Posted inଜାତୀୟ

କେରଳ ଖବରଦାତା ସିଦ୍ଧିକି କପ୍ପାନଙ୍କୁ ମିଳିଲା ଜାମିନ

ଲକ୍ଷ୍ନୌ,୨୩ା୧୨: କେରଳର ଖବରଦାତା ସିଦ୍ଦିକି କପ୍ପାନଙ୍କୁ ମିଳିଲା ଜାମିନ। ଆତଙ୍କବାଦ ସହ ସମ୍ପୃକ୍ତି ଅଭିଯୋଗରେ କେରଳର ସାମ୍ବାଦିକ ସିଦ୍ଦିକି କପ୍ପାନ ୨ ବର୍ଷ ଧରି ଉତ୍ତରପ୍ରଦେଶ ଜେଲ୍‌ରେ ଥିଲେ। ଶୁକ୍ରବାର ଆହ୍ଲାବାଦ ହାଇକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି।

ଦୁଇବର୍ଷ ପୂର୍ବରୁ ଉତ୍ତରପ୍ରଦେଶର ହଥ୍ରାସ୍‌ରେ ଜଣେ ଦଳିତ ମହିଳାଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ଖବର ସଂଗ୍ରହ କରିବାକୁ ଯାଇଥିବା ସିଦ୍ଦିକିଙ୍କୁ ଆତଙ୍କବାଦୀ ଅଭିଯୋଗରେ ଗିରଫ କରାଯାଇଥିଲା। ଗତ ସେପ୍ଟେମ୍ବରରେ ସୁପ୍ରିମକୋର୍ଟ ତାଙ୍କୁ ଆତଙ୍କବାଦ ମାମଲାରେ ଜାମିନ ପ୍ରଦାନ କରିଥିଲେ ମଧ୍ୟ ୨୦୨୧ରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦାଏର କରିଥିବା ମନିଲଣ୍ଡରିଂ ମାମଲା ପାଇଁ ସେ ଜେଲରୁ ବାହାରିପାରି ନ ଥିଲେ। ଉକ୍ତ ମାମଲାରେ ଶୁକ୍ରବାର ହାଇକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ...

ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର):  ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ...

୩୦ ବ୍ଲକରୁ ଘୁଞ୍ଚିବ ଦାଦନ ଦୁଃଖ: ଶ୍ରମିକଙ୍କୁ ମିଳିବ ୯୮ ଟଙ୍କାର ଟପ୍‌ଅପ୍‌

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା):ରାଜ୍ୟକୁ ଦାଦନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯିବାକୁ ଯୋଜନା ରହିଛି। ରାଜ୍ୟ ସରକାର ବଲାଙ୍ଗୀର ଅଞ୍ଚଳର...

ଏହି ରାଶି ଉପରେ ଶନିଙ୍କ ପ୍ରକୋପ, ସାଢେ ସତୀ ଚାଲିରେ ବରବାଦ ହୋଇଯିବେ!

୨୦୨୬ରେ, ଶନି ସାରା ବର୍ଷ ପାଇଁ ମୀନ ରାଶିରେ ଭ୍ରମଣ କରିବେ, ଯାହା ଫଳରେ ମେଷ, ମୀନ ଏବଂ କୁମ୍ଭ ରାଶି ଶନିଙ୍କ ସାଡେ ସତୀ...

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri