Odisha Elections 2024
Posted inଜାତୀୟ

୨୦୦୦ ଟଙ୍କିଆ ନୋଟ ବନ୍ଦ କରିବାକୁ ଦାବି କଲେ ସୁଶୀଲ ମୋଦି…

ନୂଆଦିଲ୍ଲୀ,୧୨।୧୨ : ସଂସଦର ଶୀତକାଳୀନ ଅଧିବେଶନରେ ଭାରତୀୟ ଜନତା ପାର୍ଟି ଏମ୍‌ପି ତଥା ବିହାରର ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ସୁଶୀଲ ମୋଦି କଳା ଟଙ୍କା ଏବଂ ହୋର୍ଡିଂର ମୂଳ ବୋଲି କହି ୨୦୦୦ ଟଙ୍କା ନୋଟକୁ ରଦ୍ଦ କରିବାକୁ କହିଛନ୍ତି।

ରାଜ୍ୟସଭାରେ ଜନସାଧାରଣଙ୍କ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଆଲୋଚନା ବେଳେ ଭାଜପା ସାଂସଦ ସୁଶୀଲ ଏଭଳି କହିଛନ୍ତି।
ବିମୁଦ୍ରୀକରଣ ପରେ ତୁରନ୍ତ ୫୦୦ ଟଙ୍କାର ନୂଆ ନୋଟ ସହିତ ୨୦୦୦ଟଙ୍କିଆ ନୋଟ ମଧ୍ୟ ଜାରି କରାଯାଇଥିଲା। ସରକାରୀ ସୂଚନା ଅନୁଯାୟୀ, କିଛି ବର୍ଷ ପରେ ଭାରତୀୟ ରିଜର୍ଭ ବ୍ୟାଙ୍କ ୨୦୦୦ଟଙ୍କାର ନୂଆ ନୋଟ ଛାପିବା ବନ୍ଦ କରିଦେଇଛନ୍ତି।

ସୁଶୀଲ କହିଛନ୍ତି,୨୦୦୦ଟଙ୍କିଆ ନୋଟର ପ୍ରଚାର ପାଇଁ ଆଉ କୌଣସି ଯଥାର୍ଥତା ନାହିଁ । ମୁଁ ଭାରତ ସରକାରଙ୍କୁ ଅନୁରୋଧ କରୁଛି ଯେ ପର୍ଯ୍ୟାୟକ୍ରମେ ୨୦୦୦ଟଙ୍କା ନୋଟ ପ୍ରତ୍ୟାହାର କରାଯାଉ।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣ-ଆଣ୍ଡାମାନ ଛୁଇଁଲା ମୌସୁମୀବାୟୁ

ଭୁବନେଶ୍ୱର,୧୯।୫: ଦକ୍ଷିଣ-ପଶ୍ଚିମ ମୌସୁମୀବାୟୁ ରବିବାର କୋମରିନ-ମାଲଦୀପ, ଦକ୍ଷିଣ ବଙ୍ଗୋପସାଗର, ନିକୋବର ଏବଂ ଦକ୍ଷିଣ-ଆଣ୍ଡାମାନ ସାଗର ଦ୍ୱୀପ ଅଞ୍ଚଳକୁ ଅଗ୍ରସର ହୋଇଛି।

ମୋଦିଙ୍କୁ ଟାର୍ଗେଟ କଲେ ରାହୁଲ, ଆପଣ ତ ଭେଜିଟେରିଆନ ଅଟନ୍ତି ମୋଦିଜୀ…

ନୂଆଦିଲ୍ଲୀ,୧୯।୫: ପୁଣି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜୋରଦାର ଟାର୍ଗେଟ କରିଛନ୍ତି ରାହୁଲ ଗାନ୍ଧୀ। ଦିଲ୍ଲୀରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରି ସେ ମୋଦିଙ୍କୁ ନିଶାନା କରିଛନ୍ତି।...

ମୋଦିଙ୍କ ହିନ୍ଦୁ-ମୁସଲମାନ ପ୍ରସଙ୍ଗକୁ କଡ଼ା ସମାଲୋଚନା କଲେ ମେନକା ଗାନ୍ଧୀ, କହିଲେ …

ନୂଆଦିଲ୍ଲୀ,୧୯।୫: ଲୋକ ସଭା ନିର୍ବାଚନରେ ଉତ୍ତରପ୍ରଦେଶର ସୁଲତାନପୁର ଆସନରୁ ମେନକା ଗାନ୍ଧୀ ନିଜ ଭାଗ୍ୟ ପରୀକ୍ଷା କରୁଛନ୍ତି। ଜାତୀୟ ଗଣମାଧ୍ୟମକୁ ଏକ ସାକ୍ଷାତକାର ଦେଇ ସେ...

ମହିଳା ସଂସଦୀୟ ପ୍ରତିନିଧିତ୍ୱ କ୍ଷେତ୍ରରେ ପାକିସ୍ତାନ-ବାଂଲାଦେଶଠାରୁ ବି ପଛରେ ଭାରତ

ନୂଆଦିଲ୍ଲୀ,୧୯ା୫: ଲୋକ ସଭା ନିର୍ବାଚନ ପ୍ରାୟ ଶେଷ ପର୍ଯ୍ୟାୟରେ। ଫଳାଫଳ ପାଇଁ ଆଉ ୧୫ ଦିନ ବାକି ଅଛି। ସମସ୍ତ ଦଳ ସେମାନଙ୍କର ବିଜୟ ଦାବି...

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ବିତର୍କ ହେଲେ ରାହୁଲ ପଚାରିବେ ଏହି ୬ପ୍ରଶ୍ନ, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୧୯।୫: କିଛିଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଏକ ବିତର୍କ କରିବାକୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଚ୍ୟାଲେଞ୍ଜ ସ୍ବୀକାର କରିଥିଲେ। ଯାହା ଖୁବ୍‌...

ଡାକ୍ତର କହିଲେ ଖରାରେ ରଖ, ଅଧଘଣ୍ଟା ପରେ ନବଜାତକ ମୃତ

ମୈନପୁରି, ୧୯।୫: ଉତ୍ତରପ୍ରଦେଶର ମୈନପୁରି ଜିଲା ଭୁଗାଇ ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ୫ ଦିନ ତଳେ ଜନ୍ମିତ ଜଣେ ଶିଶୁକନ୍ୟାକୁ ଖରାରେ...

ଆଜି ମହାକାଶ ଯିବେ ପ୍ରଥମ ଭାରତୀୟ ସ୍ପେସ୍‌ ଟୁରିଷ୍ଟ ଗୋପୀଚାନ୍ଦ

ଓ୍ବାଶିଂଟନ,୧୯ା୫: ଜେଫ୍‌ ବେଜୋସ୍‌ଙ୍କ ବ୍ଲ୍ୟୁ ଅରିଜିନ ମିଶନରେ ପ୍ରଥମ ଭାରତୀୟ ସ୍ପେସ୍‌ ଟୁରିଷ୍ଟ ଭାବେ ଗୋପୀଚାନ୍ଦ ଥୋକାତୁରା ରବିବାର ମହାକାଶକୁ ଯାତ୍ରା କରିବେ। ପାଇଲଟ ଗୋପୀଚାନ୍ଦ...

ନିର୍ବାଚନ ପୂର୍ବରୁ ବଡ଼ ଆଇଟି ରେଡ୍‌, ଜୋତା ବ୍ୟବସାୟୀଙ୍କ ଘରୁ ମିଳିଲା ୪୦ କୋଟି ନଗଦ ଟଙ୍କା

ନୂଆଦିଲ୍ଲୀ,୧୯।୫: ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ବଡ଼ ଆଇଟି ରେଡ୍‌। ଉତ୍ତରପ୍ରଦେଶ ଆଗ୍ରାରେ ବଡ଼ ଧରଣର ଆଇଟି ରେଡ ହୋଇଛି । ଜଣେ ଜୋତା ବ୍ୟବସାୟୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri