Posted inଫୁରସତ

ବିବାହରେ ସ୍ତ୍ରୀଙ୍କୁ ଗଧ ଉପହାର ଦେଲେ ସ୍ବାମୀ

ଇସଲାମାବାଦ୍‌,୧୨।୧୨: ପଡୋଶୀ ଦେଶ ପାକିସ୍ତାନରେ ଗାଈ ଏବଂ ବଳଦ ଅପେକ୍ଷା ଗଧର ବେଶ୍‌ ଗୁରୁତ୍ୱ ରହିଛି। ଏଠାରେ ଆଜଲାନ ଶାହା ନାମକ ଜଣେ ୟୁଟ୍ୟୁବର୍‌ ବିବାହରେ ସ୍ତ୍ରୀଙ୍କୁ ଏକ ଗଧ ଉପହାର ଦେଇ ଚର୍ଚ୍ଚାକୁ ଆସିଛନ୍ତି।
ସମସ୍ତେ ଜାଣନ୍ତି, ବିବାହରେ ବର କନ୍ୟାଙ୍କୁ ଏବଂ କନ୍ୟା ବରଙ୍କୁ ଉପହାର ଦେଇଥାନ୍ତି। ଆଜଲାନ ସ୍ତ୍ରୀଙ୍କୁ ସୁନା ଅଳଙ୍କାର କିମ୍ବା କୌଣସି ଦାମୀ ଉପହାର ଦିଅନ୍ତି। ୟୁଟ୍ୟୁବର୍‌ ଆଜଲାନ ତାଙ୍କ ସ୍ତ୍ରୀ ୱାରିଶାଙ୍କୁ ଏକ ଗଧ ଉପହାର ଦେଇଛନ୍ତି।

ଆଜଲାନଙ୍କ ଅନୁଯାୟୀ, ସେ ପଶୁମାନଙ୍କୁ ବହୁତ ଭଲ ପାଆନ୍ତି, ତେଣୁ ସେ ତାଙ୍କ ରିସେପ୍ସନରେ ସ୍ତ୍ରୀଙ୍କୁ ଏକ ଗଧ ଉପହାର ଦେଇଥିଲେ। କେବଳ ଏତିକି ନୁହେଁ, ଆଜଲାନ ତାଙ୍କ ଇନଷ୍ଟାଗ୍ରାମରେ ଉପହାର ଦେବା ବେଳର ଅନେକ ଭିଡିଓ ଏବଂ ଫଟୋ ଶେୟାର କରିଛନ୍ତି। ଆଜଲାନ ଜଣେ ପଶୁପ୍ରେମୀ ଏବଂ ଭିଡିଓ ନିର୍ମାତା। ତାଙ୍କୁ ଉପହାର ଦିଆଯିବାର ଶୈଳୀ ପାଇଁ ଲୋକମାନେ ତାଙ୍କୁ ପ୍ରଶଂସା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri