ୟୁକ୍ରେନ ପାଇଁ ୨୭୫ ମିଲିୟନ ଆମେରୀକିୟ ଡଲାରର ଆଉ ଏକ ସେନା ସହାୟତା ଘୋଷଣା କଲା ଆମେରିକା

ୱାଶିଂଟନ,୧୦ ।୧୨: ଆମେରିକା ପ୍ରତିରକ୍ଷା ମନ୍ତ୍ରଣାଳୟ ଶୁକ୍ରବାର ୟକ୍ରେନ୍ ପାଇଁ ୨୭୫ ଆମେରିକୀୟ ଡଲାରର(ପ୍ରାୟ ୨୨.୬୬) ଅରବ ଟଙ୍କା)ର ଆଉ ଏକ ସେନା ସହାୟତା ପ୍ୟାକେଜ ଘୋଷଣା କରିଛି ଆମେରିକା । ପ୍ୟାକେଜରେ ହାଇ ମୋବିଲିଟି ଆର୍ଟିଲରି ରକେଟ ସିଷ୍ଟମ(ଏଚଆଇଏମଏଆରଏସ) ପାଇଁ ଅତିରିକ୍ତ ଗୋଳା-ବାରୁଦ ୮୯୦.୦୦୦ ୧୫୫ ଏମଏମ ଆର୍ଟିଲରି ରାଉଣ୍ଡ ଓ କାଉଣ୍ଟର ଅନମ୍ୟାଡ ଏରିୟଲ ସିଷ୍ଟମ ଉପକରଣ ସାମିଲ ରହିଛି ।
ଏହା ବ୍ୟତୀତ ଆମେରିକା ଦ୍ୱାରା ଘୋଷିତ ସହାୟତା ପ୍ୟାକେଜରେ କାଉଣ୍ଟର-ଏୟାର ଡିଫେନ୍ସ କ୍ଷମତା, ଉଚ୍ଚ ଗତିଶୀଳତା ବାଲା ବହୁ ଉଦ୍ଦେଶିୟ ଚକଲଗା ବାହନ, ଆମ୍ବୁଲାନ୍ସ ଓ ଚିକିତ୍ସା ଉପକରଣ, ପ୍ରାୟ ୧୫ଜେନେରେଟର ଓ ଫିଲ୍ଡ ଉପକରଣ ସାମିଲ ରହିଛି । ଏହି ଘୋଷଣା ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ କରାଯାଇଛି । ଆମେରିକା ପ୍ରତିରକ୍ଷା ବିଭାଗ କହିଛି ରୁଷିଆ ଦ୍ୱାରା ଚଳିତ ବର୍ଷ ୨୪ ଫେବୃୟାରୀରେ ୟୁକ୍ରେନ୍ ଉପରେ ସେନା ଆକ୍ରମଣ ଆରମ୍ଭ କରାଯାଇଥିଲା । ଏହାପରେ ଆମେରିକା ଦ୍ୱାରା ୟୁକ୍ରେନକୁ ୧.୩ ବିଲିୟନ ଆମେରିକି ଡଲାର(ପ୍ରାୟ ୧୫.୯୧ ଖରବ ଟଙ୍କା)ରୁ ଅଧିକ ସେନା ସହାୟତା ପ୍ରଦାନ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri