ଓଡ଼ିଶାକୁ ଏଗ୍ରିକଲଚର୍‌ ଲିଡର୍‌ଶିପ୍‌ ଆଓ୍ବାର୍ଡ-୨୦୨୨

ଭୁବନେଶ୍ୱର, ୧୬।୧୨(ବ୍ୟୁରୋ):କୃଷି ବିକାଶ ଏବଂ କୃଷକ କଲ୍ୟାଣରେ ଉଲ୍ଲେଖନୀୟ ଅବଦାନ ପାଇଁ ସର୍ବଶ୍ରେଷ୍ଠ ରାଜ୍ୟ ଭାବେ ଜାତୀୟସ୍ତରରେ ପୁରସ୍କୃତ ହୋଇଛି ଓଡ଼ିଶା। ନୂଆଦିଲ୍ଲୀସ୍ଥିତ ଏରୋସିଟିସ୍ଥିତ ହଲିଡେ ଇନ୍‌ଠାରେ ଏଗ୍ରିକଲ୍‌ଚର ଟୁଡେ ଗ୍ରୁପ୍‌ ପକ୍ଷରୁ ଗୁରୁବାର ଅନୁଷ୍ଠିତ ତ୍ରୟୋଦଶ ଏଗ୍ରିକଲଚର ଲିଡରଶିପ୍‌ ଆୱାର୍ଡ-୨୦୨୨ କାର୍ଯ୍ୟକ୍ରମରେ ଏହି ସମ୍ମାନ ପ୍ରଦାନ କରାଯାଇଛି। କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ଅତିରିକ୍ତ ଶାସନ ସଚିବ ଅଞ୍ଜନା ପଣ୍ଡା ଉକ୍ତ ପୁରସ୍କାର ଗ୍ରହଣ କରିଛନ୍ତି। କୃଷି ଉତ୍ପାଦନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ, କୃଷି କ୍ଷେତ୍ରରେ ନୂତନ ନୀତି ନିର୍ଦ୍ଧାରଣ କରିଥିବାରୁ ଜାତୀୟସ୍ତରରେ ଗଠିତ ଜୁରି ପ୍ୟାନେଲ୍‌ ଓଡ଼ିଶାକୁ ପ୍ରଶଂସା କରିଛନ୍ତି। ଏକଦା ଖାଦ୍ୟଶସ୍ୟ ଉତ୍ପାଦନରେ ନିଅଣ୍ଟିଆ ରାଜ୍ୟ ଥିଲା ଓଡ଼ିଶା। ତେବେ ରାଜ୍ୟ ସରକାରଙ୍କ ସମୟୋଚିତ ପଦକ୍ଷେପ ଏବଂ ଚାଷୀଙ୍କ ଅକ୍ଳାନ୍ତ ପରିଶ୍ରମ ଯୋଗୁ ଏବେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ପରିଗଣିତ ହୋଇଛି। ରାଜ୍ୟ ବାହାରକୁ ବଳକା ଚାଉଳ ରପ୍ତାନି କରି ଓଡ଼ିଶା ଉଦାହରଣ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri