ଜଙ୍ଗଲ ଓ ବନ୍ୟଜନ୍ତୁଙ୍କ ସୁରକ୍ଷା ପାଇଁ ଏକ ନିଆରା ଉପାୟ ଆପଣାଇଛନ୍ତି ଡ. ଗଜାନନ ଡି ମୁରାକ୍ତାର। ଲୋକମାନେ ଜଙ୍ଗଲକୁ ଅଧିକ ଗୁରୁତ୍ୱ ଦେଉଥିବାବେଳ ସେଠାରେ ଘାସପଡ଼ିଆ କଥା ଅଧିକ ଚିନ୍ତା କରୁଛନ୍ତି ଡ. ଗଜାନନ। ସେ ୨୫ ବର୍ଷ ହେଲା ଉଦ୍ଭିଦ ଓ ପରିବେଶ ବିଜ୍ଞାନର ପ୍ରାଧ୍ୟାପକ ଭାବେ ମହାରାଷ୍ଟ୍ରର ଚିକାଲଧାରା ବିଜ୍ଞାନ ମହାବିଦ୍ୟାଳୟରେ କାର୍ଯ୍ୟରତ। ସେ ମୁଖ୍ୟତଃ ବ୍ୟାଘ୍ର ସଂରକ୍ଷଣ ଓ ସୁରକ୍ଷିତ ଅଞ୍ଚଳରେ ବନ୍ୟଜନ୍ତୁଙ୍କ ପାଇଁ ବାସସ୍ଥାନ ଏବଂ ଚାରଣଭୂମି ଲାଗି ସବୁଜ ଘାସ ପଡ଼ିଆ ସୃଷ୍ଟି କରୁଛନ୍ତି। ଏଥିପାଇଁ ଡ.ଗଜାନନ ‘ଘାସ ମଣିଷ’ ଭାବେ ଜଣାଶୁଣା। ସେ ସ୍ଥାନୀୟ ଘାସରୁ ମଞ୍ଜି ସଂଗ୍ରହ କରି ତାହାକୁ ପଟାଳିରେ ବଢ଼ାଇବା ପରେ ଜଙ୍ଗଲରେ ଘାସ ନ ଥିବା ସ୍ଥାନରେ ଲଗାଉଛନ୍ତି। ସେ ମଧ୍ୟ ଏକ ଘାସ ମଞ୍ଜି ବ୍ୟାଙ୍କ କରିଛନ୍ତି। ସେ ୧୨ ରାଜ୍ୟରେ ୩୩ଟି ବ୍ୟାଘ୍ର ସଂରକ୍ଷଣ ଓ ସୁରକ୍ଷିତ ଅଞ୍ଚଳରେ ଏହି ପ୍ରକାର ଘାସପଡ଼ିଆ କରିପାରିଛନ୍ତି। ବିସ୍ଥାପିତ ଗ୍ରାମଗୁଡ଼ିକରେ ସେ ଉକ୍ତ ପଡ଼ିଆ ସୃଷ୍ଟିକରି ଜଙ୍ଗଲୀ ଜୀବଙ୍କୁ ପ୍ରତ୍ୟକ୍ଷ କିମ୍ବା ପରୋକ୍ଷ ଭାବେ ଖାଦ୍ୟ ଯୋଗାଉଛନ୍ତି।
ଏଇ ଭାରତରେ
ଚାକିରି ଛାଡ଼ି ଛତିଶଗଡ଼ର ଚାଷୀ ସମୀକ୍ଷା ଚନ୍ଦ୍ରକର ଟମାଟୋ ଓ ଅନ୍ୟାନ୍ୟ ପରିବା ଚାଷକରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ସମୀକ୍ଷା ଏମ୍ବିଏ ପାସ୍ କରିବା...
ଜୀବନର ଧାଁ ଦଉଡ଼
ବହୁତ ତରତର ବା ବ୍ୟସ୍ତ ଥିବା ମଣିଷକୁ ଦେଖି ମନରେ ଉଙ୍କିମାରେ ପ୍ରଶ୍ନଟିଏ, ଇଏ ଏତେ ବ୍ୟସ୍ତ କାହିଁକି? କାମଟି ଧୀରେ ଧୀରେ କଲେ କ’ଣ...
ଟଙ୍କାଖିଆ ମଣିଷ
ପିଲାବେଳର କଥା ମନେପଡ଼େ। ସେତେବେଳେ (ଆଜକୁ ଚାଳିଶ ବର୍ଷ ପୂର୍ବେ) ବିଶେଷକରି ଗାଁ ଲୋକେ ଚାକିରି କରିବା କିମ୍ବା ବାହାର ରାଜ୍ୟକୁ ଯାଇ ଦାଦନ ଖଟିବାକୁ...
ଦୁଇ ଦେଶ ଲୁଟୁଛନ୍ତି
ସମ୍ଭବତଃ ୨୦୨୫ ବର୍ଷଟି ସମସ୍ତଙ୍କର ମନେ ରହିବ, କାରଣ ଆମେରିକାର ରାଷ୍ଟ୍ରପତି ଏହି ବର୍ଷ ବୈଶ୍ୱିକ ବାଣିଜ୍ୟ ବ୍ୟବସ୍ଥାକୁ ଶେଷ କରିଦେଇଛନ୍ତି। କନ୍ତୁ ସତ କଥା...
ଏଇ ଭାରତରେ
ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍ ନ ନେଇ ପଲିଥିନରେ ପରିବା...
ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ
ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...
ଗାନ୍ଧୀ ନୂଅଁାଖାଇ
ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...
ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ
ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...
Archives


