ବିୟର ଗ୍ରିଲ୍ସଙ୍କୁ ଦିଲ୍ଲୀ ହାଇକୋର୍ଟରୁ ସମନ

ମୁମ୍ବାଇ: ବ୍ରିଟେନର ପ୍ରସିଦ୍ଧ ଆଡଭେଞ୍ଚର ଶୋ’ ମେନ ଭର୍ସେସ ୱାଇଲ ସମ୍ପର୍କରେ ସମସ୍ତେ ଅଳ୍ପ ବହୁତେ ଅବଗତ ଥିବେ ନିଶ୍ଚିତ । ଏଥିରେ ବିୟର ଗ୍ରିଲ୍ସ ତାଙ୍କ ସର୍ଭାଇଭାଲ ଜର୍ନିକୁ ନେଇ ବେଶ ପରିଚିତ । ତାଙ୍କର ପ୍ରତିଟି ଶୋ’ରେ କହିଛନ୍ତି ଯଦି ଆପଣ ଏଭଳି ପରିସ୍ଥିତିରେ ପହଞ୍ଚିଯିବେ ତେବେ କିଭଳି ନିଜକୁ ସର୍ଭାଇଭ କରିବେ । ଏହି ଶୋ’ର ଶୁଟିଂ ବିୟର ଗ୍ରୀଲ୍ସ କେବଳ ବିଦେଶ ନୁହେଁ ଭାରତରେ ବି କିଛି ଶୁଟିଂ କରିଛନ୍ତି । ଏବେ ଦିଲ୍ଲୀ ହାଇକୋର୍ଟ ପକ୍ଷରୁ ବିୟର ଗ୍ରିଲ୍ସଙ୍କ ସମେତ ୪ ଜଣଙ୍କୁ ସମନ ଜାରି କରାଯାଇଛି । ତେବେ କପିରାଇଟ ଉଲ୍ଲଂଘନ ମାମଲରେ ବିୟର ଗ୍ରିଲ୍ସଙ୍କୁ ଏହି ସମନ ଜାରି କରାଯାଇଥିବା ଜଣାପଡିଛି ।
ସୂଚନାଯୋଗ୍ୟ, ଭାରତୀୟ ସ୍କ୍ରିପ୍ଟ ରାଇଟର ଏକ ଆବେଦନ ଦାଖଲ କରିଛନ୍ତି । ‘ଶୋ ଗେଟ ଆଉଟ ଆଲାଇଭ ୱିଥ ବିୟର ଗ୍ରୀଲ୍ସ’ରେ କପି ରାଇଟ୍ସର ଉଲ୍ଲଂଘନ କରାଯାଇଛି । ସ୍କ୍ରିପ୍ଟ ରାଇଟର ଅରମାନ ଶଙ୍କର ବିୟରଙ୍କ ଉପରେ ଏହି ଅଭିଯୋଗ ଆଣିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ...

ବାଇକ୍‌ ଚାଳକ ସାବଧାନ, ଏବେ ହେଲମେଟ୍‌ ପିନ୍ଧିଲେ ବି କଟିବ ୨ହଜାର ଟଙ୍କାର ଚାଲାଣ

ନୂଆଦିଲ୍ଲୀ,୩୦।୧୨: ହେଲମେଟ ପିନ୍ଧିଲେ ମଧ୍ୟ କଟିପାରେ ୨୦୦୦ ଟଙ୍କା ଚାଲାଣ। (ମୋଟରସାଇକିଲ ଓ ସ୍କୁଟର) ଚାଳକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ହେଲମେଟ ନ ପିନ୍ଧିବା...

ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି: ଭୁଲରେ ବି କରନ୍ତୁ ନି ଏପରି…

ଭୁବନେଶ୍ୱର,୩୦।୧୨: ମଙ୍ଗଳବାର ଏବଂ ବୁଧବାର ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି କରାଯିବ। ଏ ନେଇ ସବୁ RTOଙ୍କୁ ପରିବହନ କମିଶନର ଚିଠି ଲେଖିଛନ୍ତି। ମଦ ପିଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri