Posted inଜାତୀୟ

ଛାଡ଼ପତ୍ର ଆବେଦନ ପାଇଁ ବର୍ଷେ ଅଲଗା ରହିବା ଅସାମ୍ବିଧାନିକ ସର୍ତ୍ତ

ନୂଆଦିଲ୍ଲୀ,୧୦।୧୨: ବିବାହ ବିଚ୍ଛେଦ ଆଇନରେ ଆପୋସ ବୁଝାମଣାରେ ଛାଡ଼ପତ୍ର ଆବେଦନ କରିବା ଲାଗି ବର୍ଷେ କିମ୍ବା ତଦୂର୍ଦ୍ଧ୍ୱ ସମୟ ସ୍ବାମୀ ସ୍ତ୍ରୀ ଅଲଗା ରହିବା ଅସାମ୍ବିଧାନିକ ସର୍ତ୍ତ ବୋଲି କେରଳ ହାଇକୋର୍ଟ କହିଛନ୍ତି। ଏହି ସର୍ତ୍ତ ମୌଳିକ ଅଧିକାରର ଉଲ୍ଲଂଘନ କରୁଥିବା ଜଷ୍ଟିସ୍‌ ଏ. ମହମ୍ମଦ ମୁସ୍ତାକ ଏବଂ ଶୋବା ଆନ୍ନାମ୍ମା ଏଆପେନ୍‌ଙ୍କ ଖଣ୍ଡପୀଠ କହିଛନ୍ତି। ବୈବାହିକ ବିବାଦରେ ସ୍ବାମୀ ସ୍ତ୍ରୀଙ୍କ ଭଲ ପାଇଁ ଦେଶରେ ସମାନ ବିବାହ ଅଧିନିୟମ କାର୍ଯ୍ୟକାରୀ କରିବା ଦିଗରେ କେନ୍ଦ୍ର ସରକାର ଗୁରୁତର ସହ ବିଚାର କରିବା ଆବଶ୍ୟକ ବୋଲି ଖଣ୍ଡପୀଠ ଟିପ୍ପଣୀ ଦେଇଛନ୍ତି। ଧର୍ମ ଆଧାରରେ ପକ୍ଷଙ୍କୁ ପରସ୍ପରଠାରୁ ଅଲଗା ରହିବା ସର୍ତ୍ତ ରଖାଯାଇଛି। ଏକ ଧର୍ମନିରପେକ୍ଷ ରାଷ୍ଟ୍ରରେ ନାଗରିକମାନଙ୍କ ସାଧାରଣ କଲ୍ୟାଣକୁ ଆଇନଗତ ପ୍ରାଥମିକତା ମିଳିବା ଆବଶ୍ୟକ ବୋଲି ଖଣ୍ଡପୀଠ କହିଛନ୍ତି। ଛାଡ଼ପତ୍ର ଆଇନ, ୧୮୬୯ର ଧାରା ୧୦ଏ ଅନୁଯାୟୀ ସର୍ବନିମ୍ନ ୧ ବର୍ଷ ଅଲଗା ରହିବାକୁ ଏକ ଖ୍ରୀଷ୍ଟିଆନ ଦମ୍ପତିଙ୍କୁ କୁହାଯାଇଥିବାବେଳେ ଏହାକୁ ସେମାନେ କେରଳ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଷଣ ଦେଉଥିଲେ ଭାଜପା ଏମ୍‌ପି. ଆକ୍ରମଣ କଲା ମହୁମାଛି: ଆଉ ତା’ପରେ…

ଲକ୍ଷ୍ନୌ,୨୭।୧୨: ଉତ୍ତର ପ୍ରଦେଶର ଦେଓରିଆର ରବିନ୍ଦ୍ର କିଶୋର ଶାହି ଷ୍ଟାଡିୟମରେ ସଂସଦୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେଉଥିଲା। କ୍ରୀଡା ମହୋତ୍ସବର ଶେଷ ପର୍ଯ୍ୟାୟ ଶେଷ ହୋଇଥିଲା।...

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

ଦିଲ୍ଲୀରେ ଭୀଷଣ ହେଉଛି ବାୟୂ ପ୍ରଦୂଷଣ, ଏୟାର୍ ପ୍ୟୁରିଫାୟର୍‌ରେ GST କମାଇବାକୁ ମନାକଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,,୨୬।୧୨: ଦିଲ୍ଲୀ ବାୟୁ ପ୍ରଦୂଷଣରେ ଲୋକେ ହନ୍ତସନ୍ତ ହେଉଛନ୍ତି। ସରକାରଙ୍କ ଅନେକ ପଦକ୍ଷେପ ସତ୍ତ୍ୱେ ଏଥିରେ ସୁଧାର ଆସୁ ନାହିଁ। ଫଳରେ ଲୋକେ କେବଳ ଅତ୍ୟାଧୁନିକ...

କାନ୍ଦି କାନ୍ଦି ପୋଲିସ ଷ୍ଟେଶନ ପହଞ୍ଚିଲା ୩ ବର୍ଷର ଶିଶୁ, କହିଲା କେମିତି ହୋମ ଓ୍ବାର୍କ କରିବି ଅଙ୍କଲ…

ରାଜାପୁର,୨୬।୧୨: ମଧ୍ୟପ୍ରଦେଶ ଶୁଜାପୁର ଜିଲାରେ ଏକ ଆକର୍ଷଣୀୟ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଚେରି ନାମକ ଜଣେ ୩ ବର୍ଷୀୟ ସ୍କୁଲ ଛାତ୍ରୀ ତାଙ୍କ ସ୍କୁଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri