାଗିଛି। ଭ୍ଲାଦିମିର ପୁଟିନଙ୍କ ସେନାର ଅପରେସନାଲ୍ ଟ୍ରେନିଂ ବିଭାଗର ମୁଖ୍ୟ ଲେଫ୍ଟନାଣ୍ଟ ଜେନେରାଲ ଫାନିଲ୍...

ବିନା ଅଧ୍ୟାପକରେ ଚାଲିଛି ଶିକ୍ଷାଦାନ: ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ଅବହେଳିତ

ଭବାନୀପାଟଣା, ୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ସର୍ବପୁରାତନ ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ମୁଖ୍ୟାଳୟ ଭବାନୀପାଟଣା ସହରରେ ଥାଇ ମଧ୍ୟ ଅବହେଳିତ ହୋଇପଡିଛି। ୪୫ବର୍ଷ...

ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର: ଘରେ ଲଗାଇଦେଲେ ନିଆଁ, ପରେ…

ଉଦଳା,୨୨।୧୨: ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର । ପୋଡ଼ି ମାରିବାକୁ ସ୍ବାମୀ ଘରେ ନିଆଁ ଲଗାଇ ଦେଇଥିଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri