Odisha Elections 2024

ଭାରତର ଧାର୍ମିକ ସ୍ବତନ୍ତ୍ରତା ପାଇଁ ସମର୍ଥନ ଜାରି ରହିବ: ଆମେରିକା…

ଓ୍ବାଶିଂଟନ,୭।୧୨ : ଧାର୍ମିକ ସ୍ବାଧୀନତା ପାଇଁ ଆମେରିକା ଭାରତକୁ ପ୍ରଶଂସା କରିଥିଲା। ଆମେରିକାର ବୈଦେଶିକ ବିଭାଗ ମୁଖପାତ୍ର ନେଡ ପ୍ରାଇସ କହିଛନ୍ତି ଯେ ବିଶ୍ୱର ସବୁଠୁ ବଡ ଗଣତନ୍ତ୍ର ହେଉଛି ଭାରତ। ଏହା ବିଭିନ୍ନ ବିଶ୍ୱାସର ବିବିଧତା ଅଟେ। ସମସ୍ତଙ୍କ ପାଇଁ ଧାର୍ମିକ ସ୍ବାଧୀନତାର ସୁରକ୍ଷା ପାଇଁ ଆମେରିକା ଭାରତକୁ ସମର୍ଥନ ଜାରି ରଖିବ ବୋଲି ସେ କହିଛନ୍ତି।

ତଥାପି, ଅନ୍ତର୍ଜାତୀୟ ଧାର୍ମିକ ସ୍ବାଧୀନତା ଉପରେ ଆମର ବାର୍ଷିକ ରିପୋର୍ଟକୁ ନେଇ ଆମର ଚିନ୍ତା ବଢ଼ିବାରେ ଲାଗିଛି। ସ୍ବରାଷ୍ଟ୍ର ବିଭାଗର ମୁଖପାତ୍ର ନେଡ ପ୍ରାଇସ କହିଛନ୍ତି ଯେ ଆମେ ଭାରତ ସମେତ ସମସ୍ତ ଦେଶରେ ଧାର୍ମିକ ସ୍ବାଧୀନତାର ସ୍ଥିତି ଉପରେ ନଜର ରଖିଛୁ। ବିଶ୍ୱର ଦୁଇଟି ବୃହତ ଗଣତାନ୍ତ୍ରିକ ରାଷ୍ଟ୍ର ଆମେରିକା ଏବଂ ଭାରତ ମଧ୍ୟ ଏକ ସ୍ଥାୟୀ ପ୍ରକଳ୍ପ ପାଇଁ ପ୍ରତିଶ୍ରୁତିବଦ୍ଧ ବୋଲି ସେ କହିଛନ୍ତି।

ପ୍ରକୃତରେ, ଚାଇନ, ପାକିସ୍ଥାନ ଏବଂ ମ୍ୟାନମାର ସମେତ୧୨ଟି ଦେଶକୁ ବର୍ତ୍ତମାନର ଧାର୍ମିକ ସ୍ବାଧୀନତାର ଅବସ୍ଥା ପାଇଁ ସ୍ବତନ୍ତ୍ର ତାଲିକାରେ ଆମେରିକା ସ୍ଥାନୀତ କରିଛି। ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନ ଏହା ଘୋଷଣା କରି କହିଛନ୍ତି ଯେ ବିଶ୍ୱର ସରକାର ତଥା ଅଣ-ସରକାରୀ ସଂଗଠନମାନେ ସେମାନଙ୍କର ଧାର୍ମିକ ବିଶ୍ୱାସ ଆଧାରରେ ଲୋକଙ୍କୁ ହଇରାଣ କରୁଛନ୍ତି। ସେମାନଙ୍କୁ ଡରାଯାଇଛି। କେତେକ ଦେଶରେ ଲୋକଙ୍କୁ ଜେଲରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପ୍ରଭାବିତ ଅଞ୍ଚଳରେ ବର୍ଷା ବନ୍ଦ କରିବାକୁ କରାଯାଉଛି କ୍ଲାଉଡ ସିଡିଂର ପ୍ରୟୋଗ

ଜାକର୍ତ୍ତା,୧୬।୫: ବର୍ଷା କରିବା ପାଇଁ ଆପଣ କ୍ଲାଉଡ ସିଡିଂ ବ୍ୟବହାର କରିବା ବିଷୟରେ ନିଶ୍ଚୟ ଶୁଣିଥିବେ । କିନ୍ତୁ ବନ୍ୟା ପ୍ରଭାବିତ ଅଞ୍ଚଳରେ ଅଧିକ ବର୍ଷା...

ସ୍ଲୋଭାକିଆର ପ୍ରଧାନମନ୍ତ୍ରୀଙ୍କ ଉପରକୁ ଗୁଳି ଚଳାଇବାର ପ୍ରଥମ ଭିଡିଓ ଆସିଲା ସାମ୍ନାକୁ

ବ୍ରେଟିସ୍ଲାଭା,୧୬ା୫:  ସ୍ଲୋଭାକିଆର ପ୍ରଧାନମନ୍ତ୍ରୀ ରବର୍ଟ ଫିକୋ  ଗୁଳି ବିନିମୟରେ ଗୁରୁତର ହୋଇଛନ୍ତି। ଫିକୋଙ୍କ ଉପରେ ହୋଇଥିବା ଗୁଳି ବିନିମୟକୁ ବିଶ୍ୱର ନେତାମାନେ ନିନ୍ଦା କରିଛନ୍ତି ଏବଂ...

ଗଭୀର ହେଉଛି ଋଷ-ଚାଇନା ସମ୍ପର୍କ, ବିଭିନ୍ନ ଚୁକ୍ତିନାମାରେ କଲେ ସ୍ଵାକ୍ଷର

ବେଜିଂ,୧୬ା୫: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଏବଂ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଉଭୟର ଦେଶର ୭୫ ବର୍ଷ ସମ୍ପର୍କ ପୂର୍ତ୍ତି ଅବସରରେ ବ୍ୟାପକ ରଣନୀତିକ...

ବିପକ୍ଷର କୌଣସି ନେତା ମୋଦିଙ୍କ ସମକକ୍ଷ ହୋଇପାରିବେ ନାହିଁ: ପ୍ରଧାନମନ୍ତ୍ରୀଙ୍କୁ ପ୍ରଶଂସା କଲେ ଆମେରିକୀୟ ବ୍ୟବସାୟୀ

ନୂଆଦିଲ୍ଲୀ/ଓ୍ବାଶିଂଟନ୍‌,୧୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହେଉଛନ୍ତି ଭାରତର ଏକମାତ୍ର ନେତା ଯିଏ ଭବିଷ୍ୟତ ବିଷୟରେ କହୁଛନ୍ତି। ବିରୋଧୀ ଦଳର କେହି ନାହାଁନ୍ତି ଯିଏ ମୋଦିଙ୍କ ଗତିଶୀଳତା...

ଭାରତ ଚନ୍ଦ୍ରରେ ପହଞ୍ଚିଲାଣି, ଆମ ପିଲା ଖାଲରେ ପଡ଼ି ମରୁଛନ୍ତି: ଭାରତକୁ ହୃଦୟ ଖୋଲି ପ୍ରଶଂସା କଲେ ପାକିସ୍ତାନ ସାଂସଦ

ଇସଲାମାବାଦ୍‌,୧୬।୫: ପାକିସ୍ତାନର ସାଂସଦ ସୟଦ ମୁସ୍ତାଫା କମଲ ଭାରତକୁ ହୃଦୟ ଖୋଲି ପ୍ରଶଂସା କରିଛନ୍ତି। ପାକିସ୍ତାନୀ ସାଂସଦ କହିଛନ୍ତି, ଗୋଟିଏ ପଟେ ଖାଲରେ ପଡି ପିଲାମାନେ...

ତୃତୀୟଥର ପ୍ରଧାନମନ୍ତ୍ରୀ ହେବାପରେ ପ୍ରଥମେ ପାକିସ୍ତାନ ଯିବେ ମୋଦି! ଜୋର ଧରିଲା ଚର୍ଚ୍ଚା

ଇସଲାମାବାଦ୍‌,୧୬।୫: ପାକିସ୍ତାନୀ ଗଣମାଧ୍ୟମରେ ଭାରତର ପ୍ରଧାନମନ୍ତ୍ରୀଙ୍କ ବିଷୟରେ ଚର୍ଚ୍ଚା ଜୋର ଧରିଛି। ଲୋକ ସଭା ନିର୍ବାଚନରେ ଜିତିବା ପରେ ମୋଦି ପ୍ରଥମେ ପାକିସ୍ତାନ ଆସିବେ ବୋଲି...

ଶେଷ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ

ମସ୍କୋ,୧୫ା୫: ରୁଷିଆର ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ବୁଧବାର କହିଛନ୍ତି, ତାଙ୍କ ସରକାର ୟୁକ୍ରେନ ପ୍ରସଙ୍ଗରେ ଆଲୋଚନା ପାଇଁ ପ୍ରସ୍ତୁତ। ଚାଇନା ଗସ୍ତ ପୂର୍ବରୁ ଏକ ସାକ୍ଷାତକାରରେ...

ସର୍ବସାଧାରଣରେ ସ୍ଲୋଭାକିଆ ପ୍ରଧାନମନ୍ତ୍ରୀଙ୍କୁ ଗୁଳିମାଡ଼

ନୂଆଦିଲ୍ଲୀ,୧୫ା୫: ସ୍ଲୋଭାକିଆର ପ୍ରଧାନମନ୍ତ୍ରୀ ରବର୍ଟ ଫିକୋଙ୍କୁ ଏକ ସରକାରୀ ବୈଠକ ପରେ ସର୍ବସାଧାରଣରେ ଗୁଳିମାଡ଼ ହୋଇଛି। ଏଥିରେ ସେ ଆହତ ହୋଇଥିବା ସ୍ଥାନୀୟ ମିଡ଼ିଆ ରିପୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri