ଆତ୍ମହତ୍ୟା ଉଦ୍ୟମ କରିଥିବା ବନ କର୍ମଚାରୀଙ୍କ ମୃତ୍ୟୁ

ବାରିପଦା ଅଫିସ,୧୬ା୧୨: ବହୁ ଚର୍ଚ୍ଚିତ ଶିମିଳିପାଳ ହାତୀ ଶିକାର ଓ ପ୍ରମାଣ ପୋଡ଼ି ଘଟଣାକୁ ନେଇ ଆତ୍ମହତ୍ୟା ଉଦ୍ୟମ କରିଥିବା ବନକର୍ମଚାରୀଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଗୁରୁତର ଅବସ୍ଥାରେ ସେ କଟକ ବଡ଼ ମେଡିକାଲରେ ଚିକିତ୍ସିତ ହେଉଥିବା ବେଳେ ଗୁରୁବାର ରାତିରେ ତାଙ୍କର ପରଲୋକ ଘଟିଛି। ଅଧିକାରୀଙ୍କ ତାଗିଦରେ ଭୟଭୀତ ହୋଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ ବନ କର୍ମଚାରୀ ତୁରାମ ପୂର୍ତ୍ତି।

ସୂଚନାନୁଯାୟୀ, ହାତୀ ମୃତ୍ୟୁ ଓ ପ୍ରମାଣ ନଷ୍ଟ ଘଟଣାର ପ୍ରତ୍ୟକ୍ଷଦର୍ଶୀ ଥିଲେ ତୁରାମ। ପ୍ରଘଟକୁ ସନ୍ଦେହ କରି ନିଲମ୍ବିତ ଉପରିସ୍ଥ କର୍ମଚାରୀ ଜଣକ ଗାଳିଗୁଲଜ କରିବା ନେଇ ତୁରାମ
ଗତ ୧୨ ତାରିଖରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ।
ବ୍ୟାଘ୍ର ସୁରକ୍ଷା ବଳର କର୍ମଚାରୀ ତୁରାମ ଆତ୍ମହତ୍ୟା ଉଦ୍ୟମ ପରେ ବିଭାଗୀୟ କର୍ମଚାରୀ ପ୍ରଥମେ ଯଶୀପୁର ଡାକ୍ତରଖାନା ଭର୍ତ୍ତି କରିଥିଲେ। ସେଠାରେ ଗୁରୁତର ହେବାରୁ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟ ଓ ପରେ କଟକ ସ୍ଥାନାନ୍ତର ହୋଇଥିଲେ। ତେବେ ଉକ୍ତ ଘଟଣାକୁ ନେଇ ତୁରାମଙ୍କ ପରିବାର ଲୋକେ ବନ କର୍ମଚାରୀଙ୍କ ନାଁରେ ଥାନାରେ ହତ୍ୟା ଅଭିଯୋଗ ଦେବେ ବୋଲି କହିଛନ୍ତି। ସାରା ରାଜ୍ୟର ନଜର ଏବେ ଶିମିଳିପାଳ ଅଭୟାରଣ୍ୟ ଉପରେ ଥିବା ବେଳେ ଆଜିର ମୃତ୍ୟୁ ଘଟଣା ପୁଣି ଚର୍ଚ୍ଚାକୁ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲିଙ୍ଗରାଜରୁ ଖୋର୍ଦ୍ଧା ଯାଏ ଦୌଡିଲେ ମନ୍ମଥ

ଭୁବନେଶ୍ୱର,୨।୫: ଭୁବନେଶ୍ୱର ଲୋକ ସଭା ଆସନରୁ ବିଜୁ ଜନତା ଦଳ(ବିଜେଡି)ର ପ୍ରାର୍ଥୀ ମନ୍ମଥ ରାଉତରାୟ ଗୁରୁବାର ପ୍ରାର୍ଥିପତ୍ର ଦାଖଲ କରିବାର କାର୍ଯ୍ୟକ୍ରମ ରହିଛି। ହେଲେ ଏହା...

ଆଜି ପ୍ରାର୍ଥୀପତ୍ର ଦାଖଲ କରିବେ ଧର୍ମେନ୍ଦ୍ର, ଅପରାଜିତା,ମନ୍ମଥ, ଅରୁପ

ଭୁବନେଶ୍ୱର,୨।୫: ଲୋକ ସଭା ନିର୍ବାଚନ ପାଇଁ ଗୁରୁବାର ୪ ହେଭିଓ୍ବେଟ ନେତା ପ୍ରାର୍ଥିପତ୍ର ଦାଖଲ କରିବେ ବୋଲି ଜଣାପଡିଛି। ଏମାନଙ୍କ ମଧ୍ୟରେ ଅଛନ୍ତି ଭୁବନେଶ୍ୱର ଲୋକ...

ଦ୍ୱିତୀୟ ନିର୍ବାଚନ କ୍ଷେତ୍ର କଣ୍ଟାବାଞ୍ଜିରୁ ପ୍ରାର୍ଥିପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟାକ ଗୁରୁବାର କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରୁ ପ୍ରାଥିପତ୍ର ଦାଖଲ କରିବେ ବୋଲି ଖବର ରହିଛି। ଏହା ନବୀନଙ୍କ ଦ୍ୱିତୀୟ ନିର୍ବାଚନ କ୍ଷେତ୍ର।...

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

ପୋର୍ଟ ଭିତରୁ କୋଇଲା ଚାଲାଣ ଘଟଣା: ୫ ଜଣଙ୍କୁ ଗିରଫ କଲା ପୋଲିସ

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ପୋଲିସ ୩ ଦିନର ତଦନ୍ତ ପରେ ବୁଧବାର ଚୋରା କୋଇଲା ଟ୍ରକ୍‌ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ନେଇଛି। କେସ୍‌ ନଂ ୧୨୨/୨୪ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri