Posted inଜାତୀୟ

ଲୋକ ସଭାରେ ମାମଲା ସମ୍ପର୍କିତ ତଥ୍ୟ ଉପସ୍ଥାପନ କଲେ ଜିତେନ୍ଦ୍ର ସିଂ

ନୂଆଦିଲ୍ଲୀ,୮।୧୨: ଗତ ୫ବର୍ଷ ମଧ୍ୟରେ ଏମ୍‌ପି ଓ ବିଧାୟକଙ୍କ ବିରୋଧରେ ସିବିଆଇ ୫୬ଟି ମାମଲା ରୁଜୁ କରିଛି। ଏଥିରୁ ୨୨ଟି ମାମଲାର ଚାର୍ଜଶିଟ୍‌ ସିବିଆଇ ଦାଖଲ କରିଛି। ଲୋକ ସଭାରେ ଏକ ପ୍ରଶ୍ନର ଲିଖିତ ଉତ୍ତରରେ କାର୍ମିକ, ସାଧାରଣ ଅଭିଯୋଗ ଓ ପେନ୍‌ସନ୍‌ ରାଷ୍ଟ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ ରାଜ୍ୟଓ୍ବାରି ବିଧାନସଭାଗୁଡ଼ିକର ସଦସ୍ୟମାନଙ୍କ ବିରୋଧରେ ଥିବା ମାମଲା ସମ୍ପର୍କିତ ତଥ୍ୟ ଉପସ୍ଥାପନ କରିଛନ୍ତି। ପ୍ରଦତ୍ତ ତଥ୍ୟ ମୁତାବକ ୨୦୧୭-୨୨ରେ ଆନ୍ଧ୍ରପ୍ରଦେଶରେ ସର୍ବାଧିକ ୧୦ ମାମଲା ଦାଏର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟ ପହଞ୍ଚିଲେ ହେମନ୍ତ ସୋରେନ

ରାଞ୍ଚି,୬।୫: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଗିରଫକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ କରିଥିବା ଆବେଦନକୁ କୋର୍ଟ ପ୍ରତ୍ୟାଖ୍ୟାନ କରିବା ପରେ...

ଆମେଠିରେ ରାହୁଲ-ପ୍ରିୟଙ୍କା ନିର୍ବାଚନ ନ ଲଢିବାକୁ ନେଇ କ’ଣ କହିଲେ ମାନେକା

ନୂଆଦିଲ୍ଲୀ,୬।୫: ମାନେକା ଗାନ୍ଧୀ ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ଆମେଠି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ନକରିବା ଉପରେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସେ କହିଥିଲେ ଯେ...

ଦିଲ୍ଲୀ ପରେ ଏବେ ଅହମଦାବାଦରେ ଭୟର ବାତାବରଣ, ସ୍କୁଲକୁ ବୋମାରେ ଉଡାଇ ଦେବାକୁ ଧମକ

ନୂଆଦିଲ୍ଲୀ,୬।୫: ଦିଲ୍ଲୀର ସ୍କୁଲଗୁଡିକ ଉପରେ ବୋମା ମାଡ଼ କରିବାକୁ ଧମକାଇବା ପରେ ଗୁଜୁରାଟର ଅହମଦାବାଦରେ ଆତଙ୍କ ଖେଳିଯାଇଛି। ଅହମଦାବାଦର କେତେକ ବିଦ୍ୟାଳୟକୁ ଧମକପୂର୍ଣ୍ଣ ଇମେଲ ଆସିଛି,...

“ପାକିସ୍ତାନ ଚୁଡ଼ି ପିନ୍ଧି ନାହିଁ”: ଫାରୁକ୍ ଅବଦୁଲ୍ଲାଙ୍କ ବିବାଦୀୟ ବୟାନ

ନୂଆଦିଲ୍ଲୀ,୬।୫: କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ମନ୍ତବ୍ୟକୁ ଜବାବ ଦେଇ ଜମ୍ମୁ କଶ୍ମୀରର ନ୍ୟାସନାଲ କନଫରେନ୍ସ ନେତା ଫାରୁକ୍ ଅବଦୁଲ୍ଲା ରବିବାର କହିଛନ୍ତି ଯେ...

ଦିଲ୍ଲୀରେ ବସିଥିବା ପ୍ରଭୁ ଜଗନ୍ନାଥଙ୍କ ପୁଅ ହିଁ ଏହି କାମ କରିବେ: ମୋଦି

ନୂଆଦିଲ୍ଲୀ/ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଓଡ଼ିଶାର ବ୍ରହ୍ମପୁରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ବିରୋଧୀଙ୍କୁ କଡ଼ା ଆକ୍ଷେପ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଖୁବ୍‌ଶୀଘ୍ର...

ବାହୁବଳି ନେତା ଧନଞ୍ଜୟଙ୍କ ସ୍ତ୍ରୀ ଶ୍ରୀକଳାଙ୍କ କଟିଲା ଟିକେଟ

ଜୈନପୁର,୬।୫: ଲୋକ ସଭା ନିର୍ବାଚନ ମଧ୍ୟରେ ଉତ୍ତରପ୍ରଦେଶରୁ ବଡ ଖବର ଆସିଛି। ବହୁଜନ ସମାଜବାଦୀ ପାର୍ଟି ଜୈନପୁର ଆସନରୁ ପ୍ରାର୍ଥୀ ହୋଇଥିବା ବାହୁବଳି ନେତା ଧନଞ୍ଜୟ...

ପ୍ରକାଶ ପାଇଲା ଆଇସିଏସ୍‌ଇ ଦଶମ, ଆଇଏସ୍‌ସି ଦ୍ୱାଦଶ ରେଜଲ୍ଟ

ନୂଆଦିଲ୍ଲୀ,୬।୫:କାଉନ୍‌ସିଲ୍‌ ଫର୍‌ ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଏକ୍‌ଜାମିନେଶନ୍ସ (ସିଆଇଏସ୍‌ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍‌ଇ ଦଶମ ଏବଂ ଆଇଏସ୍‌ସି ଦ୍ୱାଦଶ ପରୀକ୍ଷା ଫଳ ଆଜି ସିଆଇଏସ୍‌ସିଇ...

ଓଡ଼ିଶାରେ ଏଥର ଡବଲ ଇଞ୍ଜିନ ସରକାର: ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri