ଖାସ୍‌ ଘୋଷଣା କଲେ ଶାହରୁଖ

ବଲିଉଡ୍‌ ଅଭିନେତା ଶାହରୁଖ ଖାନ୍‌ ଆଗାମୀ ଫିଲ୍ମ ‘ପଠାନ’କୁ ନେଇ ବିବାଦ ବଢିବାରେ ଲାଗିଛି। ଏହି ବିବାଦ ମଧ୍ୟରେ ଶାହରୁଖ ତାଙ୍କ ଫିଲ୍ମକୁ ଫିଫା ବିଶ୍ୱକପ୍‌ ଫାଇନାଲରେ ପ୍ରମୋଶନ କରିବାର କାର୍ଯ୍ୟକ୍ରମ ରହିଛି। ସେ ଏକଥା ଇନ୍‌ଷ୍ଟାଗ୍ରାମରେ ଘୋଷଣା କରିଛନ୍ତି। ଇନଷ୍ଟାଗ୍ରାମରେ ଶାହାରୁଖଙ୍କ ଦ୍ୱାରା ଶେୟାର ହୋଇଥିବା ଭିଡିଓରେ ସେ ତାଙ୍କ ଫିଲ୍ମର ଏକ ସଂଳାପରୁ ଆରମ୍ଭ କରିଛନ୍ତି – ‘କୁର୍ସି କି ପେଟିୟାଁ ବାନ୍ଧ୍‌ ଲୋ କିୟୁଙ୍କି ମୌସମ ବଦ୍‌ଲେନେ ୱାଲା ହୈ ..’ ଜିଓ ସିନେମା ଏବଂ ସ୍ପୋର୍ଟସ ୧୮ର ଷ୍ଟୁଡିଓରେ ଫିଫା ବିଶ୍ୱକପ ଦେଖିବାକୁ ଆସୁଛି ଦେଖିବାକୁ ଆସୁଛି।
ଗତ ଚାରି ବର୍ଷ ମଧ୍ୟରେ ଶାହରୁଖ ଗୋଟିଏ ବି ଫିଲ୍ମ କରିନାହାଁନ୍ତି ଏବଂ ତାଙ୍କ ପ୍ରଶଂସକମାନେ ମଧ୍ୟ ତାଙ୍କ ପରବର୍ତ୍ତୀ ରିଲିଜ ‘ପଠାନ’କୁ ଅପେକ୍ଷା କରିଛନ୍ତି। ସିଦ୍ଧାର୍ଥ ଆନନ୍ଦଙ୍କ ଦ୍ୱାରା ନିର୍ଦ୍ଦେଶିତ ଏହି ଫିଲ୍ମ ୨୫ ଜାନୁୟାରୀ ୨୦୨୩ରେ ମୁକ୍ତିଲାଭ କରିବ। ଏହି ଫିଲ୍ମର ପ୍ରଥମ ଗୀତ ‘ବେସରାମ ରଙ୍ଗ’ କିଛି ଦିନ ପୂର୍ବରୁ ମୁକ୍ତିଲାଭ କରିଥିଲା। ଏହାକୁ ନେଇ ଦେଶରେ ବିରୋଧ ଜାରି ରହିଛି। ଅନେକ ସ୍ଥାନରେ ‘ବଏକଟ ପଠାନ’ର ସ୍ଲୋଗାନ ମଧ୍ୟ ଉଠାଯାଉଛି।

 

View this post on Instagram

 

A post shared by Shah Rukh Khan (@iamsrk)


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ବ୍ରେକଅପ କରି ନେଇଛି, ସୁହାନା ଖାଁଙ୍କ ପୋଷ୍ଟ ହେଲା ଭାଇରାଲ!

ମୁମ୍ବାଇ: ଶାହାରୁଖ ଖାଁ ଏବଂ ଗୌରୀ ଖାଁଙ୍କ ଝିଅ ସୁହାନା ଖାଁ ସବୁଠାରୁ ଲୋକପ୍ରିୟ ଷ୍ଟାର କିଡସଙ୍କ ମଧ୍ୟରୁ ଅନ୍ୟତମ । ସେ ଜୋୟା ଅଖତରଙ୍କ...

ବ୍ରେକ ନେଲେ ଶାହାରୁଖ

ମୁମ୍ବାଇ: ବଲିଉଡ ବାଦଶାହା ଶାହାରୁଖ ଖାନ ଗତ ବର୍ଷ ଅର୍ଥାତ୍‌ ୨୦୨୩ ରେ ଏକ ଚମତ୍କାର ପ୍ରତ୍ୟାବର୍ତ୍ତନ କରିଥିଲେ। ପାଞ୍ଚ ବର୍ଷ ପରେ ଶାହାରୁଖ ଫିଲ୍ମ...

‘ଲାହୋର ୧୯୪୭’ରେ ସନ୍ନି ଦେଓଲ

ମୁମ୍ବାଇ: ‘ଗଦର ୨’ର ସଫଳତା ପରେ ସନ୍ନି ଦେଓଲ ଆଉ ଏକ ଦମଦାର ଚଳଚ୍ଚିତ୍ର ‘ଲାହୋର ୧୯୪୭’ସହିତ ପୁଣି ଥରେ ପରଦାକୁ ଆସୁଛନ୍ତି। ଏହା ସଂପୂର୍ଣ୍ଣ...

କଙ୍ଗନାଙ୍କୁ ରାଖୀଙ୍କ ଖୋଲା ଚ୍ୟାଲେଞ୍ଜ

ବମ୍ବେ: ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି ଡ୍ରାମା କୁଇନ୍‌ ରାଖୀ ସାଓ୍ବନ୍ତ। ସର୍ବଦା କିଛି ନା କିଛି କାରଣକୁ ନେଇ ବିବାଦରେ ରହୁଥିବା...

ବାପା ହେଲେ ଏହି ବଲିଉଡ୍‌ ଅଭିନେତା

ବମ୍ବେ: ପୁଣିଥରେ ବାପା ହୋଇଛନ୍ତି ବଲିଉଡ୍‌ ଅଭିନେତା ହରମନ ବାବେଜା। ତାଙ୍କ ଘରକୁ ଏକ କୁନି ରାଜକୁମାରୀ ଆସିଛନ୍ତି। ମାର୍ଚ୍ଚରେ ଅଭିନେତା ବାପା ହୋଇଥିଲେ ହେଁ...

ସଲମାନଙ୍କ ଘର ଉପରକୁ ଗୁଳିମାଡ଼ କରିଥିବା ଅଭିଯୁକ୍ତଙ୍କ ଆତ୍ମହତ୍ୟା

ମୁମ୍ବାଇ,୧ା୫: ବି’ ଟାଉନ୍‌ର ଭାଇଜାନ ସଲମାନ ଖାନଙ୍କ ଘର ଉପରକୁ ଗୁଳିମାଡ଼ ଘଟଣାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ସଲମାନଙ୍କ ଗାଲାକ୍ସି ଆପାର୍ଟମେଣ୍ଟ ବାହାରେ...

ଋଷିଙ୍କୁ ମନେପକାଇଲେ ନୀତୁ

ମୁମ୍ବାଇ: ଅଭିନେତା ଋଷି କପୁରଙ୍କ ଚତୁର୍ଥ ଶ୍ରାଦ୍ଧବାର୍ଷିକୀ ମଙ୍ଗଳବାର ପାଳିତ ହୋଇଯାଇଛି। ବଲିଉଡ୍‌ ଇଣ୍ଡଷ୍ଟ୍ରିର ଏହି ଭେଟେରାନ ଅଭିନେତାଙ୍କର ଦେହାନ୍ତ ହେବାରେ ଇତି ମଧ୍ୟରେ ୪...

ଏହି ଯୁବ କ୍ରିକେଟରଙ୍କୁ ନେଇ ମନର କଥା କହିଲେ ଶାହାରୁଖ

ମୁମ୍ବାଇ,୩୦।୪: କୋଲକାତା ନାଇଟ ରାଇଡର୍ସ ମାଲିକ ଶାହରୁଖ ଖାନ ଆସନ୍ତା ଟି -୨୦ ବିଶ୍ୱକପରେ ତାଙ୍କ ଦଳର ଆକ୍ରମଣାତ୍ମକ ବ୍ୟାଟ୍ସମ୍ୟାନ ରିଙ୍କୁ ସିଂଙ୍କୁ ଭାରତୀୟ ଦଳରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri