ଖଣିରେ ବିସ୍ଫୋରଣ: ୩ କର୍ମଚାରୀ ମୃତ

କିଭ୍‌,୨୫ା୧୨: ୟୁକ୍ରେନର ଖେର୍ସନରେ ଖଣି ବିସ୍ଫୋରଣରେ ୩ ଜରୁରିକାଳୀନ ସେବା କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଏହି କର୍ମଚାରୀମାନେ ରୁଷିଆ ଆକ୍ରମଣ ପରଠାରୁ ଏଠାରେ କାର୍ଯ୍ୟ କରୁଥିଲେ। ୟୁକ୍ରେନର ରାଜ୍ୟ ଜରୁରିକାଳୀନ ସେବା ଏକ ଫେସବୁକ ପୋଷ୍ଟରେ କହିଛି, ଏହି ତିନିଜଣ କର୍ମଚାରୀ ସ୍ବତନ୍ତ୍ର ଉଦ୍ଦେଶ୍ୟ ୟୁନିଟର ଜରୁରିକାଳୀନ ଏବଂ ଉଦ୍ଧାରକାରୀ ଦଳର କର୍ମଚାରୀ ଅଟନ୍ତି। ଏହା ଖଣିରୁ ବିସ୍ଫୋରଣକୁ ନିଷ୍କ୍ରିୟ କରାଯାଉଥିଲା।

ଡିସେମ୍ବର ୨୪ରେ ଏହି ଆକ୍ରମଣରେ ଖେର୍ସନ ସହରରେ ଅତି କମରେ ୧୦ ଜଣଙ୍କର ମୃତ୍ୟୁ ଘଟିଥିଲା। ୟୁକ୍ରେନ ରାଷ୍ଟ୍ରପତି ଜେଲେନ୍‌ସ୍କି ଏହି ଆକ୍ରମଣକୁ ନିନ୍ଦା କରିଛନ୍ତି। ୟୁକ୍ରେନ ଅଧିକାରୀମାନେ ଏହାକୁ ରୁଷିଆର ଆକ୍ରମଣ ବୋଲି କହିଥିବା ବେଳେ ଅନ୍ୟପକ୍ଷରେ ମସ୍କୋ ୟୁକ୍ରେନ ସେନାକୁ ଦାୟୀ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ପର୍‌ ଡ୍ରପ୍‌ ମୋର୍‌ କ୍ରପ୍‌’ ଖର୍ଚ୍ଚ ବଢ଼ାଅ

ଭୁବନେଶ୍ୱର,୧୧।୧୨(ରବିନାରାୟଣ ଜେନା): କୃଷି ଓ କୃଷକଙ୍କ ହିତକୁ ଦୃଷ୍ଟିରେ ରଖି କେନ୍ଦ୍ର ଏବଂ ରାଜ୍ୟ ସରକାର ବହୁବିଧ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ମାତ୍ର ବାସ୍ତବକ୍ଷେତ୍ରରେ ଅଧିକାରୀଙ୍କ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri