ପୁଣି ଆତଙ୍କ ଘନେଇଲା, ବିଏଫ୍‌.୭ ଭାରିଆଣ୍ଟ ନେଇ ସତର୍କ ରହିବାକୁ ପରାମର୍ଶ…

ନୂଆଦିଲ୍ଲୀ, ୨୨।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୪ ହଜାର ତଳେ ରହିଛି। ସେହିପରି ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।

ଚାଇନାରେ ଆତଙ୍କ ସୃଷ୍ଟି କରିଥିବା ବିଏଫ୍‌.୭ ଭାରିଆଣ୍ଟ ନେଇ ସତର୍କ ରହିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୨ ଶହ ତଳେ ରହିଛି। ଏହା ବଢ଼ି ୧୮୫ ରହିଛି। ଗୋଟିଏ ଦିନ ତଳେ ଏହା ୧୨୮ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୩ ହଜାର ୪୦୨ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩ ହଜାର ୪୦୮ ଥିଲା। ସେହିପରି ୨୪ ଘଣ୍ଟାରେ ୧୯୦ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୨୧୦ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୬୮୧ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୭୬ ହଜାର ୫୧୫ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୪୨ ହଜାର ୪୩୨ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲ ଭାବି ଉଠାଇ ନେଲେ ବୋମା, ବିସ୍ଫୋରଣରେ ଜଣେ ଶିଶୁ ମୃତ, ୩ ଆହତ

କୋଲକାତା,୬।୫: ସୋମବାର ପଶ୍ଚିମବଙ୍ଗର ହୁଗଲିରେ ଏକ ବଡ଼ ଦୁର୍ଘଟଣା ଘଟିଛି। ହୁଗୁଲିର ପାଣ୍ଡୁଆରେ ହୋଇଥିବା ବିସ୍ଫୋରଣରେ ଜଣେ ଶିଶୁଙ୍କର ମତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ତିନି...

NEET ପେପର ଲିକ, ୨୪ ଲକ୍ଷ ପିଲାଙ୍କ ଭବିଷ୍ୟତ ସହ ଖେଳ, ମୋଦିଙ୍କୁ ପ୍ରଶ୍ନ କଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୬।୫: ନିଟ୍‌ ପେପର ଲିକ ହେବାର ଦାବିରେ କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ...

ପୁଣି ବିବାଦରେ ରାହୁଲ ଗାନ୍ଧୀ, କୁଳପତି-ଶିକ୍ଷାବିତମାନେ ଲେଖିଲେ ଖୋଲା ଚିଠି

ନୂଆଦିଲ୍ଲୀ,୬।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୁଣି ଥରେ ବିବାଦରେ ଛନ୍ଦି ହୋଇଛନ୍ତି। ନିକଟରେ ରାହୁଲ ବିଶ୍ୱବିଦ୍ୟାଳୟର ମୁଖ୍ୟ ଚୟନ ପ୍ରକ୍ରିୟା ଉପରେ ପ୍ରଶ୍ନ ଉଠାଇଥିଲେ।...

କୋର୍ଟଙ୍କ କାମ ଟେପ ରେକର୍ଡର ପରି ନୁହେଁ, ସାକ୍ଷୀ ଶତ୍ରୁତା କଲେ କ’ଣ କରିବେ କହିଲେ ସିଜେଆଇ ଚନ୍ଦ୍ରଚୁଡ

ନୂଆଦିଲ୍ଲୀ,୬।୫: ସୁପ୍ରିମକୋର୍ଟ କହିଛନ୍ତି ଯେ ଶୁଣାଣି ସମୟରେ ସାକ୍ଷୀଙ୍କ ବିବୃତ୍ତି ରେକର୍ଡ କରିବା ପାଇଁ କୋର୍ଟ କେବଳ ଟେପ ରେକର୍ଡର ଭଳି କାର୍ଯ୍ୟ କରିବା ଉଚିତ...

ଯିଏ ମୋଦିଙ୍କ ସହ ଠିଆ ହୋଇ ନାହିଁ, ସେ ଦେଶଦ୍ରୋହୀ, ଚନ୍ନିଙ୍କ ବୟାନକୁ ନେଇ କହିଲେ ଆଚାର୍ଯ୍ୟ ପ୍ରମୋଦ କ୍ରିଷ୍ଣମ

ନୂଆଦିଲ୍ଲୀ,୬।୫: ଭାଜପା ନେତା ଆଚାର୍ଯ୍ୟ ପ୍ରମୋଦ କ୍ରିଷ୍ଣମ କହିଛନ୍ତି ଏହା ଧର୍ମଯୁଦ୍ଧ, ଯିଏ ରାମଙ୍କର ହୋଇ ପାରିଲେ ନାହିଁ ସେ ଦେଶର ହୋଇପାରିବେ ନାହିଁ। ସମ୍ଭଲର...

କେ. କବିତାଙ୍କୁ ମିଳିଲା ନାହିଁ ଆଶ୍ୱସ୍ତି, କୋର୍ଟ ଖାରଜ କଲେ ଇଡି-ସିବିଆଇ ମାମଲାର ଜାମିନ ଆବେଦନ

ନୂଆଦିଲ୍ଲୀ,୬।୫: ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ଭାରତ ରାଷ୍ଟ୍ର ସମିତି (ବିଆରଏସ) ନେତା କେ. କବିତା ଗିରଫ ହୋଇଛନ୍ତି। ସୋମବାର (୬ ମେ ୨୦୨୪) ରେ...

ସୁପ୍ରିମକୋର୍ଟ ପହଞ୍ଚିଲେ ହେମନ୍ତ ସୋରେନ

ରାଞ୍ଚି,୬।୫: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଗିରଫକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ କରିଥିବା ଆବେଦନକୁ କୋର୍ଟ ପ୍ରତ୍ୟାଖ୍ୟାନ କରିବା ପରେ...

ଆମେଠିରେ ରାହୁଲ-ପ୍ରିୟଙ୍କା ନିର୍ବାଚନ ନ ଲଢିବାକୁ ନେଇ କ’ଣ କହିଲେ ମାନେକା

ନୂଆଦିଲ୍ଲୀ,୬।୫: ମାନେକା ଗାନ୍ଧୀ ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ଆମେଠି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ନକରିବା ଉପରେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସେ କହିଥିଲେ ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri