IPL-2026 ଫାଇନାଲ୍‌ରେ ଟସ୍‌ ଜିତିଲା RCB

IPL-2026 ଫାଇନାଲ୍‌ରେ ଟସ୍‌ ଜିତିଲା RCB ଅହମଦାବାଦ,୩୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL) ୨୦୨୬ର ଫାଇନାଲ ମ୍ୟାଚ୍‌ ରବିବାର ଅହମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି।…

ବିଧାୟକଙ୍କୁ ପରିଗଣନା ଫର୍ମ ବାଣ୍ଟିଲେ ଭଞ୍ଜନଗର ଉପଜିଲାପାଳ, ବିଏଲଓମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଏସ ଆଇ ଆର କାର୍ଯ୍ୟ ଶନିବାର ଠାରୁ ଆରମ୍ଭ ହୋଇଯାଇଛି । ରବିବାର ଭଞ୍ଜନଗର ଉପଜିଲାପାଳ ଉମା ଶଙ୍କର ବେହେରା ଏବଂ ବିଡିଓ ଭାରତୀ ଦେବୀ…

ଯୁବକଙ୍କ ଉପରେ ଚଢ଼ିଗଲା ହାଇଓ୍ବା; ଯୁବକ ମୃତ, ଘଟଣାସ୍ଥଳରେ ଚାପା ଉତ୍ତେଜନା

ବାଙ୍କୀ,୩୧ା୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ବୈଦେସ୍ଵର ଥାନା ଅନ୍ତର୍ଗତ ଖଳିପଲ୍ଲୀ ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି । ଶନିବାର ବିଳମ୍ବିତ ରାତିରେ ଏକ ହାଇୱା ଦୃତ ଗତିରେ ଆସି ବାଇକକୁ…

ରାଉତିଆ ସମାଜକୁ ଅନୁସୂଚିତ ଜନଜାତି ମାନ୍ୟତା ଦାବି ତେଜିଲା

କୁତ୍ରା,୩୧ା୫(ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅଧୀନ କଟଙ୍ଗଝରିଆ ଗ୍ରାମରେ ରବିବାର ଅଖିଳ ଭାରତୀୟ ରାଉତିଆ ସମାଜର ଏକ ରାଜ୍ୟସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ସମାଜର ବିଭିନ୍ନ ଜିଲାର ପଦାଧିକାରୀ ଏବଂ…

କାଳବୈଶାଖୀ ପ୍ରଭାବ: ୨୪ ଘଣ୍ଟା ପରେ ବି ଅନ୍ଧାରରେ ଦାରିଙ୍ଗବାଡ଼ି, କରେଣ୍ଟ୍‌ ଗଲେ ବିଏସ୍‌ଏନଏଲ୍‌ ସେବା ଅଚଳ

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗତ କିଛିଦିନ ହେଲା କାଳବୈଶାଖୀର ପ୍ରଭାବରେ ଅଞ୍ଚଳ ପ୍ରଭାବିତ ହେଉଛି। ଚଳିତ ସପ୍ତାହରେ ଦୁଇଥର ଜିଲାରେ ବିଦ୍ୟୁତ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡ଼ିଥିବା ବେଳେ ଏହାକୁ ନେଇ ଜିଲାରେ…

ଗୋଟିଏ ଦିନରେ ୧୨ ଅଟୋ ଜବତ କଲା ପୋଲିସ, ଏକାଧିକ ମାମଲା ରୁଜୁ କରି…

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ଏବେ ଆକ୍ସନ ମୋଡ୍‌ରେ ରହିଛି। ଗୋଟିଏ ଦିନରେ ରବିବାର ୧୨ଟି ଯାତ୍ରୀବାହୀ ଅଟୋ ଉପରେ ନେଇଛି ଦୃଢ଼ କାର୍ଯ୍ୟାନୁଷ୍ଠାନ। ପ୍ରକାଶ ଯେ, ଦାରିଙ୍ଗବାଡ଼ି ଆଇଆଇଆସି ସଂଗ୍ରାମ…

କଲ୍ୟାଣ ବାନାର୍ଜୀଙ୍କ ଉପରେ ଆକ୍ରମଣ ନେଇ ଆସିଲା ମମତାଙ୍କ ପ୍ରଥମ ପ୍ରତିକ୍ରିୟା, କହିଲେ ଭାଜପା…

କୋଲକାତା,୩୧ା୫: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମ୍‌ସି) ମୁଖ୍ୟ ମମତା ବାନାର୍ଜୀ ଦଳୀୟ ନେତାଙ୍କ ଉପରେ ଆକ୍ରମଣ ଅଭିଯୋଗ ନେଇ ଭାରତୀୟ ଜନତା ପାର୍ଟି (ଭାଜପା)କୁ ତୀବ୍ର ସମାଲୋଚନା କରିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ, ବରିଷ୍ଠ ଟିଏମ୍‌ସି…

ଉତ୍ତରାଖଣ୍ଡରେ ହଠାତ୍‌ ବଦଳିଗଲା ପାଗ, କେଦାରନାଥରେ ୩ ତୀର୍ଥଯାତ୍ରୀଙ୍କ ପ୍ରାଣହାନି

ଡେରାଡୁନ୍‌,୩୧ା୫: ରବିବାର ଉତ୍ତରାଖଣ୍ଡରେ ହଠାତ୍‌ ପାଗର ପରିବର୍ତ୍ତନ ହୋଇଥିଲା। ଫଳରେ ପର୍ବତଠାରୁ ସମତଳ ଅଞ୍ଚଳ ପର୍ଯ୍ୟନ୍ତ ସବୁକିଛି ଥରାଇ ଦେଇଥିଲା। କେଦାରନାଥରେ ୩ ତୀର୍ଥଯାତ୍ରୀଙ୍କ ପ୍ରାଣହାନି ଘଟିଛି। ତୀର୍ଥଯାତ୍ରା ସ୍ଥଗିତ ରଖାଯାଇଛି। ରାଜ୍ୟ ଜରୁରୀକାଳୀନ ଅପରେସନ୍ସ ସେଣ୍ଟର (SEOC) ଅନୁଯାୟୀ, ସାରା…

ନିରାଡମ୍ବର ଉତ୍ସବରେ ଶପଥ ନେବେ ଶିବକୁମାର, ଜାଣନ୍ତୁ କାହିଁକି ନେଲେ ଏଭଳି ନିଷ୍ପତ୍ତି

ବେଙ୍ଗାଲୁରୁ,୩୧।୫: ବର୍ଷ ବର୍ଷ ଧରି ରାଜନୈତିକ ଚାଲବାଜି ଏବଂ ସିଦ୍ଦାରାମାୟାଙ୍କ ସହ ତୀବ୍ର କ୍ଷମତା ସଂଘର୍ଷ ପରେ, ଡି.କେ. ଶିବକୁମାର ଶେଷରେ କର୍ନାଟକର ମୁଖ୍ୟମନ୍ତ୍ରୀ ହେବାର ତାଙ୍କର ଦୀର୍ଘଦିନର ସ୍ବପ୍ନ ପୂରଣ କରିବାକୁ ପ୍ରସ୍ତୁତ ହୋଇଛନ୍ତି। ସେ ଜୁନ ୩ ଅପରାହ୍ନ…

ଯୁବକଙ୍କୁ ଥାର୍ଡ ଡିଗ୍ରୀ: ବଦଳିଲେ ବାରଙ୍ଗ IIC: ଜାଣନ୍ତୁ କିଏ ହେଲେ ନୂଆ

ବାରଙ୍ଗ, ୩୧।୫(ଲିଙ୍ଗରାଜ ରାଉତ) : ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଦେବା ଅଭିଯୋଗ ପରେ ପୋଲିସ ବିଭାଗ ତତ୍କାଳ କାର୍ଯ୍ୟନୁଷ୍ଠାନ ନେଇଛି। ବାରଙ୍ଗ ଥାନାର IIC ନିରଞ୍ଜନ ବେହେରାଙ୍କୁ ବଦଳି କରାଯାଇ କଟକ DCP ଅଫିସକୁ ପଠାଯାଇଛି। ଏହି ଘଟଣା…

ହର୍ମୁଜ ପ୍ରଣାଳୀରେ ଇରାନ ଅଭିମୁଖେ ଯାଉଥିବା ଜାହାଜ ଉପରେ କ୍ଷେପଣାସ୍ତ୍ର ଆକ୍ରମଣ; ଆମେରିକା କଲାଣି ଏମିତି ଦାବି ଚିନ୍ତାରେ ପଡ଼ିଲାଣି ସାରା ବିଶ୍ୱ

ତେହରାନ,୩୧।୫: ଶନିବାର ଆମେରିକା ଚେତାବନୀ ଦେଇଛି ଯେ ଆବଶ୍ୟକ ହେଲେ ଇରାନ ବିରୁଦ୍ଧରେ ସାମରିକ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିବାକୁ ପ୍ରସ୍ତୁତ। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁନର୍ବାର କହିଛନ୍ତି ଯେ ତେହରାନ ସହିତ ଯେକୌଣସି ଚୁକ୍ତି ଆମେରିକାର ପ୍ରମୁଖ ସର୍ତ୍ତ ପୂରଣ କରିବାକୁ…

ଦାବି ବିଶ୍ୱଗୁରୁର, ହେଲେ ଦେଶରେ ଗୋଟିଏ ବି ପରୀକ୍ଷା କରାଇପାରୁନାହାନ୍ତି; CUET ବିଭ୍ରାଟକୁ ନେଇ ମୋଦିଙ୍କୁ ଘେରିଲେ ରାହୁଲ

ନୂଆଦିଲ୍ଲୀ,୩୦।୫: ଦେଶର ବିଭିନ୍ନ କେନ୍ଦ୍ରରେ କମନ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ-ୟୁଜି (CUET-UG) ୨୦୨୬ ପରୀକ୍ଷା ବିଳମ୍ୱରେ ଆରମ୍ଭ ହେବାକୁ ନେଇ ପ୍ରବଳ ହଙ୍ଗାମା ହୋଇଛି। ପରବର୍ତ୍ତୀ ସମୟରେ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଏହାକୁ ଏକ ବୈଷୟିକ ତ୍ରୁଟି (Technical Glitch)…

ଆୟୁଷ୍ମାନ କାର୍ଡକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ରୋଗୀ ଆଡ୍‌ମିଟ୍‌ ହେବାର ୩ ଦିନ ପୂର୍ବରୁ ହେବ ସବୁ..

.ଭୁବନେଶ୍ୱର,୩୦ା୫: ଆୟୂଷ୍ମାନ କାର୍ଡକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ଆଡମିଟ ପୂର୍ବରୁ ଆୟୂଷ୍ମାନ କାର୍ଡରେ ସବୁ ମେଡିକାଲ ପରୀକ୍ଷା କରାଯିବ। ରୋଗୀ ହସ୍ପିଟାଲରେ ଆଡମିଟ୍‌ ହେବାର ୩ ଦିନ ପୂର୍ବରୁ କାର୍ଡରେ ପରୀକ୍ଷା ହେବ। ୩…

CUET UG ପରୀକ୍ଷାରେ ବି ବିଭ୍ରାଟ: ସମୟସୀମାରେ ହୋଇପାରିଲାନି ଆରମ୍ଭ

ନୂଆଦିଲ୍ଲୀ,୩୦।୫: କିଛି ପରୀକ୍ଷା କେନ୍ଦ୍ରରେ CUET UG ୨୦୨୬ ପରୀକ୍ଷା ସମୟସୀମାରେ ଆରମ୍ଭ ହୋଇପାରି ନାହିଁ। ଯାନ୍ତ୍ରିକ ତ୍ରୁଟି ଯୋଗୁ ପରୀକ୍ଷା ବିଳମ୍ବିତ ହୋଇଛି। ଏହା ପରେ NTA ତୁରନ୍ତ ଏକ ଅପଡେଟ ଜାରି କରି ଏକ ସଂଶୋଧିତ କାର୍ଯ୍ୟସୂଚୀ କାର୍ଯ୍ୟକାରୀ…

ଆକ୍ସନ ମୋଡରେ ମୁଖ୍ୟମନ୍ତ୍ରୀ ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ କଲେ ଚାକିରିରୁ ବରଖାସ୍ତ

ଭୁବନେଶ୍ୱର,୩୦।୫:  ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତିକୁ ଅନୁସରଣ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପୁନର୍ବାର କଠୋର ପଦକ୍ଷେପ ଗ୍ରହଣ କରିଛନ୍ତି। ଭୁବନେଶ୍ୱରର ପୂର୍ବତନ ଅତିରିକ୍ତ ତହସିଲଦାର ଚିତ୍ତରଞ୍ଜନ ପିଲ୍ଲାଙ୍କୁ ଚାକିରିରୁ ବରଖାସ୍ତ କରାଯାଇଛି। ସୂଚନା ଅନୁଯାୟୀ, ସେ ଭୁବନେଶ୍ୱରରେ କାର୍ଯ୍ୟରତ…

ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥୀ ଦେବ ବିଜୁ ସ୍ବାଭିମାନ ମଞ୍ଚ କୋଲନରାରେ ଭାସ୍କର ରାଓଙ୍କ ଶକ୍ତି ପ୍ରଦର୍ଶନ

ଗୁଣପୁର,୩୦॥୫(ସୁଜାତା ପାଢ଼ୀ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପୂର୍ବରୁ ନିଜର ଶକ୍ତି ପ୍ରଦର୍ଶନ କରିଛନ୍ତି ଟାଣୁଆ ନେତା ତଥା ପୂର୍ବତନ ରାଜ୍ୟ ସଭା ସଭ୍ୟ ଏନ୍‌.ଭାସ୍କର ରାଓ। ରାୟଗଡା ଜିଲାର କୋଲନରା ବ୍ଲକରେ ଶୁକ୍ରବାର ନିଜ ସମର୍ଥକଙ୍କୁ ନେଇ ସେ ଶକ୍ତି ପ୍ରଦର୍ଶନ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୬ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୦ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୭ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୫ ମେ ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri