Posted inଜାତୀୟ

ହିମାଚଳ ପ୍ରଦେଶ ବିଧାନସଭାର ୬୮ ଆସନ, ବିଜୟୀ ହେଲେ ଜଣେ ମହିଳା

ଶିମଲା,୯ ।୧୨: ହିମାଚଳ ପ୍ରଦେଶ ବିଧାନସଭାର ଫଳାଫଳ ଆସି ସାରିଛି । ଏଠାରେ ୬୮ ବିଧାନସଭା ଆସନରେ କଂଗ୍ରେସ ବହୁମତ ହାସଲ କରି ଏବେ ସରକାର ଗଠନ କରିବାକୁ ପ୍ରସ୍ତୁତ ହେଉଛି । ଏଠାରେ ପ୍ରତି ୫ ବର୍ଷରେ ଶାସନ କ୍ଷମତା ପରିବର୍ତ୍ତନର ପ୍ରକ୍ରିୟା ଜାରି ରହିଛି । ଏବେ ଏଠାରେ କଂଗ୍ରେସର ବିଜୟ ପରେ ଜଣେ ମହିଳା ବିଧାୟିକା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । କାରଣ ରାଜ୍ୟରେ ସେ ଏକମାତ୍ର ମହିଳା ଭାବେ ଚଳିତଥର ବିଧାନସଭା ନିର୍ବାଚନରେ ବିଜୟୀ ହୋଇଛନ୍ତି । ଏହି ନିର୍ବାଚନରେ ଭିନ୍ନ ଭିନ୍ନ ରାଜନୈତିକ ଦଳ ପ୍ରାୟ ୨୪ ଜଣ ମହିଳାଙ୍କୁ ଟିକେଟ ଦେଇଥିଲେ ।
ରାଜ୍ୟରେ ୧୨ ନଭେମ୍ବରରେ ହୋଇଥିବା ନିର୍ବାଚନରେ ମହିଳାଙ୍କ ପଦର୍ଶନ ନିରାଶ ଜନକ ରହିଛି । ୨୪ ଜଣଙ୍କ ମଧ୍ୟରୁ କେବଳ ଜଣେ ମହିଳା ବିଜୟୀ ହୋଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସର୍ବଦା ତାଙ୍କ ଭାଷଣରେ ମହିଳାଙ୍କ କଥା ଉଠାଇଥିବା ବେଳେ ହିମାଚଳ ପ୍ରଦେଶରେ ଯେଉଁ ମହିଳା ବିଜୟୀ ହୋଇଛନ୍ତି ସେ ହେଉଛନ୍ତି ରିନା କଶ୍ୟବ । ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ସେ ହେଉଛନ୍ତି ଭାରତୀୟ ଜନତା ପାର୍ଟି(ଭାଜପା)ର ପ୍ରାର୍ଥି ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନଠାରୁ ହାରିବା ପରେ ଜବାବ ମାଗିଲା BCCI

ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ପାକିସ୍ତାନଠାରୁ ଭାରତର ୧୯ ବର୍ଷରୁ କମ ଫାଇନାଲ ପରାଜୟରେ ଅସନ୍ତୁଷ୍ଟ ଥିବା ଜଣାପଡ଼ିଛି। ଟୁର୍ଣ୍ଣାମେଣ୍ଟରେ ଉପବିଜେତା ପାଇଁ...

ଠକ ସଂସ୍ଥାର ୩ ଅଧିକାରୀ ଅଟକ: ଚାକିରି, ଋଣ କରାଇଦେବେ କହି ନେଉଥିଲେ ଟଙ୍କା

ପାରଳାଖେମୁଣ୍ଡି,୨୩ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ବେକାର ଯୁବତୀ ଯୁବକଙ୍କୁ ବିଭିନ୍ନ ଚାକିରି ଆଉ ସେମାନଙ୍କ ପାଇଁ ଋଣ କରାଇଦେବା ଏବଂ ଘରେ ବସି ଡିଜିଟାଲରେ ଟଙ୍କା...

ଶୀତଦିନେ ମୁହଁ ଘୋଡ଼ାଇ ଶୋଉଥିଲେ ସାବଧାନ! ଏହି ବ୍ୟକ୍ତିଙ୍କ ପାଇଁ ହୋଇପାରେ….

ନୂଆଦିଲ୍ଲୀ,୨୩।୧୨: ପ୍ରାୟତଃ, ଶୀତ ମାସରେ, ଆମେ ଶୋଇବା ସମୟରେ ଆମର ସମ୍ପୂର୍ଣ୍ଣ ମୁହଁକୁ କମ୍ବଳରେ ଘୋଡ଼ାଇ ରଖିଥାଉ କାରଣ ଏହା ଆମକୁ ଆରାମଦାୟକ ଏବଂ ଗରମ...

ଟାର୍ଗେଟରେ କ୍ରିକେଟରଙ୍କ ପରିବାର, ପତ୍ନୀ ପିଲାଙ୍କୁ ମିଳିଲା ହତ୍ୟା ଧମକ

ସିଡ଼ନୀ,୨୩।୧୨: ଡିସେମ୍ବର ୧୪ରେ ଅଷ୍ଟ୍ରେଲିଆର ସିଡନୀର ବଣ୍ଡି ବିଚରେ ଘଟିଥିବା ଭୟଙ୍କର ଗଣ ଗୁଳିକାଣ୍ଡ ସମଗ୍ର ଦେଶକୁ ଚକିତ କରିଦେଇଥିଲା। ପ୍ରାୟ ୩୦ ବର୍ଷ ମଧ୍ୟରେ...

ଟି-୨୦ ବିଶ୍ୱକପ ପରେ ବଦଳିବେ ଅଧିନାୟକ! ସୂର୍ଯ୍ୟକୁମାରଙ୍କ ପରେ ଏହି ୩ ଖେଳାଳିଙ୍କ ମଧ୍ୟରୁ ଜଣଙ୍କୁ ମିଳିପାରେ ଦାୟିତ୍ୱ

ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟ ଦଳ ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ୨୦୨୬ ଟି୨୦ ବିଶ୍ୱକପ ଖେଳିବ। କିନ୍ତୁ, ତାଙ୍କ ଚୟନ ପରଠାରୁ, ଏହି ଟୁର୍ନାମେଣ୍ଟ ଅଧିନାୟକ ଭାବରେ...

ଏବର ଚାଷବାସ

କୃଷି ବିନା ସମ୍ଭବ ନୁହେଁ ଖୁସି। ଖୁସି ସେହିଠାରୁ ଆସେ ଯେଉଁଠି ଥାଏ ଅନ୍ନ। ଅନ୍ନଗ୍ରହଣ ନାଶକରେ ଭୋକ। ଭୋକରୁ ଉତ୍ତୀର୍ଣ୍ଣ ହେବାକୁ ହେଲେ ମାଟି...

ସଙ୍କଟରେ ଗ୍ରାମୀଣ ଶ୍ରମିକଙ୍କ ରୋଜଗାର

ବହୁଚର୍ଚ୍ଚିତ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମାଞ୍ଚଳ ରୋଜଗାର ଗ୍ୟାରେଣ୍ଟି ଆଇନ ବା ଏମ୍‌ଜିଏନ୍‌ଆର୍‌ଇଜିଏ କୁ ସମାପ୍ତ କରି ତା’ ସ୍ଥାନରେ ‘ବିକଶିତ ଭାରତ ରୋଜଗାର ଓ...

ପ୍ରଥମ ପତ୍ନୀଙ୍କ ପରଲୋକର ୭ ବର୍ଷ ପରେ ବିବାହ କଲେ ଏହି କ୍ରିକେଟର, ଦ୍ୱିତୀୟ ପତ୍ନୀଙ୍କ ବୟସ ଜାଣିଲେ…

ଲଣ୍ଡନ,୨୩।୧୨: ଫୁସଫୁସ କର୍କଟ ରୋଗରେ ପ୍ରଥମ ପତ୍ନୀଙ୍କ ମୃତ୍ୟୁର ପ୍ରାୟ ସାତ ବର୍ଷ ପରେ, ପୂର୍ବତନ ଇଂଲଣ୍ଡ ଅଧିନାୟକ ଆଣ୍ଡ୍ରୁ ଷ୍ଟ୍ରସ ପୁନଃବିବାହ କରିଛନ୍ତି। ଷ୍ଟ୍ରସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri