Posted inଜାତୀୟ

‘ଆଇ ଲଭ୍‌ ୟୁ ଠୁ’ କହିଲେ କେଜ୍‌ରିଓ୍ବାଲ୍‌

ନୂଆଦିଲ୍ଲୀ,୭।୧୨: ଦିଲ୍ଲୀ ମହାନଗର ନିଗମ (ଏମସିଡି) ନିର୍ବାଚନର ଫଳାଫଳ ବୁଧବାର ଘୋଷଣା କରାଯାଇଛି। ୨୫୦ଟି ଆସନ ମଧ୍ୟରୁ ଆମ ଆଦମୀ ପାର୍ଟି ୧୩୪ଟି ଆସନ, ଭାଜପା ୧୦୪, କଂଗ୍ରେସ ୯ ଏବଂ ସ୍ବାଧୀନ ୩ଟି ଆସନ ଜିତିଛି। ନିର୍ବାଚନ ଫଳାଫଳକୁ ନେଇ ଏଏପି ସୁପ୍ରିମୋ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ପ୍ରଥମ ପ୍ରତିକ୍ରିୟା ମଧ୍ୟ ଆସିଛି। ସେ କହିଛନ୍ତି, ସେ ଦିଲ୍ଲୀର ଲୋକଙ୍କୁ ଧନ୍ୟବାଦ ଦେଇଛନ୍ତି। ଏହା ଏକ ବିରାଟ ବିଜୟ। ଦିଲ୍ଲୀବାସୀଙ୍କୁ ଅନେକ ଅନେକ ଅଭିନନ୍ଦନ, ଆଇ ଲଭ୍‌ ୟୁ ଠୁ(ମୁଁ ମଧ୍ୟ ତୁମକୁ ଭଲ ପାଏ)। ଦିଲ୍ଲୀର ଲୋକମାନେ ନିଜ ପୁଅ ଓ ଭାଇଙ୍କୁ ଆଶୀର୍ବାଦ ଦେଇଛନ୍ତି। ବିଦ୍ୟାଳୟ ଏବଂ ଡାକ୍ତରଖାନାଗୁଡ଼ିକର ସମାଧାନ ପାଇଁ ଆମେ ଦିନରାତି କଠିନ ପରିଶ୍ରମ କରିଛୁ। ଏବେ ଲୋକମାନେ ଦିଲ୍ଲୀକୁ ସଫା କରିବା ସହ ଦୁର୍ନୀତିର ମୂଳପୋଛ କରିବାକୁ ଆମକୁ ଦାୟିତ୍ୱ ଦେଇଛନ୍ତି। ଆମେ ତାହାକୁ ସୁଚାରୁ ରୂପେ ତୁଲାଇବୁ। କେବେ ହେଲେ ବିଜୟ ଦେଖି ଅହଂକାରୀ ହୁଅନ୍ତୁ ନାହିଁ ବୋଲି କେଜ୍‌ରିଓ୍ବାଲ୍‌ ନିଜ ଦଳର ନେତାଙ୍କୁ ପରାମର୍ଶ ଦେଇଛନ୍ତି।
ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ମଧ୍ୟ ଏମସିଡି ନିର୍ବାଚନରେ ଏଏପିର ବିଜୟ ପାଇଁ ଦିଲ୍ଲୀବାସୀଙ୍କୁ ଧନ୍ୟବାଦ ଜଣାଇବା ସହ କହିଛନ୍ତି, ବିଶ୍ୱର ସବୁଠୁ ବଡ ତଥା ନକାରାତ୍ମକ ଦଳ ପରାସ୍ତ ହୋଇଛି। ଏହା କେବଳ ବିଜୟ ନୁହେଁ ବରଂ ଦିଲ୍ଲୀକୁ ପରିଷ୍କାର ଏବଂ ଉନ୍ନତ କରିବା ଏକ ବଡ ଦାୟିତ୍ୱ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri