Posted inଜାତୀୟ

ଦେବେନ୍ଦ୍ର ଫଡନଭିସଙ୍କୁ ପୁଣି ମୁଖ୍ୟମନ୍ତ୍ରୀ କରିବାକୁ ଦାବି କଲେ ଭାଜପା ନେତା

ପୁନେ,୧୮।୧୨: ମହାରାଷ୍ଟ୍ରରେ ଶୀତ ଅଧିବେଶନ ପୂର୍ବରୁ ଭାଜପା ରାଜ୍ୟ ସଭାପତି ଚନ୍ଦ୍ରଶେଖର ବାୱାନକୁଲେ ଦେବେନ୍ଦ୍ର ଫଡନଭିସଙ୍କୁ ପୁଣି ମୁଖ୍ୟମନ୍ତ୍ରୀ କରିବାକୁ ଦାବି କରିଛନ୍ତି। ବାୱାନକୁଲେ କହିଛନ୍ତି, ମହାରାଷ୍ଟ୍ର ଅଧ୍ୟକ୍ଷ ଥିବା ସମୟରେ ଫଡନଭିସ ପୁଣି ଥରେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ହେବା ଉଚିତ୍‌। ମରାଠା ହେଉ କି ଅନ୍ୟ କୌଣସି ସମାଜକୁ ନ୍ୟାୟ ପ୍ରଦାନ କରିବା ପାଇଁ ଫଡନଭିସ କାର୍ଯ୍ୟ କରିଛନ୍ତି। ୨୦୧୪ ରୁ ୨୦୧୯ର ଯୁଗ ପୁଣି ଥରେ ମହାରାଷ୍ଟ୍ରରେ ଫେରିବା ଉଚିତ୍‌। ନାଗପୁରର ସନ୍ଥ ସାନ୍ତାଜୀ ଜଗନାଡେ ମହାରାଜ ମେମୋରିଆଲ ଆର୍ଟ ଗ୍ୟାଲେରୀର ଭୁମି ପୂଜନ ସମୟରେ ସେ ଏହି ମନ୍ତବ୍ୟ ଦେଇଛନ୍ତି। ତାଙ୍କର ଏହି ମନ୍ତବ୍ୟ ଯୋଗୁ ରାଜ୍ୟ ରାଜନୀତି ସରଗରମ ହୋଇଛି।
ବାୱାନକୁଲେ ମୁମ୍ବାଇରେ ମହାବିକାଶ ଅଗାଡି ପଦଯାତ୍ରାକୁ ମଧ୍ୟ ସମାଲୋଚନା କରିଥିଲେ। ସେ କହିଛନ୍ତି, ନୂତନ ସରକାର ରାଜ୍ୟରେ ବିକାଶର ଏକ ବୁଲେଟ ଟ୍ରେନ ଚଳାଇଛନ୍ତି। ମହାବିକାଶ ଅଗାଡି ନିଜର ରାଜନୈତିକ ଅସ୍ତିତ୍ୱକୁ ବିପଦରେ ପକାଇ ଭୟଭୀତ ହୋଇ ଏହି ପଦଯାତ୍ରା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଆସୁଛି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ଖୁସିଖବର: ଟିମ ଇଣ୍ଡିଆରେ…

ନୂଆଦିଲ୍ଲୀ,୨୯।୧୨: ଟି-୨୦ କ୍ରିକେଟରେ ଟିମ ଇଣ୍ଡିଆର ପ୍ରଭାବଶାଳୀ ପ୍ରଦର୍ଶନ ଜାରି ରହିଛି। ସୂର୍ଯ୍ୟକୁମାର ଯାଦବ ଅଧିନାୟକତ୍ୱ ଗ୍ରହଣ କରିବା ପରଠାରୁ, ଭାରତୀୟ ଦଳ ଏହି ଫର୍ମାଟରେ...

ନକଲି ବିଦେଶୀ ମଦ କାରାଖାନା ଠାବ, ନାମୀଦାମୀ କମ୍ପାନୀର ନକଲି ମଦ ଜବତ

କୋଟପାଡ଼ (ରାଜଶେଖର ),୨୯ା୧୨: କୋରାପୁଟ ଜିଲା କୋଟପାଡ଼ ଅଞ୍ଚଳରୁ ବିପୁଳ ପରିମାଣରେ ନକଲି ମଦ ଜବତ ହୋଇଛି । ରବିବାର ରାତିରେ ଅବକାରୀ ବିଭାଗ କର୍ମଚାରୀ...

ସରକାରୀ ଜମିକୁ ଜବରଦଖଲ କଲା ଘରୋଇ ଶିକ୍ଷାନୁଷ୍ଠାନ: ତାଲିଲେ ଗାଁ ଲୋକେ, ଦେଲେ ଏଭଳି ଚେତାବନୀ

ପାଟଣା,୨୯।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ମୂଷା ଖୋରି ଆରଆଇ ସର୍କଲ ଅନ୍ତର୍ଗତ ଭାଲୁଘର ମୌଜାର ହୁଡ଼ି ଓ ସରକାରୀ ଜମିକୁ ବିବେକାନନ୍ଦ...

ପୁଣି ବଦ୍ରି ପାତ୍ରଙ୍କ ବିସ୍ଫୋରଣ, ନବୀନ ପ୍ରଚାରକୁ ଗଲେ ନାହିଁ ବୋଲି ବିଜେଡି….

ଭୁବନେଶ୍ୱର,୨୯ା୧୨: ପୁଣି ଅସନ୍ତୋଷ ଝାଡିଲେ ବରିଷ୍ଠ ବିଜେଡି ବିଧାୟକ ବଦ୍ରିନାରାୟଣ ପାତ୍ର । ନାଁ ନ ନେଇ ‘ପାଣ୍ଡିଆନ ଆଣ୍ଡ୍‌ କୋ’କୁ ଟାର୍ଗେଟ୍‌ କରିଛନ୍ତି । କାହିଁକି...

ଆହୁରି ୩ ଦିନ ଶୀତରେ ଥରିବେ ରାଜ୍ୟବାସୀ, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୯ା୧୨: ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ...

ମା’ ସୁରେଶ୍ଵରୀଙ୍କ ଐତିହାସିକ ଘାଟ ଯାତ୍ରାରେ ଜନସମାଗମ, ବଳି ଦେଲେ ମାନସିକ ପୂରଣ ହୋଇଥିବା ବ୍ୟକ୍ତି

ରିଷିଡା ୨୯/୧୨(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା କେଉଁଟ କୈବର୍ତ୍ତ ଆଞ୍ଚଳିକ ସମାଜ ତରଫରୁ ତେରେସିଂହା ଆମପାଲି ନଦୀ ଘାଟ ଠାରେ ଐତିହାସିକ...

ମୋଦିଙ୍କୁ ପ୍ରଶଂସା କରି ଫସିଲେ ଦିଗବିଜୟ: କଂଗ୍ରେସରେ ହଲଚଲ

ନୂଆଦିଲ୍ଲୀ,୨୯।୧୨: କଂଗ୍ରେସ କାର୍ଯ୍ୟକାରିଣୀ ବୈଠକ ପୂର୍ବରୁ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ ଭାଜପା ଏବଂ ଆରଏସଏସର ସାଂଗଠନିକ ଶକ୍ତିକୁ ପ୍ରଶଂସା କରି ଦଳ ପାଇଁ...

ଅତୀତର ସ୍ମୃତିକୁ ମନେ ପକାଇଲେ ପୁରାତନ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟ ଏବଂ ରାଧାଦାମୋଦର ବାଳିକା ଉଚ୍ଚ ବିଦ୍ୟାଳୟ ୧୯୯୧ ମାଟ୍ରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri