Posted inଖେଳ

ଦୁଇଥର ଡିଫେଣ୍ଡିଂ ଚାମ୍ପିୟନଙ୍କୁ ହରାଇଲେ ଓପେଲ୍‌କା

ଓ୍ବାଶିଂଟନ,୨୫।୭(ଏଏଫ୍‌ପି)- ଆମେରିକୀୟ ରିଲି ଓପେଲ୍‌କା ଆଟଲାଣ୍ଟ ଓପନର ଦ୍ୱିତୀୟ ରାଉଣ୍ଡରେ ଜନ ଇସ୍ନରଙ୍କୁ ୭-୬(୭/୨), ୬-୭(୫/୭), ୭-୬(୭/୫) ସେଟ୍‌ରେ ହରାଇ ବିପର୍ଯ୍ୟୟ ସୃଷ୍ଟି କରିଛନ୍ତି। ପରାଜୟ ଯୋଗୁ ଇସ୍ନର ଗତ ୧୦ ବର୍ଷରେ ପ୍ରଥମ ଥର ପାଇଁ ଏହି ଇଭେଣ୍ଟରୁ ଶୀଘ୍ର ବିଦାୟ ନେଇଛନ୍ତି। ଗତ ୧୦ ସଂସ୍କରଣରେ ଇସ୍ନର ଏଠାରେ ୯ ଥର ଫାଇନାଲ ଖେଳିଛନ୍ତି। ପୂର୍ବରୁ ଅଣସିଡ୍‌ ଓପେଲ୍‌କା ଅଷ୍ଟ୍ରେଲିଆନ ଓପନ ଓ ନ୍ୟୁୟର୍କ ଓପନରେ ଇସ୍ନରଙ୍କୁ ହରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବାଂଲାଦେଶକୁ ହରାଇଲା ଭାରତ

ସିଲ୍‌ହେଟ୍‌,୨ା୫:ବାଂଲାଦେଶ ବିପକ୍ଷ ତୃତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ଭାରତ ୭ଉଇକେଟରେ ବିଜୟ ହାସଲ କରିଛି। ଏଥିସହିତ ଦୁଇ ଦଳ ମଧ୍ୟରେ ଚାଲିଥିବା ୫ ମ୍ୟାଚ...

ଟି୨୦ ବିଶ୍ୱକପ ଦଳ ଚୟନକୁ ସମର୍ଥନ କଲେ ରୋହିତ

ମୁମ୍ବାଇ,୨ା୫: ଟି୨୦ କ୍ରିକେଟ ବିଶ୍ୱକପ ପାଇଁ ଦଳ ଚୟନକୁ ସମର୍ଥନ କରିଛନ୍ତି ଭାରତୀୟ ଅଧିନାୟକ ରୋହିତ ଶର୍ମା। ଗୁରବାର ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା...

କାହିଁକି ଟି-୨୦ ବିଶ୍ୱକପ ଦଳରେ ରାହୁଲଙ୍କୁ ମିଳିଲାନି ସ୍ଥାନ, କାରଣ କହିଲେ ଅଜିତ ଅଗରକର

ମୁମ୍ବାଇ,୨ା୫: ଆମେରିକା ଏବଂ ୱେଷ୍ଟଇଣ୍ଡିଜରେ ଖେଳାଯିବାକୁ ଥିବା ଟି-୨୦ ବିଶ୍ୱକପ ପାଇନଭର୍ଟ ୧୫ ଜଣିଆ ଦଳ ଘୋଷଣା କରିଛି। ଏଥିରେ ପ୍ରାରମ୍ଭିକ ବ୍ୟାଟର ତଥା ୱିକେଟ୍...

ଏହି ଫଟୋ ଶେୟାର କରି କପିରାଇଟ୍‌ ଲଗାଇବାକୁ ଏକ୍ସ ମାଲିକଙ୍କୁ ଦାବି କଲେ ଚହଲ: ଜାଣନ୍ତୁ କାହିଁକି

ନୂଆଦିଲ୍ଲ,୨।୫: ୟୁଜଭେନ୍ଦ୍ର ଚହଲ ଆଇପିଏଲ ୨୦୨୪ରେ ଭଲ ବୋଲିଂ ପ୍ରଦର୍ଶନ କରୁଛନ୍ତି। ସେ ଟି-୨୦ ବିଶ୍ୱକପ ୨୦୨୪ରେ ଚୟନ ଆକାରରେ ତାଙ୍କର ଭଲ ବୋଲିଂ ପାଇଁ...

ଆଇପିଏଲ୍‌ ୨୦୨୪ ମଝିରେ ସିଏସ୍‌କେକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨।୫: ଆଇପିଏଲ୍‌ ୨୦୨୪ରେ ଚେନ୍ନାଇ ସୁପର କିଙ୍ଗ୍ସ ବୁଧବାର ୫ମ ପରାଜୟର ସମ୍ମୁଖୀନ ହୋଇଛି। ଏହି ମ୍ୟାଚ୍‌ରେ ଚେନ୍ନାଇ ଟିମ୍‌ ଅନେକ ମାମଲାରେ ଦୁର୍ବଳ ନଜର...

ଶାହରୁଖଙ୍କ ଉପରେ ପ୍ରବଳ ରାଗିଗଲେ ପୁଅ ଅବରାମ:ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨।୫: ଆଜିକାଲି ଆଇପିଏଲର କ୍ରେଜ୍‌ ଚରମ ସୀମାରେ ପହଞ୍ଚିଛି। ନିକଟରେ କୋଲକାତା ଏବଂ ଦିଲ୍ଲୀ ମଧ୍ୟରେ ହୋଇଥିବା ମ୍ୟାଚରେ ଶାହାରୁଖ ଖାନ ଏବଂ ତାଙ୍କ ପୁଅ...

ଅରେଞ୍ଜ୍‌ କ୍ୟାପ୍‌ ଉପରେ କବ୍‌ଜା କଲେ ଗାଏକ୍ୱାଡ୍‌: ଏହି କ୍ରିକେଟର୍‌ଙ୍କ ପାଖରେ ଅଛି ପର୍ପଲ୍‌ କ୍ୟାପ୍‌

ନୂଆଦିଲ୍ଲୀ,୨।୫: ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ଋତୁରାଜ ଗାଇକ୍ୱାଡ ପଞ୍ଜାବ କିଙ୍ଗସ ବିପକ୍ଷରେ ୫ ଚୌକା ଓ ୨ ଛକା ସହାୟତାରେ ୪୮ ବଲରେ ୬୨...

ଆଇପିଏଲ୍‌ ପ୍ଲେ ଅଫ୍‌ ରେସ୍‌ ହେଉଛି ରୋଚକ: ଜାଣନ୍ତୁ କିଏ ଏବେ କେଉଁ ସ୍ଥାନରେ ଅଛନ୍ତି…

ନୂଆଦିଲ୍ଲୀ,୨।୫: ଆଇପିଏଲ୍‌ ୨୦୨୪ର ୪୯ତମ ମ୍ୟାଚରେ ପଞ୍ଜାବ କିଙ୍ଗସ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଚେନ୍ନାଇର ଏମ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ପଞ୍ଜାବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri