ହୋର୍ଡିଂ ଉପରୁ ଉଦ୍ଧାର ହେଲେ ମୁକ୍ତିକାନ୍ତ

ଭୁବନେଶ୍ୱର,୨୧ା୧୨(ବ୍ୟୁରୋ): ସ୍ଥାନୀୟ ଶିଶୁଭବନ ଛକରେ ଥିବା ବିଜ୍ଞାପନ ହୋର୍ଡିଂ ଉପରେ ବୁଧବାର ପୂର୍ବାହ୍ନରେ ରାଉରକେଲାର ମୁକ୍ତିକାନ୍ତ ବିଶ୍ୱାଳ ନାମକ ଜଣେ ବ୍ୟକ୍ତି ଚଢ଼ି ଯାଇ ଆତ୍ମହତ୍ୟା ଧମକ ଦେଇଥିଲେ। ରାଉରକେଲାରେ ବିଭିନ୍ନ ପ୍ରକଳ୍ପ କରିବା ଦାବି ନେଇ ସେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପାଇଁ ଆସିଥିଲେ। ହେଲେ ମୁଖ୍ୟମନ୍ତ୍ରୀଙ୍କ ସହ ଭେଟ ନ ପାଇବାରୁ ସେ ଏପରି ଅଭିନବ ପ୍ରତିବାଦ କରିଥିଲେ। ସେ ହାତରେ ଡିଜେଲ ବୋତଲ ଧରି ହୋର୍ଡିଂ ଉପରେ ଚଢ଼ି ଯାଇଥିବା ବେଳେ ତାଙ୍କୁ ଉଦ୍ଧାର କରିବା ପାଇଁ ଅଗ୍ନିଶମ ବିଭାଗ ଏବଂ ପୋଲିସକୁ ନାକେଦମ ହେବାକୁ ପଡ଼ିଥିଲା। ଶେଷରେ ତାଙ୍କୁ ଉଦ୍ଧାର କରାଯାଇଥିଲା।

ଅନ୍ୟପକ୍ଷରେ ଉଦ୍ଧାର ପରେ ମୁକ୍ତିକାନ୍ତ କହିଛନ୍ତି, ଏହି ଲଢ଼େଇ ଜାରି ରହିବ। ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଁ ନ ନେଇ ଟାର୍ଗେଟ କଲେ ଧର୍ମେନ୍ଦ୍ର, କହିଲେ ନେତୃତ୍ୱ ନେବାକୁ ନବୀନବାବୁ…

ଭୁବନେଶ୍ୱର,୩।୫: ଖବରଦାତା ସମ୍ମିଳନୀ କରି ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପ୍ରେସମିଟ୍‌ରେ ନାଁ ନ ନେଇ ସେ ନବୀନ ସରକାରଙ୍କୁ ଜବାବ...

ଏତେ କୋଟି ଟଙ୍କାର ମାଲିକ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ହେଲେ ସ୍ତ୍ରୀଙ୍କ ଆୟ…

ଭୁବନେଶ୍ୱର,୩।୫: ପାଖେଇ ଆସିଲାଣି ନିର୍ବାଚନ। ଏନେଇ ମଇଦାନରେ ପ୍ରଚାର ଜୋରଦାର କଲେଣି ନେତା।ଏହାରି ଭିତରେ ନାମାଙ୍କନ ଦାଖଲ ମଧ୍ୟ ଚାଲିଛି। ନାମାଙ୍କନ ଦାଖଲବେଳେ ନେତାଏ ତାଙ୍କ...

ଚିକିତ୍ସାରେ ଅବହେଳା ଅଭିଯୋଗ କରି ଡାକ୍ତରଙ୍କୁ ମାଡ଼, ହସ୍ପିଟାଲରେ ଉତ୍ତେଜନା

ଜଳେଶ୍ୱର,୩।୫(ନବୀନ ସାହୁ): ଚିକିତ୍ସାରେ ଅବହେଳାକୁ କେନ୍ଦ୍ର କରି ଜଳେଶ୍ୱର ଜି.କେ.ଭଟ୍ଟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା ଦେଖାଦେଇଛି। ଏପରିକି ରୋଗୀଙ୍କ ସମ୍ପର୍କୀୟ ମେଡ଼ିକାଲ ଇନ୍‌ଚାର୍ଜ ଦିଲୀପ ପାତ୍ରଙ୍କୁ...

ଆନନ୍ଦପୁର ବିଧାନସଭା ଆସନରୁ ନାମାଙ୍କନ ଦାଖଲ କଲେ ଜୟଦେବ

ହାଟଡିହୀ,୩l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ ଶୁକ୍ରବାର କଂଗ୍ରେସ ପ୍ରାର୍ଥୀ ତଥା ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଶୁକ୍ରବାର ନାମାଙ୍କନପତ୍ର...

ରାସ୍ତାକଡରୁ ଉଦ୍ଧାର ହେଲା ନବଜାତ ଶିଶୁକନ୍ୟା

ଭୁବନେଶ୍ୱର,୩।୫: ବଲାଙ୍ଗିର ଜିଲା ଖର୍ଲିକାନୀ ଗାଁର ରାସ୍ତାକଡରୁ ଉଦ୍ଧାର ହେଲା ନବଜାତ ଶିଶୁକନ୍ୟା। ଶୁକ୍ରବାର ସକାଳେ ଖର୍ଲିକାନ ଗାଁର ରାସ୍ତା କଡରେ ଛୁଆ କାନ୍ଦିବାର ଶୁଣାଯାଇଥିଲା।...

ଶେଷ ଦୁଇ ପର୍ଯ୍ୟାୟ ପାଇଁ ପ୍ରକାଶ ପାଇଲା ବିଜେଡିର ୪୦ ଜଣିଆ ଷ୍ଟାର କ୍ୟାମ୍ପେନର ତାଲିକା

ଭୁବନେଶ୍ୱର,୩।୫: ଆସନ୍ତା ସାଧାରଣ ନିର୍ବାଚନର ଶେଷ ଦୁଇ ପର୍ଯ୍ୟାୟ ପାଇଁ ଶୁକ୍ରବାର ବିଜେଡି ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି । ଏଥିରେ ଦଳର ସଭାପତି...

ସ୍ବାମୀଙ୍କ ପାଇଁ ପ୍ରଚାର କଲେ ସ୍ତ୍ରୀ

ଭୁବନେଶ୍ୱର,୩।୫: ଅଭିନେତା ଆକାଶ ଦାସ ନାୟକଙ୍କ ପ୍ରଚାର ପାଇଁ ମଇଦାନକୁ ଓହ୍ଲାଲେ ସ୍ତ୍ରୀ। ଭାଜପା ବିଧାୟକ ପ୍ରାର୍ଥୀ ଆକାଶଙ୍କ ପାଇଁ ଘରକୁ ଘର ବୁଲି ଭୋଟ...

୨୪ ଘଣ୍ଟାର ବ୍ରେକ୍‌ ପରେ ରାଜଧାନୀରେ ୪୦ ଡେଇଁଲା ତାତି

ଭୁବନେଶ୍ୱର,୩।୫: ୨୪ ଘଣ୍ଟାର ବ୍ରେକ୍‌ ପରେ ରାଜଧାନୀ ଭୁବନେଶ୍ୱରରେ ତାତି ୪୦ ଡିଗ୍ରୀ ଡେଇଁଛି। ଆଜି ଦିନ ସାଢେ ୨ଟା ସୁଦ୍ଧା ଭୁବନେଶ୍ୱରରେ ୪୧.୬ ଡିଗ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri