ଗଜପତି ଜିଲାରେ ମୃଦୁ ଭୂକମ୍ପ, ଘରୁ ବାହାରକୁ ଚାଲି ଆସିଲେ ଲୋକେ

ପାରଳାଖେମୁଣ୍ଡି,୨୧।୧୨: ଗଜପତି ଜିଲା ମୋହନା ଓ ଆର୍‌. ଉଦୟଗିରି ବ୍ଲକର ବିଭିନ୍ନ ଅଞ୍ଚଳରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ବୁଧବାର ସକାଳ ୯.୪୭ ମିନିଟରେ ପ୍ରାୟ ୫/୬ ସେକେଣ୍ଡ ଲୋକେ କମ୍ପନ ଅନୁଭବ କରିଥିବା ବେଳେ ଭୟରେ ଘରୁ ବାହାରକୁ ଚାଲିଆସିଥିଲେ। ଏପରିକି ସ୍କୁଲର ଛାତ୍ରୀଛାତ୍ରମାନେ ମଧ୍ୟ କ୍ଲାସରୁ ବାହାରକୁ ଚାଲି ଆସିଥିଲେ। ତେବେ ସବିଶେଷ ସୂଚନା ମୁତାବକ ମୋହନା, ସମେତ ଲୁହାଗୁଡି, ଅଡବା, ଚନ୍ଦ୍ରଗିରି, ମହେନ୍ଦ୍ରଗଡ ଓ ଆର୍‌ ଉଦୟଗିରି ଅଞ୍ଚଳରେ ଏହି ଭୂମିକମ୍ପ ଅନୁଭୂତ ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆରେ ବଢୁଛି ନିର୍ବାଚନୀ ହାୱା

ବ୍ରହ୍ମପୁର,୧ା୫(ଅଶୋକ କୁମାର ସାହୁ): ଗଞ୍ଜାମ ଜିଲାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ମେ ୧୩ ତାରିଖରେ ହେବ। ଏଥିପାଇଁ ଗାଁଠୁ ସହର ପର୍ଯ୍ୟନ୍ତ ସବୁଠି ବାତାବରଣ ଉଷ୍ମ...

ସାନମାଛ କାନ୍ଦଣା ଡ୍ୟାମ୍‌ରେ ଜଳାଭାବ

କେନ୍ଦୁଝର,୧ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଟପିଯାଇଥିବା ବେଳେ ବିଭିନ୍ନ ଜଳଭଣ୍ଡାର, ନଦୀନାଳର ଜଳସ୍ତର ହ୍ରାସ ପାଇଛି। ବର୍ଷା ହେଉ ନ...

ପ୍ରାର୍ଥିପତ୍ର ଦାଖଲ କଲେ ପଦ୍ମଶ୍ରୀ ଦିଲୀପ ତିର୍କୀ,ଯୋଗେଶ ସିଂହ

ସୁନ୍ଦରଗଡ଼,୧ା୫(ଜୟ ନାରାୟଣ ମେଣ୍ଡୁଳି) ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ ସୁନ୍ଦରଗଡ ଜିଲାରେ ନାମାଙ୍କନ ଦାଖଲର ୩ୟ ଦିନରେ ବିଧାନ ସଭା ଆସନ ପାଇଁ ୪ ଜଣ...

ନିର୍ବାଚନ ବେଳେ ରାଜ ପରିବାରର ସାନ ବୋହୂଙ୍କ ଭିଡିଓ ଭାଇରାଲ

ବଲାଙ୍ଗୀର,୧ା୫(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ରାଜ ପରିବାରର ସାନ ବୋହୂ ଅଦ୍ରିଜା ମଞ୍ଜରୀ ସିଂଙ୍କ ଏକ ଭିଡିଓ ବାର୍ତ୍ତା ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଛି। ଏଥିରେ ସେ...

ଶଙ୍ଖ ଛାଡ଼ିଲେ ପୂର୍ବତନ ବିଧାୟକ

ଛେଣ୍ଡିପଦା,୧ା୫(ଅଜିତ ଧଳ):ଅନୁଗୋଳ ଜିଲା ଛେଣ୍ଡିପଦା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଖଗେଶ୍ୱର ବେହେରା ବିଜେଡିରୁ ଇସ୍ତଫା ଦେଇଛନ୍ତି। ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ସେ...

ଥମୁନି ଶିମିଳିପାଳ ବାନଗ୍ନି

ବାରିପଦା,୧ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସବୁଜ ବନାନୀରେ ଭରପୁର ଶିମିଳିପାଳ ଅଭୟାରଣ୍ୟରେ ବାନଗ୍ନି ଅଣାୟତ୍ତ ହୋଇପଡିଛି । ପ୍ରତିଦିନ ନିଆଁ ଲାଗୁଥିବା ବେଳେ ବନ ବିଭାଗ ରୋକିବାକୁ...

ପାଣ୍ଡିଆନଙ୍କୁ କଡ଼ା ସମାଲୋଚନା କଲେ ପ୍ରଦୀପ, କହିଲେ…

ଭୁବନେଶ୍ୱର,୧।୫: ମୁଖ୍ୟମନ୍ତ୍ରୀ ଓ କାର୍ତ୍ତିକ ପାଣ୍ଡିଆନଙ୍କୁ ସମାଲୋଚନା କରିଛନ୍ତି ଭାଜପା ନେତା ତଥା ବ୍ରହ୍ମପୁରରୁ ଲୋକ ସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ । ଯଦି ତାଙ୍କ...

ରିପିଟ୍‌ ହେବେ ନା ପରିବର୍ତ୍ତନ ଆସିବ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ):ପ୍ରାର୍ଥୀ ଘୋଷଣା ପରେ ଉଷ୍ମ ହେଲାଣି କଳାହାଣ୍ଡି ରାଜନୀତି। ଭୋଟରଙ୍କୁ ନିଜ ଆଡ଼କୁ ଆକୃଷ୍ଟ କରିବା ପାଇଁ କସରତ ଆରମ୍ଭ କରିଦେଲେଣି ତିନି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri