Posted inଜାତୀୟ

୨୦୨୪ ପୂର୍ବରୁ ଭାରତର ସଡ଼କ ଆମେରିକା ଭଳି ଚମକିବ: ଗଡକରୀ

ନୂଆଦିଲ୍ଲୀ, ୨୦୨୪ ଶେଷ ପୂର୍ବରୁ ଭାରତର ସଡ଼କ ଭିତ୍ତିଭୂମି ଆମେରିକା ଭଳି ଚମକିବ। ୯୫ତମ ଏଫ୍‌ଆଇସିସିଆଇ ବାର୍ଷିକ ସମ୍ମିଳନୀକୁ ସମ୍ବୋଧିତ କରି କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ ଏହା କହିଛନ୍ତି। ସେ କହିଛନ୍ତି, ଦେଶରେ ୱାଲର୍‌ଡ ଷ୍ଟାଣ୍ଡାର୍ଡ ସଡ଼କ ଭିତ୍ତିଭୂମି ତିଆରି କରୁଛୁ ଏବଂ ଜନସାଧାରଣଙ୍କୁ ପ୍ରତିଶ୍ରୁତି ଦେଉଛୁ ଯେ ୨୦୨୪ ଶେଷ ହେବା ପୂର୍ବରୁ ସଡ଼କ ଭିତ୍ତିଭୂମି ଆମେରିକାର ସହିତ ସମାନ ହେବ। ଲଜିଷ୍ଟିକ ମୂଲ୍ୟ ପ୍ରସଙ୍ଗ ସମ୍ପର୍କରେ ସେ କହିଛନ୍ତି ୨୦୨୪ ଶେଷ ସୁଦ୍ଧା ଏହା ୯ ପ୍ରତିଶତ ପର୍ଯ୍ୟନ୍ତ ନେବାକୁ ପ୍ରୟାସ କରାଯାଉଛି। ଆମର ଲଜିଷ୍ଟିକ ମୂଲ୍ୟ ଏକ ବଡ ସମସ୍ୟା ଅଟେ। ବର୍ତ୍ତମାନ ଏହା ୧୬ ପ୍ରତିଶତକୁ ଆସିଛି, କିନ୍ତୁ ୨୦୨୪ ଶେଷବେଳକୁ ଆମେ ଏହାକୁ ୯ ଅଙ୍କ ପର୍ଯ୍ୟନ୍ତ ପହଞ୍ଚାଇବୁ ବୋଲି ଗଡକରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶ ହିଂସା: ଉସମାନ ହାଦିଙ୍କ ହତ୍ୟା ପରେ, ଗଣମାଧ୍ୟମ କାର୍ଯ୍ୟାଳୟରେ ନିଆଁ, ୨୭ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ପ୍ରକାଶିତ ହୋଇନଥିଲା ଖବରକାଗଜ

ଢାକା,୨୦।୧୨: ଯୁବ ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶର ରାଜଧାନୀ ଢାକାରେ ପରିସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲିଗଲା ଯେତେବେଳେ ଜନତା ଦେଶର ଦୁଇଟି...

ଓଲଟିଲା ଗୋରୁ ବୋଝେଇ କ୍ୟାଣ୍ଟର: ୫୦ରୁ ଉର୍ଦ୍ଧ୍ୱ ଗୋରୁ ମୃତ

କୋଟପାଡ଼,୨୦।୧୨(କେ. ରାଜଶେଖର ରାଓ): କୋରାପୁଟ ଜ଼ିଲା କୋଟପାଡ଼ରେ ଘୁମର ପଞ୍ଚାୟତ ପୂର୍ତ୍ତ ବିବାଗ ଜୟପୁରକୁ ସଂଯୋଗ କରୁଥିବା ରାସ୍ତା ଉପରେ ଏକ ଗୋରୁ ବୋଝେଇ କ୍ୟାଣ୍ଟର...

ଥରୁଛି ଜି. ଉଦୟଗିରି: ରାଜ୍ୟର ସବୁଠାରୁ କମ୍‌ ତାପମାତ୍ରା, ଜାଣନ୍ତୁ କେତେ…

ଜି.ଉଦୟଗିରି ୨୦/୧୨(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠି ): ରାଜ୍ୟର ଥଣ୍ଡା ସହର ଭାବେ ପରିଚିତ ଉଦୟଗିରିରେ ଦୀର୍ଘ ପନ୍ଦର ଦିନ ହେବ ଶୀତର ଲହର...

ରାତିରେ ଶୋଇବା ପୂର୍ବରୁ ଖାଆନ୍ତୁ ଛୋଟ ଅଳେଇଚ, ଶରୀରରେ ହେବ…

ଅଳେଇଚ ରୋଷେଇ ଘରେ ବ୍ୟବହୃତ ଏକ ବିଶେଷ ମସଲା । ଯାହା କେବଳ ଖାଦ୍ୟର ସ୍ୱାଦ ବୃଦ୍ଧି କରେ ନାହିଁ ବରଂ ଅନେକ ସ୍ୱାସ୍ଥ୍ୟ ଲାଭ...

ଅଧାପନ୍ତରିଆ ଭିତ୍ତିଭୂମି, ପର୍ଯ୍ୟଟକ ନିରାଶ, ଜରାଜୀର୍ଣ୍ଣ ଅବସ୍ଥାରେ…

ଯାଜପୁର,୨୦ା୧୨(ହର୍ଷବର୍ଦ୍ଧନ ବେହେରା): ଏବେ ପିକ୍‌ନିକ୍‌ ଋତୁ। ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ସ୍ବତନ୍ତ୍ର ସ୍ଥାନ ଲାଭ କରିଥିବା ଯାଜପୁର ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀକୁ ପର୍ଯ୍ୟଟକମାନେ ବୁଲିବାକୁ ଆସୁଛନ୍ତି।...

ପାକିସ୍ତାନକୁ ଧନ୍ୟବାଦ ଦେଲା ଆମରିକା, ଖୁସିରେ ଗଦଗଦ ହେଲେ ଶେହବାଜ

ଇସଲାମାବାଦ,୨୦।୧୨: ଗାଜାରେ ଯୁଦ୍ଧ ପରବର୍ତ୍ତୀ ସୁରକ୍ଷା ପ୍ରତିଷ୍ଠା ପାଇଁ ଆମେରିକାର ପ୍ରୟାସ ମଧ୍ୟରେ, ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ପ୍ରକାଶ ପାଇଛି। ପ୍ରସ୍ତାବିତ ଗାଜା...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ ମହିଳା: ଧୋକା ମିଳିବା ପରେ ପୁଣି ଫେରିଲେ ଶାଶୁଘରକୁ, ତା’ପରେ ଯାହା ଘଟିଲା…

ଇନ୍ଦୋର,୨୦।୧୨: ମଧ୍ୟପ୍ରଦେଶର ଇନ୍ଦୋରରେ ଜଣେ ମହିଳା ପ୍ରଥମେ ତାଙ୍କ ସ୍ବାମୀଙ୍କୁ ପ୍ରତାରଣା କରିଥିଲେ ଏବଂ ପରେ ନିଜେ ପ୍ରତାରଣାର ଶିକାର ହୋଇଥିଲେ। ସେ ତାଙ୍କ ପ୍ରେମିକ...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri