Posted inଜାତୀୟ

ଅଟଳ ବିହାରୀଙ୍କୁ ଶ୍ରଦ୍ଧାଞ୍ଜଳି…

ନୂଆଦିଲ୍ଲୀ,୨୫।୧୨ : ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ବାର୍ଷିକୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସକାଳେ ତାଙ୍କ ସମାଧିସ୍ଥଳରେ ପହଞ୍ଚିଥିଲେ। ଏଠାରେ ପ୍ରଧାନମନ୍ତ୍ରୀ ଭାଜପାର ମୂଳଦୁଆ ପକାଇଥିବା ଅଟଳଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହି ସମୟରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଏବଂ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମଧ୍ୟ ତାଙ୍କ ସହ ଉପସ୍ଥିତ ଥିଲେ।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରଥମେ ତାଙ୍କ ସମାଧିସ୍ଥଳରେ ଅଟଳ ଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହା ପରେ ଉପରାଷ୍ଟ୍ରପତି ଜଗଦୀପ ଧନକର ତାଙ୍କୁ ଫୁଲ ଅର୍ପଣ କରିଥିଲେ। କେନ୍ଦ୍ର ମନ୍ତ୍ରୀ ଅମିତ ଶାହା, ନିର୍ମଳା ସୀତାରମଣ, ହାର୍ଦ୍ଦିକ ପୁରୀ ପ୍ରମୁଖ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ଅଟଳ ବିହାରୀ ବାଜପେୟୀ ୧୯୨୪ ଡିସେମ୍ବର ୨୫ରେ ଗ୍ବାଲିୟରରେ ଜନ୍ମଗ୍ରହଣ କରିଥିଲେ। ୨୦୧୮ ଅଗଷ୍ଟ ୧୬ରେ ନୂଆଦିଲ୍ଲୀର ଏମ୍ସରେ ସେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri