ସାତ ଦିନ ମଧ୍ୟରେ ସରକାର ଗଠନ କରନ୍ତୁ ରାଜନୈତିକ ଦଳ, ରାଷ୍ଟ୍ରପତି ଭଣ୍ଡାରି ଦେଲେ ଅଲଟିମେଟମ

କାଠମାଣ୍ଡୁ,୧୯ ।୧୨: ନେପାଳରେ ନିର୍ବାଚନ ସରିଥିଲେ ବି ଏବେ ପର୍ଯ୍ୟନ୍ତ ସେଠାରେ ସରକାର ଗଠନ ହୋଇପାରି ନାହିଁ । ରବିବାର ରାଷ୍ଟ୍ରପତି ବିଦ୍ୟା ଦେବୀ ଭଣ୍ଡାରୀ ନେପାଳର ସମସ୍ତ ରାଜନୈତିକ ଦଳଙ୍କୁ ୭ ଦିନ ମଧ୍ୟରେ ସରକାର ଗଠନ କରିବାକୁ ଆହ୍ୱାନ ଦେଇଛନ୍ତି । ରାଷ୍ଟ୍ରପତିଙ୍କ ପକ୍ଷରୁ ସରକାର ଗଠନ କରିବାକୁ ୨୫ ଡିସେମ୍ବର ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ସମୟ ଦିଆଯାଇଛି ।
ପ୍ରଧାନମନ୍ତ୍ରୀ ଶେର ବାହାଦୂର ଦେଉବା ମେଣ୍ଟ ସହଯୋଗୀ ପୁଷ୍ପ କମଲ ଦହଲ ପ୍ରଚଣ୍ଡଙ୍କ ସହ ଶାସନ କ୍ଷମତା ବଣ୍ଟନ କରିବାକୁ ନେଇ ଚର୍ଚ୍ଚା କରିଛନ୍ତି । ରାଷ୍ଟ୍ରପତି କାର୍ଯ୍ୟାଳୟ ପକ୍ଷରୁ ଜାରି କରାଯାଇଥିବା ଏକ ବୟାନ ଅନୁଯାୟୀ, ଦାବି ପ୍ରସ୍ତୁତ କରିବା ସମୟରେ ସୀମା ୨୫ ଡିସେମ୍ବର ସନ୍ଧ୍ୟା ୫ଟା ରଖାଯାଇଛି । ୨୭୫ ସଦସ୍ୟ ବିଶିଷ୍ଟ ପ୍ରତିନିଧି ସଭାରେ କୌଣସି ଦଳ ନିକଟରେ ସରକାର ଗଠନ କରିବାକୁ ଆବଶ୍ୟକ ଥିବା ୧୩୮ ଆସନ ନାହିଁ ।
ଦେଉବାଙ୍କ ନେତୃତ୍ୱରେ ଥିବା ନେପାଳି କଂଗ୍ରେସ(ଏନସି) ୮୯ ଆସନ ସହ ନିର୍ବାଚନରେ ସବୁଠାରୁ ବଡ ଦଳ ଭାବେ ଆଗରେ ରହିଛି । ଏହାପରେ ବିରୋଧି ସିପିଏମ-ୟୁଏମଏଲ ୭୮ ଆସନ ସହ ଓ ପ୍ରଚଣ୍ଡଙ୍କ ନେତୃତ୍ୱରେ ଥିବା ସିପିଏମ୍ ମାଓବାଦୀ ସେଣ୍ଟର ୩୨ ଆସନ ହାତେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

ସୃଷ୍ଟି ହେବ ଗଜକେଶରୀ ଯୋଗ, ଏହି ୨ ରାଶିର ବ୍ୟକ୍ତିଙ୍କର କ୍ୟାରିଅରରେ ହେବ ଉନ୍ନତି

ଗ୍ରହ ଏବଂ ନକ୍ଷତ୍ର ମଣ୍ଡଳର ଗତିକୁ ଆଧାର କରି ୨୦୨୬ ମସିହାର ପ୍ରଥମ କିଛି ଦିନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ । ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri