Odisha Elections 2024
Posted inଜାତୀୟ

କୋର୍ଟରେ ଜାମିନ ପାଇଁ ଆବେଦନ କଲେ ଆଫ୍‌ତାବ

ନୂଆଦିଲ୍ଲୀ,୧୬।୧୨: ବହୁ ଚର୍ଚ୍ଚିତ ଶ୍ରଦ୍ଧା ଓ୍ବାଲକର ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଆଫ୍‌ତାବ ପୁନାଓ୍ବାଲା ବର୍ତ୍ତମାନ ତିହାର ଜେଲରୁ ବାହାରକୁ ଆସିବାକୁ ଚାହୁଁଛନ୍ତି। ଏଥିପାଇଁ ସେ ଏକ ନୂତନ ପଇଁତରା ଆପଣାଇଛନ୍ତି। ଏହି ମାମଲାରେ ହତ୍ୟାକାରୀ ଆଫତାବ ପୁନାୱାଲା ଦିଲ୍ଲୀର ସାକେତ କୋର୍ଟରେ ଜାମିନ ଆବେଦନ କରିଥିବା ଜଣାପଡ଼ିଛି। ଶନିବାର କୋର୍ଟରେ ତାଙ୍କ ଜାମିନ ଆବେଦନର ଶୁଣାଣି ହେବ। କୋର୍ଟଙ୍କ ରାୟ ପରେ ସେ ବାହାରକୁ ଆସିବେ ନା ଜେଲରେ ରହିବେ ତାହା ସ୍ଥିର ହେବ। ସୂଚନାଯୋଗ୍ୟ, ପୋଲିସର ପଚରାଉଚରା ପରେ ଅଭିଯୁକ୍ତ ଆଫ୍‌ତାବ ବର୍ତ୍ତମାନ ନ୍ୟାୟିକ ହେପାଜତରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମତଦାନ ତଥ୍ୟ ସନ୍ଦେହ ବଢ଼ାଇଲା

ନୂଆଦିଲ୍ଲୀ,୨୩ା୫: ଚଳିତ ଲୋକ ସଭା ନିର୍ବାଚନରେ ଭାରତର ନିର୍ବାଚନ କମିଶନ (ଇସିଆଇ) ମତଦାନର ଚୂଡ଼ାନ୍ତ ତଥ୍ୟ ପ୍ରକାଶ କରିବାରେ ୧୦-୧୧ ଦିନ ନେଉଛନ୍ତି। ଶେଷରେ ଆସୁଥିବା...

ଭାରତର ବିଶ୍ୱ ଭ୍ରମଣ ଏବଂ ପର୍ଯ୍ୟଟନ ସୂଚକାଙ୍କ ତାଲିକାରେ ସୁଧାର

ନୂଆଦିଲ୍ଲୀ,୨୨ା୫: ବିଶ୍ୱ ଅର୍ଥନୈତିକ ଫୋରମର ଭ୍ରମଣ ଏବଂ ପର୍ୟ୍ୟଟନ ବିକାଶ ସୁଚକାଙ୍କ ୨୦୨୪ ରେ ଭାରତର ମାନ୍ୟତା ୩୯ ତମ ସ୍ଥାନକୁ ଉନ୍ନୀତ ହୋଇଛି ଏବଂ...

ପୁଣେ ପୋର୍ଶେ ଦୁର୍ଘଟଣା ମାମଲାରେ ନାବାଳକ ଡ୍ରାଇଭରଙ୍କ ଜାମିନ ବାତିଲ

ପୁଣେ,୨୨ା୫: ଦେଶରେ ଚର୍ଚ୍ଚା ସୃଷ୍ଟି କରିଥିବା ପୁଣେର ପୋର୍ଶେ ଦୁର୍ଘଟଣାରେ ନାବାଳକ ଡ୍ରାଇଭରଙ୍କ ଜାମିନ ବାତିଲ କରିଛନ୍ତି ଜଷ୍ଟିସ ଜୁଭେନାଇଲ ବୋର୍ଡ। ଖବର ଅନୁଯାୟୀ ନାବାଳକ...

ହୋଇଗଲା ସ୍ପଷ୍ଟ, ‘ଇଣ୍ଡିଆ’ ମେଣ୍ଟ ଜିତିଲେ କିଏ ହେବ ପ୍ରଧାନମନ୍ତ୍ରୀ ? ରାହୁଲ-ଖାର୍ଗେଙ୍କୁ ନେଇ…

ନୂଆଦିଲ୍ଲୀ,୨୨।୫: ଭାଜପା ନେତୃତ୍ୱରେ ଲୋକ ସଭା ନିର୍ବାଚନ ଲଢ଼ୁଥିବା ଏନ୍‌ଡିଏ ମେଣ୍ଟର ନେତା ଲଗାତାର ଭାବେ ବିରୋଧୀଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କିଏ ବୋଲି ପ୍ରଶ୍ନ କରୁଛନ୍ତି।...

ପ୍ରଶାନ୍ତ କିଶୋରଙ୍କ ପରେ ଭାଜପାକୁ କେତେ ସିଟ୍‌ ମିଳିବ ଏହି ଆମେରିକୀୟ ରାଜନୀତି ବିଶେଷଜ୍ଞ କଲେ ଭବିଷ୍ୟବାଣୀ…

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୨ା୫: ଲୋକ ସଭା ନିର୍ବାଚନ ବର୍ତ୍ତମାନ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହି ସମୟରେ ଭାରତ ତଥା ବିଦେଶର ଜଣାଶୁଣା ନିର୍ବାଚନ ଜ୍ୟୋତିଷମାନେ ଆସନକୁ ନେଇ କଳ୍ପନାଜଳ୍ପନା...

କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଉପରେ ବୋମା ପକାଇ ଉଡ଼ାଇ ଦେବାକୁ ଧମକ

ନୂଆଦିଲ୍ଲୀ,୨୨ା୫: ଦିଲ୍ଲୀର ସ୍କୁଲ ପରେ ଏବେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଉପରେ ବୋମା ପକାଇ ଉଡ଼ାଇ ଦେବାକୁ ମେଲ୍‌ ଜରିଆରେ ଧମକ ଆସିଛି। ଫଳରେ ଭୟର...

୫ ଲକ୍ଷ ଓବିସି ସାର୍ଟିଫିକେଟକୁ ବାତିଲ କଲେ ହାଇକୋର୍ଟ

କୋଲକାତା,୨୨ା୫: ବୁଧବାର କୋଲକାତା ହାଇକୋର୍ଟ ପଶ୍ଚିମବଙ୍ଗର ମମତା ସରକାରଙ୍କୁ ଏକ ବଡ଼ ଝଟ୍‌କା ଦେଇଛନ୍ତି। ୨୦୧୧ରୁ ଜାରି କରାଯାଇଥିବା ପ୍ରାୟ ୫ ଲକ୍ଷ ଓବିସି ସାର୍ଟିଫିକେଟ୍‌କୁ...

ଭାଷା ଏବଂ ଧର୍ମ ପ୍ରସଙ୍ଗରେ ବୟାନବାଜୀ ନ କରିବାକୁ କଂଗ୍ରେସ-ଭାଜପାକୁ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨ା୫: ଲୋକ ସଭା ନିର୍ବାଚନରେ ​​ନେତାଙ୍କ ପ୍ରଚାର ଏବଂ ଭାଷଣ ସମ୍ପର୍କରେ ନିର୍ବାଚନ ଆୟୋଗ କଠୋର ହୋଇଛନ୍ତି। ନିର୍ବାଚନ ଆୟୋଗ ଭାରତୀୟ ଜନତା ପାର୍ଟି ସଭାପତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri