ବିଗ୍‌ବସ୍‌ ଏକ୍ସଟେନ୍‌ଶନ ଉପରେ ବାଜିଲା ମୋହର

ବମ୍ବେ: ଆଗକୁ ବଢ଼ିଲା ଫିନାଲେ ଡେଟ୍‌। ପ୍ରଶଂସକଙ୍କ ଭଲପାଇବାକୁ ଦୃଷ୍ଟିରେ ରଖି ନିର୍ମାତାମାନେ ବିଗ୍‌ବସ୍‌ର ୧୬ତମ ସଂସ୍କରଣକୁ ଆଉ କିଛି ଦିନ ବଢ଼ାଇବାକୁ ନିଷ୍ପତ୍ତି ନେଇଛନ୍ତି। ପୂର୍ବରୁ ଏନେଇ କେବଳ ଚର୍ଚ୍ଚା ହେଉଥିଲା। ହେଲେ ଏବେ ଏଥିରେ ମୋହର ବାଜିଛି।

ହୋଷ୍ଟ ସଲମାନଙ୍କ ସାଙ୍ଗକୁ ପ୍ରତିଯୋଗୀମାନଙ୍କ ଝଗଡ଼ା ଯୋଗୁ ଶୋ’ର ଟିଆର୍‌ପି ଦିନକୁ ଦିନ ବଢ଼ୁଛି। ଏହାକୁ ନେଇ ନିର୍ମାତା ଶୋ’ର ଫିନାଲେ ୨୦୨୩ ଫେବୃୟାରୀ ୧୨ରେ ହେବ ବୋଲି ସ୍ପଷ୍ଟ କରିଛନ୍ତି।

ପୂର୍ବରୁ ବିଗ୍‌ବସ୍‌ର ୧୩ତମ ସିଜନ୍‌ ଦର୍ଶକଙ୍କ ଭରପୂର ମନୋରଞ୍ଜନ କରିଥିଲା। ଚଳିତ ଥର ଶିବ ଠାକ୍‌ରେ, ପ୍ରିୟଙ୍କା ଚୌଧୁରୀ, ଶାଲିନ ଭନୋଟ, ଅର୍ଚ୍ଚନା ଗୌତମ ଏବଂ ଅବ୍ଦୁ ରଜିକ୍‌ଙ୍କ ଭଳି ପ୍ରତିଯୋଗୀ ଚର୍ଚ୍ଚାରେ ରହିଛନ୍ତି। ସେମାନଙ୍କ ଯୋଗୁ ଶୋ’ ସୋସିଆଲ ମିଡିଆରେ ଟ୍ରେଣ୍ଡ କରିବା ସହ ଅନେକ ରେକର୍ଡ ଭାଙ୍ଗୁଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ବ୍ରେକଅପ କରି ନେଇଛି, ସୁହାନା ଖାଁଙ୍କ ପୋଷ୍ଟ ହେଲା ଭାଇରାଲ!

ମୁମ୍ବାଇ: ଶାହାରୁଖ ଖାଁ ଏବଂ ଗୌରୀ ଖାଁଙ୍କ ଝିଅ ସୁହାନା ଖାଁ ସବୁଠାରୁ ଲୋକପ୍ରିୟ ଷ୍ଟାର କିଡସଙ୍କ ମଧ୍ୟରୁ ଅନ୍ୟତମ । ସେ ଜୋୟା ଅଖତରଙ୍କ...

ବ୍ରେକ ନେଲେ ଶାହାରୁଖ

ମୁମ୍ବାଇ: ବଲିଉଡ ବାଦଶାହା ଶାହାରୁଖ ଖାନ ଗତ ବର୍ଷ ଅର୍ଥାତ୍‌ ୨୦୨୩ ରେ ଏକ ଚମତ୍କାର ପ୍ରତ୍ୟାବର୍ତ୍ତନ କରିଥିଲେ। ପାଞ୍ଚ ବର୍ଷ ପରେ ଶାହାରୁଖ ଫିଲ୍ମ...

‘ଲାହୋର ୧୯୪୭’ରେ ସନ୍ନି ଦେଓଲ

ମୁମ୍ବାଇ: ‘ଗଦର ୨’ର ସଫଳତା ପରେ ସନ୍ନି ଦେଓଲ ଆଉ ଏକ ଦମଦାର ଚଳଚ୍ଚିତ୍ର ‘ଲାହୋର ୧୯୪୭’ସହିତ ପୁଣି ଥରେ ପରଦାକୁ ଆସୁଛନ୍ତି। ଏହା ସଂପୂର୍ଣ୍ଣ...

କଙ୍ଗନାଙ୍କୁ ରାଖୀଙ୍କ ଖୋଲା ଚ୍ୟାଲେଞ୍ଜ

ବମ୍ବେ: ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି ଡ୍ରାମା କୁଇନ୍‌ ରାଖୀ ସାଓ୍ବନ୍ତ। ସର୍ବଦା କିଛି ନା କିଛି କାରଣକୁ ନେଇ ବିବାଦରେ ରହୁଥିବା...

ବାପା ହେଲେ ଏହି ବଲିଉଡ୍‌ ଅଭିନେତା

ବମ୍ବେ: ପୁଣିଥରେ ବାପା ହୋଇଛନ୍ତି ବଲିଉଡ୍‌ ଅଭିନେତା ହରମନ ବାବେଜା। ତାଙ୍କ ଘରକୁ ଏକ କୁନି ରାଜକୁମାରୀ ଆସିଛନ୍ତି। ମାର୍ଚ୍ଚରେ ଅଭିନେତା ବାପା ହୋଇଥିଲେ ହେଁ...

ସଲମାନଙ୍କ ଘର ଉପରକୁ ଗୁଳିମାଡ଼ କରିଥିବା ଅଭିଯୁକ୍ତଙ୍କ ଆତ୍ମହତ୍ୟା

ମୁମ୍ବାଇ,୧ା୫: ବି’ ଟାଉନ୍‌ର ଭାଇଜାନ ସଲମାନ ଖାନଙ୍କ ଘର ଉପରକୁ ଗୁଳିମାଡ଼ ଘଟଣାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ସଲମାନଙ୍କ ଗାଲାକ୍ସି ଆପାର୍ଟମେଣ୍ଟ ବାହାରେ...

ଋଷିଙ୍କୁ ମନେପକାଇଲେ ନୀତୁ

ମୁମ୍ବାଇ: ଅଭିନେତା ଋଷି କପୁରଙ୍କ ଚତୁର୍ଥ ଶ୍ରାଦ୍ଧବାର୍ଷିକୀ ମଙ୍ଗଳବାର ପାଳିତ ହୋଇଯାଇଛି। ବଲିଉଡ୍‌ ଇଣ୍ଡଷ୍ଟ୍ରିର ଏହି ଭେଟେରାନ ଅଭିନେତାଙ୍କର ଦେହାନ୍ତ ହେବାରେ ଇତି ମଧ୍ୟରେ ୪...

ଏହି ଯୁବ କ୍ରିକେଟରଙ୍କୁ ନେଇ ମନର କଥା କହିଲେ ଶାହାରୁଖ

ମୁମ୍ବାଇ,୩୦।୪: କୋଲକାତା ନାଇଟ ରାଇଡର୍ସ ମାଲିକ ଶାହରୁଖ ଖାନ ଆସନ୍ତା ଟି -୨୦ ବିଶ୍ୱକପରେ ତାଙ୍କ ଦଳର ଆକ୍ରମଣାତ୍ମକ ବ୍ୟାଟ୍ସମ୍ୟାନ ରିଙ୍କୁ ସିଂଙ୍କୁ ଭାରତୀୟ ଦଳରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri