Odisha Elections 2024
Posted inଜାତୀୟ

ମମତାଙ୍କୁ ଲାଗୁଛି ଭୟ

ନୂଆଦିଲ୍ଲୀ,୭।୧୨: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ଭାଜପା ସରକାରଙ୍କ ଉପରେ ବର୍ଷିଛନ୍ତି। ସେ ସଂସଦୀୟ ଗଣତନ୍ତ୍ରର ଭବିଷ୍ୟତ ବିଷୟରେ ଚିନ୍ତା ପ୍ରକଟ କରିଛନ୍ତି। ସେ ଅଭିଯୋଗ କରି କହିଛନ୍ତି, ପାର୍ଲାମେଣ୍ଟରେ ଭାଜପା ବହୁମତ ଉପଯୋଗ କରି ବହୁ ସଂଖ୍ୟାରେ ବିଲ ପାରିତ କରିଛି। ଏନେଇ ଯଦି ବିରୋଧୀ ସ୍ବର ଉତ୍ତୋଳନ କରିବା ସତ୍ତ୍ୱେ ମଧ୍ୟ ସଂଖ୍ୟାଗରିଷ୍ଠତା ହେତୁ ଶାସକ ଦଳ କୌଣସି ଭୋଟ ବିନା ବିଲ ପାରିତ କରିଦେଉଛି। ସେମାନେ ସ୍ଥାୟୀ କମିଟି କିମ୍ବା ଚୟନ କମିଟିର ରିପୋର୍ଟ ମଧ୍ୟ ଗ୍ରହଣ କରନ୍ତି ନାହିଁ। ଏଭଳି ହେଲେ ଆମର ସଂସଦୀୟ ଗଣତନ୍ତ୍ର ଏହାର ସମ୍ମାନ ବଜାୟ ରଖିବାରେ ସକ୍ଷମ ହେବ କି। ମନରେ ଏଭଳି ଭୟ ଆସୁଛି।
ଗଣତନ୍ତ୍ରରେ ବିଭିନ୍ନ ରାଜନୈତିକ ଦଳର ଅନେକ ଆଦର୍ଶ ଅଛି, କିନ୍ତୁ ସଂସଦୀୟ ସଂଖ୍ୟାଗରିଷ୍ଠତା ସର୍ବଦା ଜିତେ। କିନ୍ତୁ ଏହାର ଅର୍ଥ ନୁହେଁ ଯେ ଆପଣ ବିରୋଧୀ, ରାଜ୍ୟ ତଥା ଗଣମାଧ୍ୟମର ସ୍ବରକୁ ଦମନ କରିବେ। ଆମ ଦଳ ସେମାନଙ୍କୁ ପୂର୍ଣ୍ଣ ଶକ୍ତି ସହିତ ସାମ୍ନା କରିବ ଏବଂ ଅତ୍ୟାଚାର ବିରୋଧରେ ଲଢିବା ପାଇଁ ଅନ୍ୟ ବିରୋଧୀ ଦଳ ସହିତ ସହଯୋଗ କରିବ ବୋଲି ମମତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆ ମେଣ୍ଟର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କିଏ ହେବ ବଡ଼ ଭବିଷ୍ୟବାଣୀ କଲେ ମୋଦି, ଜାଣି ତାଜୁବ ହେବେ

ନୂଆଦିଲ୍ଲୀ,୨୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣିଥରେ ଇଣ୍ଡିଆ ମହାମେଣ୍ଟ ଉପରେ ଜୋରଦାର ବର୍ଷିଛନ୍ତି । ବିରୋଧୀଙ୍କୁ ଟାର୍ଗେଟ କରିବା ସହ ସେମାନେ ଭୋଟବ୍ୟାଙ୍କକୁ ଖୁସି କରିବା...

ଗେମିଂ ଜୋନ୍‌ରେ ନିଆଁ: ୨୭ ମୃତ

ରାଜକୋଟ,୨୬ା୫: ଗୁଜରାଟର ରାଜକୋଟସ୍ଥିତ ଗେମିଂ ଜୋନ୍‌ରେ ଶନିବାର ଅପରାହ୍ନରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ୨୭ ଜଣଙ୍କ ମୃତ୍ୟୁ ଘଟିବା ସହ ୩ ଜଣ ଆହତ...

ୟୁପି, ଦିଲ୍ଲୀରେ କମ୍‌ ଭୋଟିଂ ଭାଜପାକୁ କ୍ଷତି

ନୂଆଦିଲ୍ଲୀ,୨୬ା୫ଲୋକ ସଭା ନିର୍ବାଚନ ଶେଷହେବାକୁ ଆଉ ମାତ୍ର ଗୋଟିଏ ପର୍ଯ୍ୟାୟ ବାକି ଥିବାବେଳେ ସବୁଠୁ ବଡ଼ ରାଜ୍ୟ ଉତ୍ତରପ୍ରଦେଶ ଏବଂ ଜାତୀୟ ରାଜଧାନୀ ନୂଆଦିଲ୍ଲୀରେ ମତଦାନ...

ଶିଶୁ ଡାକ୍ତରଖାନାରେ ଭୟଙ୍କର ଅଗ୍ନିକାଣ୍ଡ; ଆଖି ବୁଜିଲେ ୭ ନବଜାତକ, ଅନେକ ଗୁରୁତର

ନୂଆଦିଲ୍ଲୀ,୨୬।୫: ଦିଲ୍ଲୀର ବିବେକ ବିହାର ଅଞ୍ଚଳରେ ଥିବା ଏକ ଶିଶୁ ଡାକ୍ତରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୭ଜଣ ନବଜାତ ଶିଶୁ ଆଖି ବୁଜିଛନ୍ତି। ସେହିଭଳି ଅନେକଙ୍କ...

ଭାରତୀୟ ମହକାଶଚାରୀଙ୍କୁ ତାଲିମ ଦେବ ନାସା

ଓ୍ବାଶିଂଟନ,୨୫ା୫:  ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର ଆଇଏସ୍‌ଏସ୍‌)କୁ ମିଳିତ ମିଶନ ପଠାଇବା ନିମନ୍ତେ ଆମେରିକା ମହକାଶ ପ୍ରତିଷ୍ଠାନ ନାସା ଭାରତୀୟ ମହାକାଶଚାରୀମାନଙ୍କୁ ଅଗ୍ରୀମ ପ୍ରଶିକ୍ଷଣ ପ୍ରଦାନ କରିବ।...

ରାଜସ୍ଥାନର ଫଲୋଡ଼ିରେ ତାପମାତ୍ରା ୫୦ ଟପିଲା

ଜୟପୁର,୨୫ା୫: ରାଜସ୍ଥାନର ଯୋଧପୁର ଅନ୍ତର୍ଗତ ଫଲୋଡ଼ିରେ ଶନିବାର ତାପମାତ୍ରା ୫୦ ଡିଗ୍ରୀ ଅତିକ୍ରମ କରି ରାଜ୍ୟର ସବୁଠୁ ଉତ୍ତପ୍ତ ସ୍ଥାନର ରେକର୍ଡ ହାସଲ କରିଛି। ଶୁକ୍ରବାର...

କେଜରିଓ୍ବାଲଙ୍କ ଗିରଫବେଳେ କାହିଁକି ନିଖୋଜ ଥିଲେ ସ୍ବାତୀ ମାଲିଓ୍ବାଲ, ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୫।୫: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମପି ସ୍ବାତୀ ମାଲିଓ୍ବାଲ ନିକଟରେ ବିବାଦ ଘେରରେ ଅଛନ୍ତି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଗିରଫବେଳେ ସେ...

ଆସୁଛି ବାତ୍ୟା ’ରେମାଲ’: ଆସନ୍ତାକାଲି ମଧ୍ୟାହ୍ନରୁ କୋଲକାତା ବିମାନବନ୍ଦର ୨୧ ଘଣ୍ଟା ପାଇଁ ବନ୍ଦ

କୋଲକାତା,୨୫ା୫: ବାତ୍ୟା ’ରେମାଲ ପ୍ରଭାବ ପାଇଁ ପଶ୍ଚିମବଙ୍ଗ ରବିବାର ଦିନ ୧୨ ଟା ଠାରୁ ସୋମବାର ସକାଳ ୯ ଟା ପର୍ଯ୍ୟନ୍ତ ୨୧ ଘଣ୍ଟା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri