Posted inଜାତୀୟ

୨୦୨୪ରେ ଉତ୍‌କ୍ଷେପଣ ହେବ ଗଗନୟାନ…

ନୂଆଦିଲ୍ଲୀ,୨୨।୧୨ : ମହାକାଶକୁ ଭାରତର ପ୍ରଥମ ମାନବ ମିଶନ ଗଗନୟାନ ୨୦୨୪ ରେ ଉତ୍‌କ୍ଷେପଣ ହେବାର ସମ୍ଭାବନା ଅଛି । କେନ୍ଦ୍ର ରାଜ୍ୟ ମନ୍ତ୍ରୀ ଜିତେନ୍ଦ୍ର ସିଂ ଲୋକ ସଭାରେ କହିଛନ୍ତି ଯେ ଗଗନୟାନ ମିଶନ ଯାଉଥିବା ମହାକାଶଚାରୀମାନେ ବେଙ୍ଗାଲୁରୁରେ ନିର୍ଦ୍ଦିଷ୍ଟ ତାଲିମ ଗ୍ରହଣ କରୁଛନ୍ତି।

କେନ୍ଦ୍ର ମନ୍ତ୍ରୀ କହିଛନ୍ତି, ୨୦୨୩ ର ଶେଷ ତ୍ରୟମାସିକରେ ମାନବବିହୀନ ଜି-୧ ମିଶନ ଆରମ୍ଭ ହେବାକୁ ଲକ୍ଷ୍ୟ ରଖାଯାଇଛି, ଏବଂ ପରେ ୨୦୨୪ର ଦ୍ୱିତୀୟ ତ୍ରୟମାସିକରେ ଦ୍ୱିତୀୟ ମାନବବିହୀନ ’ଜି-୨ ମିଶନ ଆରମ୍ଭ ହେବ। ମାନବ ମିଶନ ୨୦୨୪ର ଚତୁର୍ଥ ତ୍ରୟମାସରେ ଆରମ୍ଭ ହେବାର ଆଶା ରହିଛି ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri