Posted inଜାତୀୟ

ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କୁ ଅପହରଣ ପରେ ହତ୍ୟା

ମିରଟ୍‌,୨୩ା୧୨: ଉତ୍ତରପ୍ରଦେଶର ବାଗପତ୍‌ ଜିଲାର କେକାଡା ଅଧୀନ ଫଖରପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬ ବର୍ଷର ଶୁଶୁଙ୍କୁ ତାଙ୍କର ଜଣେ ସମ୍ପର୍କୀୟ ଦାଦା ଏବଂ ତାଙ୍କର ୨ ସହଯୋଗୀ ଅପହରଣ କରି ହତ୍ୟା କରିଥିବା ଜଣାପଡ଼ିଛି। ଦ୍ୱିତୀୟ ଶ୍ରେଣୀରେ ପଢ଼ୁଥିବା ଏହି ଛାତ୍ରଙ୍କୁ ଗତ ୧୫ ତାରିଖରେ ଟ୍ୟୁଶନରୁ ଫେରୁଥିବା ବେଳେ ଅପହରଣ କରି ନିଆଯାଇଥିଲା।

ହେଲେ ମଙ୍ଗଳବାର ରାତିରେ ଗାଁ ପାଖ ଏକ ଆଖୁ କିଆରିରୁ ଛାତ୍ରଙ୍କ ମୃତଦେହ ପୋଲିସ ଜବତ କରିଛି। ଅଭିଯୁକ୍ତମାନେ ଛାତ୍ରଙ୍କୁ ଅପହରଣ କରି ପରିବାର ଲୋକଙ୍କୁ ୫୦ଲକ୍ଷ ଟଙ୍କା ଦାବିକରି କରିଥିଲେ। ଏନେଇ ପରିବାର ଲୋକେ ଥାନାରେ ଅଭିଯୋଗ କରିଥିଲେ। ପରବର୍ତ୍ତୀ ସମୟରେ ଛାତ୍ରଙ୍କ ମୃତଦେହ ଆଖୁ କିଆରିରୁ ମିଳିଥିଲା। ଘଟଣାରେ ସମ୍ପୃକ୍ତ ଦାଦା ବିନୀତ ସିଂ(୨୫) ଏବଂ ତାଙ୍କ ସହଯୋଗୀ ଅକ୍ଷିତ ସିଂ ଏବଂ ନୀରଜ ସିଂଙ୍କୁ ପୋଲିସ ଗିରଫ କରି ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

ବରଗଡକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ବିଜେଡି କଲା ବଡ଼ ଦାବି: ଦେଲା ଚେତାବନୀ, ସମସ୍ୟାର ସମାଧାନ ନ ହେଲେ…

ବରଗଡ ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ଜ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ବରଗଡ଼ ମଥୁରାନଗରୀ ପାଲଟିଛି । ମଙ୍ଗଳବାର ସମ୍ଭବତଃ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଟାଟା ପାୱାର କାର୍ଯ୍ୟାଳୟ ଘେରାଉ କଲା କଂଗ୍ରେସ: ଦେଲା ଚେତାବନୀ, ଦାବି ପୂରଣ ନ ହେଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): କଂଗ୍ରେସ ପକ୍ଷରୁ ବିଭିନ୍ନ ଦାବି ନେଇ ସୋମବାର ଭଞ୍ଜନଗର ଟାଟା ପାୱାର କାର୍ଯ୍ୟାଳୟ ଘେରାଉ କରାଯାଇଛି। ଦାବି ଗୁଡ଼ିକ ହେଲା ଅତିରିକ୍ତ ସୁରକ୍ଷା...

ଜାତୀୟସ୍ତରରେ ଓଡ଼ିଶୀ ନୃତ୍ୟ ପଦର୍ଶନ କରିବେ ଛତ୍ରପୁର ଜୟ ଗଣେଶ କଳା ବିକାଶ କେନ୍ଦ୍ରର ଛାତ୍ରୀ

ଛତ୍ରପୁର,୨୯।୧୨(ଦିଲ୍ଲୀପ ସାମଲ): ଭାରତ ସରକାର ଅଧୀନସ୍ଥ ସାଂସ୍କୃତିକ ବିକାଶ ପ୍ରତିଷ୍ଠାନ ଏବଂ ସ୍ମୃତି ସାଂସ୍କୃତିକ ସଂଘ ପକ୍ଷରୁ ପୁରୀଠାରେ ଅନ୍ତର୍ଜାତୟ ମେଗା ନୃତ୍ୟ ଏବଂ ସଙ୍ଗୀତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri